Latest Odisha News
Browsing Tag

khordha

ଲଗାତାର ଦ୍ୱିତୀୟ ଦିନରେ ରାଜ୍ୟରୁ ୩ ହଜାରରୁ ଅଧିକ ସଂକ୍ରମିତ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର: କରୋନାର ଦ୍ୱିତୀୟ ଲହରରେ ରାଜ୍ୟରେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସଂକ୍ରମଣ ରୋକିବାକୁ ସାରା ରାଜ୍ୟରେ ଆଜିଠୁ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ କରୁଛନ୍ତି ସରକାର । ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧୪୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୮୨୩ଟି ସଂକ୍ରମଣ ମାମଲା…

ରାଜ୍ୟରେ ୩ ହଜାର ମୁହାଁ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୨୯୮୯ ଜଣ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ୩ ହଜାର ମୁହାଁ ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ୨୯୮୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୭୩୩ଟି ମାମଲା ଥିବାବେଳେ ସ୍ଥାନୀୟ ସଂକ୍ରମଣ ୧୨୫୬ । ସୁନ୍ଦରଗଡ଼ରୁ ସର୍ବାଧିକ ୬୩୧ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୩୮ ଜଣ…

ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୨୧୫ ଜଣ, ସଂକ୍ରମଣ ଭଳି ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୫୭୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଅନ୍ୟପଟେ ଆଜି କରୋନାରୁ ୨୧୫ ଜଣ ସୁସ୍ଥ ଲାଭ କରିଛନ୍ତି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।…

ସୋରରୁ ନିଖୋଜ ସୁନା ବ୍ୟବସାୟୀ ଖୋର୍ଦ୍ଧାରୁ ଉଦ୍ଧାର

ସୋର: ଉଦ୍ଧାର ହେଲେ ନିଖୋଜ ଗହଣ ବ୍ୟବସାୟୀ । ସୋର-କୁପାରୀ ରାସ୍ତାରୁ ଗୁରୁବାର ରାତିରୁ ନିଖୋଜ ସୁନା ବ୍ୟବସାୟୀଙ୍କୁ ପୋଲିସ ଉଦ୍ଧାର କରିଛି । ଖୋର୍ଦ୍ଧା ସହରରୁ ବିଳମ୍ବିତ ରାତିରେ ନିଖୋଜ ସୁନା ବ୍ୟବସାୟୀଙ୍କୁ ଉଦ୍ଧାର କରିଛି ସୋର ଥାନା ପୋଲିସ । ଅପହରଣ ଅଭିଯୋଗରେ ପୋଲିସ ଜଣଙ୍କୁ ଅଟକ ରଖି…

ଖୋର୍ଦ୍ଧାରେ ଫଳ ଓ ପରିବା ଦୋକାନରେ ଭୟାବହ ଅଗ୍ନିକାଣ୍ଡ 

ଖୋର୍ଦ୍ଧା: ଫଳ ଦୋକାନରେ ଭୟାବହ ଅଗ୍ନିକାଣ୍ଡ । ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ନିକଟରେ ଥିବା ଫଳ ଓ ପରିବା ଦୋକାନରେ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି । ତେବେ ଅଗ୍ନିକାଣ୍ଡର କାରଣ ଜଣାପଡିନଥିବା ବେଳେ ଖୋର୍ଦ୍ଧା ଅଗ୍ନିଶମ…

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଖୋର୍ଦ୍ଧା: ଜଙ୍କିଆ ଥାନା ଛଣଗିରି ରାସ୍ତା କଡ଼ରୁ ଜଣେ ଯପୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ନାଁ ଶେଖ ସୁଲେମାନ । ଘର ଛଣଗିରି ଗାଁରେ । ତାଙ୍କୁ କେହି ହତ୍ୟା କରିବା ପରେ ରାସ୍ତାକଡ଼ରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା…

ଦଶମ ଶ୍ରେଣୀ ପିଲାଙ୍କ ଲାଗି ‘ଶିକ୍ଷା ଶିଖର’ କାର୍ଯ୍ୟକ୍ରମ

ଭୁବନେଶ୍ୱର:  ରାଜ୍ୟରେ କରୋନା ଲାଗି ମାର୍ଚ୍ଚରୁ ସ୍କୁଲରେ ପାଠପଢ଼ା ବନ୍ଦ ରହିଛି । ତେବେ ଏହି ସମୟରେ ଶିକ୍ଷା ସଂଯୋଗ ମାଧ୍ୟମରେ ସମସ୍ୟାର ସମାଧାନ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ଶିକ୍ଷା କ୍ଷେତ୍ରରେ ଅଭିନବ ପ୍ରୟାସ ଆଣିବା ଲାଗି ଆରମ୍ଭ ହୋଇଛି ଶିକ୍ଷା ଶିଖର କାର୍ଯ୍ୟକ୍ରମ । ଏହା କେବଳ…

ଓଟିଭି ଜମି ଜବରଦଖଲ ପ୍ରସଙ୍ଗ: ଜିଲ୍ଲା ପ୍ରଶାସନର ଯାଂଚ ଆରମ୍ଭ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ସାରୁଆ ଗାଁରେ ଓଟିଭି ଜମି ଜବରଦଖଲ କରିଥିବା ନେଇ ଅଭିଯୋଗ ଆସିଥିଲା । ଏପରିକି ଏହାକୁ ବିରୋଧ କିର ଶତାଧିକ ଗ୍ରାମବାସି ରାସ୍ତାକୁ ଓହ୍ଲାଇଥିଲେ । ଏହି ଅଭିଯୋଗ ଆସିବା ପରେ ଏବେ ତଦନ୍ତ ଆରମ୍ଭ କରିଛି ଜିଲ୍ଲା ପ୍ରଶାସନ । ସବ୍-କଲେକ୍ଟର ଓ ତହସିଲଦାରଙ୍କ…

ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ, ୬ ଗୁରୁତର

ଖୋର୍ଦ୍ଧା: ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡ ଯୋଗୁଁ ଦୁଇଟି ପରିବାରର ୬ ଜଣ ଗୁରୁତର ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଗଡମାଣିତ୍ରୀ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସୂଚନାଯୋଗ୍ୟ ଯେ, ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଗଡମାଣିତ୍ରୀ ଗାଁରେ ହଠାତ୍…

୪ ଜିଲ୍ଲାରେ ବଦଳିଲା ବ୍ୟାଙ୍କ ଖୋଲିବା ସମୟ

ଭୁବନେଶ୍ୱର: ବଦଳିଲା ବ୍ୟାଙ୍କ ଖୋଲିବା ସମୟ । କାଲିଠୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଲକଡାଉନ ଅଂଚଳରେ ବ୍ୟାଙ୍କ ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଛି । ଏନେଇ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି ରାଜ୍ୟ ସରକାର । ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଜିଲ୍ଲା ସହିତ ରାଉରକେଲା ସହରରେ…