କ୍ଷୀରଚୋରା ଗୋପୀନାଥ ମନ୍ଦିରରେ କୃଷ୍ଣ ଜନ୍ମୋତ୍ସବ
ବାଲେଶ୍ୱର: ଧରାପୃଷ୍ଠରେ ଜନ୍ମ ନେଇଥିଲେ ଭଗବାନ ଶ୍ରୀକୃଷ୍ଣ । ଆଜିର ଏହି ଦିନକୁ ଜନ୍ମୋତ୍ସବ ବା ଜନ୍ମାଷ୍ଟମୀ ବୋଲି ପାଳନ କରାଯାଏ । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଶ୍ରୀକୃଷ୍ଣ ଜନ୍ମ ହୋଇଥିଲେ ।
ତେବେ ଜନ୍ମାଷ୍ଟମୀ ନେଇ…