ବଢ଼ିଲା ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ଖରିଫ ଫସଲର ଏମଏସପି ମୂଲ୍ୟ ବଢ଼ାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ବୈଠକରେ ୨୦୨୨-୨୩ ବିପଣନ ଋତୁ ପାଇଁ ସମସ୍ତ ଅଧିସୂଚିତ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)…