Latest Odisha News

BREAKING NEWS

Browsing Tag

Khurda Corona

କୋଭିଡ୍ ରେଡ୍ ଜୋନରେ ଖୋର୍ଦ୍ଧା, ସମ୍ୱଲପୁର ଓ ସୁନ୍ଦରଗଡ଼

ଭୁବନେଶ୍ୱର: ରାଜ୍ୟରେ ୫ ହଜାର ମୁହାଁ ହୋଇଛି ଦୈନିକ କରୋନା କେସ୍ । ଆଜି ୪ହଜାର ୭୧୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜାନୁଆରୀ ୧ ତାରିଖରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨୯୮ ଥିଲା । ୯ ଦିନ ଭିତରେ ଏହି ସଂଖ୍ୟା ପାଖାପାଖି ୫ ହଜାର ହୋଇଛି । ଅର୍ଥାତ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୧୫ ଗୁଣା…

ଭୁବନେଶ୍ୱରରେ ବଢୁଛି, ଖୋର୍ଦ୍ଧା ଲଢୁଛି

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ମୁଣ୍ଡ ବିନ୍ଧାର କାରଣ ହେଲାଣି କରୋନା ସଂକ୍ରମଣ । ପ୍ରତିଦିନ କେସ୍ ବଢୁଛି । ଗତ ୨୪ ଘଣ୍ଟାରେ ୧୫୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ୧ ହଜାର ୭୪୪କୁ ବୃଦ୍ଧି ପାଇଛି ପଜିଟିଭ୍ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ଖୋର୍ଦ୍ଧାରୁ ଯେତିକି ଭୂତାଣୁ…

ଚିନ୍ତା ବଢ଼ାଉଛନ୍ତି ଜି-କେ-ଜେ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କରୋନାର ଲମ୍ବା ଡିଆଁ । ପ୍ରତିଦିନ ପାଞ୍ଚ ଶହ ଉପରେ ପଜିଟିଭ କେସ ଆସୁଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଏବେ ଟେନସନ୍ । ବିଶେଷ କରି ଜି-ଜେ-କେ ଜିଲ୍ଲା ମୁଣ୍ଡ ବିନ୍ଧାର କାରଣ ହୋଇଛନ୍ତି । ଜି-ଗଞ୍ଜାମ, ଜେ-ଯାଜପୁର ଓ କେ-ଖୋର୍ଦ୍ଧା । ରାଜ୍ୟର ମୋଟ୍ ଆକ୍ରାନ୍ତଙ୍କ…