ଜୁଲାଇ ୩୧ପର୍ଯ୍ୟନ୍ତ ଖରିଫ ଫସଲ ବୀମା ପଞ୍ଜିକରଣ
ଭୁବନେଶ୍ବର: ଜୁଲାଇ ୩୧ପର୍ଯ୍ୟନ୍ତ 17ଟି ଖରିଫ ଫସଲକୁ ବୀମା ପଞ୍ଜିକରଣ କରିପାରିବେ ଚାଷୀ । ଖରିଫ ଋତୁରେ ୮ଟି ଫସଲ ଓ ରବି ଋତୁରେ ୯ଟି ଫସଲକୁ ଚାଷୀମାନେ ବୀମା ଭୁକ୍ତ କରିପାରିବେ ଏବଂ ଏହାର ଫାଇଦା ନେଇପାରିବେ ।
ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ରେ ଚାଷୀମାନେ ଏହି ବୀମା ସୁବିଧା…