Latest Odisha News

BREAKING NEWS

Browsing Tag

Khorda

ନିଶା କାରବାରକୁ କେନ୍ଦ୍ରକରି ଗୁଳିକାଣ୍ଡ, ଜଣେ ଗୁରୁତର

ଖୋର୍ଦ୍ଧା : ସାମାନ୍ୟ ବଚସାରୁ ଫୁଟିଲା ଗୁଳି । ଜଣେ ଯୁବକ ଗୁରୁତର । ଗୁଳିମାଡ଼ କରି ଦୁର୍ବୃତ୍ତ ଫେରାର । ଏଭଳି ଏକ ଅଭାବନୀୟ ଘଟଣା ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ପାନବରଜ ଗାଁରେ ଘଟିଛି । ସୂଚନା ଅନୁଯାୟୀ, ଗତକାଲି ପାନବରଜ ଗ୍ରାମର ଛକ ନିକଟରେ ଥିବା ଅଙ୍ଗନବାଡ଼ି କେନ୍ଦ୍ର ସାମ୍ନାରେ…

ଟ୍ରକ୍‌କୁ ଧକ୍କା ଦେଲା କାର୍‌, ୪ ମୃତ

ଖୋର୍ଦ୍ଧା: ଜଙ୍କିଆ ଥାନା ଅନ୍ତର୍ଗତ ବଡ଼ପୋଖରୀଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍‌ ପଛରେ କାର୍‌ଟି ପିଟିଦେବାରୁ ଘଟଣାସ୍ଥଳରେ ୪ଜଣଙ୍କ ମୃତ୍ୟୁ ହୋଇଛି । କାର୍‌ ମଧ୍ୟରେ ଥିବା ୨ଜଣ ପୁରୁଷ ଓ ୨ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି  ।…

ଜଳିଗଲା ଗୁହାଳ ଘର, ଜଣେ ଆହତ

ବାଲିପାଟଣା: ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ଥାନା ଖମଙ୍ଗଶାସନ ଗାଁରେ ଭୟାବହ ଅଗ୍ନିକାଣ୍ଡ । ଗୁହାଳ ଘର ସମହ ଦୁଇ ବଖରା ଘର ଜଳି ଯାଇଛି । ନିଆଁରେ ପୋଡ଼ି ହୋଇ ଗୋଟିଏ ଗାଈ ମୃତ୍ୟୁ ହୋଇଥିବା ବେଳେ ୨ଟି ଗାଈ ଗୁରୁତର ହୋଇଛି । ଅଗ୍ନିକାଣ୍ଡରେ ଜଣେ ବ୍ୟକ୍ତି ମଧ୍ୟ ଆହତ ହୋଇଛନ୍ତି । ତାଙ୍କ ନାଁ…

ବୋଲଗଡ ତହସିଲଦାରଙ୍କୁ ଆକ୍ରମଣ

ଖୋର୍ଦ୍ଧା: ବୋଲଗଡ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ । ମୋରମ ଖଣିରେ ଚଢ଼ାଉ ବେଳେ ବୋଲଗଡ଼ ତହସିଲଦାର ଧୋବେଇ ନାୟକଙ୍କୁ ଆକ୍ରମଣ ହୋଇଥିବା ନେଇ ବେଗୁନିଆ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ପରେ ବେଗୁନିଆ ପୋଲିସ ଜଣେ ଅଭିଯୁକ୍ତକୁ ଥାନାକୁ ଆଣି ପଚରାଉଚରା କରୁଛି । ବେଆଇନ୍ ଭାବେ ଗୋପାଳପୁର…

ଖୋର୍ଦ୍ଧା ମଳିପଡା ନିକଟରେ ପଡିଛି ମାଈହାତୀର ମୃତଦେହ

ଖୋର୍ଦ୍ଧା: ପୁଣି ଏକ ହାତୀତ ମୃତ୍ୟୁ । ଖୋର୍ଦ୍ଧା ବନଖଣ୍ଡର ମଳିପଡ଼ା-ଦଲକ ରାସ୍ତା ମଝିରୁ ଏକ ମାଈହାତୀର ମୃତଦେହ ଉଦ୍ଧାର ହୋଇଛି । ତେବେ ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଖୋର୍ଦ୍ଧା ବନ ବିଭାଗ ଟିମ୍ ପହଞ୍ଚି ତଦନ୍ତ କରୁଛନ୍ତି । କେମିତି ଓ କେଉଁ ପରିସ୍ଥିତିରେ ହାତୀର…