Latest Odisha News

BREAKING NEWS

Browsing Tag

Khandagiri Police

ଭିଜିଲାନ୍ସ ଜାଲରେ ଖଣ୍ଡଗିରି ଥାନା ସବଇନ୍ସପେକ୍ଟର, ୫୦ ହଜାର ଟଙ୍କା ନେଉଥିଲେ ଲାଞ୍ଚ

ଭୁବନେଶ୍ୱର: ଖଣ୍ଡିଗିରି ଥାନା ସବଇନ୍ସପେକ୍ଟରଙ୍କ ସହ ଅନ୍ୟ ଜଣେ ଭଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ନାକା ଗେଟ୍ ନିକଟରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଖଣ୍ଡଗିରି ଥାନା ଏସ୍ଆଇ ସୁଶାନ୍ତ କୁମାର ସ୍ୱାଇଁଙ୍କ ସହ ଅନ୍ୟ ଜଣେ ବ୍ୟକ୍ତି ଚିରଞ୍ଜୀବଙ୍କୁ ଧରିଛି । କୌଣସି ଏକ ମାମଲାରେ…

ପ୍ରେମ, ପ୍ରତିଶୃତି ଏବଂ ଶାରୀରିକ ସଂପର୍କ: ସେନା ଯବାନଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର: ସେନାର ଜଣେ ଯବାନଙ୍କ ବିରୋଧରେ ଖଣ୍ଡଗିରି ଥାନାରେ ଦୁଷ୍କର୍ମ ଅଭିଯୋଗ ହୋଇଛି। ବିବାହ କରିବାକୁ ପ୍ରତିଶୃତି ଦେଇ ଦୁଷ୍କର୍ମ କରିଥିବା ଯବାନଙ୍କ ବିରୋଧରେ ଖଣ୍ଡଗିରି ଥାନାରେ ଅଭିଯୋଗ କରିଛନ୍ତି ପୀଡ଼ିତା। ଭୁବନେଶ୍ୱର ଏସଡିଜେଏମ କୋର୍ଟଙ୍କ ନିର୍ଦ୍ଦେଶ ପରେ ଭାରତୀୟ ସୈନ୍ୟ…

ବରମୁଣ୍ଡାରୁ ଚୋରି ହେଲା, ବ୍ରହ୍ମପୁରରୁ ମିଳିଲା

ଭୁବନେଶ୍ୱର: ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ଚୋରି ହେଲା ବସ୍‌, ବ୍ରହ୍ମପୁରୁର ଧରାପଡିଲା । ଗତ ବିଳମ୍ବିତ ରାତିରେ ଦାସ ନାମକ ଏକ ଯାତ୍ରୀବାହୀ ବସ୍ ବରମୁଣ୍ଡା ବସଷ୍ଟାଣ୍ଡରୁ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା । ବସ୍ ମାଲିକ କେଦାର ଦାସ ଏନେଇ ଖଣ୍ଡଗିରି ଥାନାରେ ଏତଲା ଦେଇଥିଲେ । ଏହାପରେ…

ଜୟଦେବ ବାଟିକା ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଜୟଦେବ ବାଟିକାରୁ ଅଜଣା ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ତେବେ ତାଙ୍କୁ ହତ୍ୟା କରାଯାଇଛି ନା ସେ ନିଜେ ଆତ୍ମହତ୍ୟା କରିଛନ୍ତି ସେ ନେଇ କୌଣସି ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ଖଣ୍ଡଗିରି ଥାନା ପୋଲିସ ଓ ଫୋରେନସିକ୍ ଟିମ୍ ତଦନ୍ତ ଜାରି ରଖିଛି । ସୂଚନା…

ନିଶା ପାଇଁ ନାବାଳକକୁ ମର୍ଡର, ୪ ଗିରଫ

ଭୁବନେଶ୍ୱର: ନିଶା ପାଇଁ ନାବାଳକର ଗଲା ଜୀବନ । କିଛି ଅସମାଜିକ ଯୁବକଙ୍କୁ ଟଙ୍କା ନଦେବାରୁ ନାବାଳକକୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ । ରାଜଧାନୀ ଭରତପୁର ଅଂଚଳରେ ଘଟିଛି ଏହି ଅଭାବନୀୟ ଘଟଣା । ଆକ୍ରମଣରେ ଆହତ ହୋଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଗତ ରାତିରେ ନାବଳକଙ୍କ…

ଭୁବନେଶ୍ୱରରେ ଲୁଟର ନୂଆ ଫଣ୍ଡା, ଯୁବତୀ ଦେଖାଇ କରୁଥିଲେ ଲୁଟ୍‌, ୨ ଗିରଫ

ଭୁବନେଶ୍ୱର: ଲୁଟ ର ନୂଆ ଫଣ୍ଡା ।  ଯୁବତୀ ଦେଖେଇ ଲୁଟ କରୁଥିଲେ ଲୁଟେରା । ଏଭିଲି ଏକ ଗ୍ୟାଙ୍ଗ ର ୨ ଲୁଟେରାଙ୍କୁ ଗିରଫ କଲା ଖଣ୍ଡଗିରି ଥାନା ପୋଲିସ । ଦୁଇ ଅଭିଯୁକ୍ତ ହେଲେ ଭୁବନେଶ୍ୱର ୟୁନିଟ 8 ର  ଅମର ସେନାପତି ଓ  ଗଞ୍ଜାମ ରମନୋଜ ଗୌଡ଼। ଗତ 13 ତାରିଖରେ ତାଳଚେର ଅଞ୍ଚଳର ଜଣେ…

ପପୁ ପମ୍‌ପମ୍‌ଙ୍କ ମ୍ୟାନେଜର୍ ଗିରଫ; ବିକ୍ରିକରୁଥିଲେ ମଦ !

ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ କମେଡ଼ି କିଙ୍ଗ୍ ପପୁ ପମ୍‌ପମ୍ । ହାସ୍ୟାଭିନେତା ପପୁଙ୍କ ମ୍ୟାନେଜର୍ ମଦ ବିକ୍ରି କରୁଥିବା ନେଇ ଗିରଫ ହୋଇଛନ୍ତି । ରାଜଧାନୀରେ ବେଆଇନ ଭାବେ ମଦ ବିକ୍ରି ଅଭିଯୋଗରେ ତାଙ୍କୁ ଖଣ୍ଡଗିରି ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ପପୁଙ୍କ ମ୍ୟାନେଜର୍ ପ୍ରଦୀପ୍ତ…