Latest Odisha News
Browsing Tag

Khurda

ସର୍ବସାଧାରଣଙ୍କ ପାଇଁ ବନ୍ଦ ହେଲା ତାପଙ୍ଗ ହାତିଆ ମୁଣ୍ଡିଆ

ଭୁବନେଶ୍ୱର: ବେଶ୍ କିଛି ଦିନ ହେବ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଖୋର୍ଦ୍ଧା ଜିଲ୍ଲା ତାପଙ୍ଗର ହାତିଆ ମୁଣ୍ଡିଆ ପଥରଖଣି ଅଂଚଳ ଏବେ ସର୍ବସାଧାରଣଙ୍କ ପାଇଁ ବନ୍ଦ ହୋଇଛି । ଏହି ଅଂଚଳକୁ ଜିଲ୍ଲା ପ୍ରଶାସନ ନିଷିଦ୍ଧାଂଚଳ ଘୋଷଣା କରିଛନ୍ତି । ଏହି ଅଂଚଳକୁ ଲୋକମାନେ ଟୁରିଷ୍ଟ ପ୍ଲେସ ଭାବି…

ଖୋର୍ଦ୍ଧା ଜିଲ୍ଲାରେ ସଂଧ୍ୟା ୫ଟା ଯାଏ ଦୋକାନ ବଜାର ଖୋଲା

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ସକାଳ ୫ଟାରୁ ସଂଧ୍ୟା ୫ଟା ଯାଏ ଖୋଲା ରହିବ ଦୋକାନ ବଜାର । ଏହି ସମୟରେ ଲୋକ ଜିନିଷପତ୍ର କିଣି ପାରିବେ । ଆଜିଠୁ ଅଗଷ୍ଟ ୩୧ ତାରିଖ ଯାଏ ନିୟମ ଲାଗୁ ହେବ । ଏହି ସୂଚନା ଦେଇଛି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ । ଏହି ନିୟମରୁ ବାଦ ପଡ଼ିବ ଭୁବନେଶ୍ୱର ମହାନଗର…

ପୁଣି ତିନି ଶହ ପାର୍ କଲା ଖୋର୍ଦ୍ଧା ଜିଲ୍ଲାରେ ପଜିଟିଭ କେସ୍

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ବେକାବୁ କରୋନା । କାୟା ବିସ୍ତାର କରି ଚାଲିଛି । ଦ୍ୱିତୀୟ ଥର ଜିଲ୍ଲାରୁ ପୁଣି ବାହାରିଛନ୍ତି ତିନି ଶହରୁ ଅଧିକ ନୂଆ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ଭୂତାଣୁ ସଂକ୍ରମିତ ହୋଇଛନ୍ତି ୩୧୨ ଜଣ । ପୂର୍ବରୁ ଗତ ୨୩ ତାରିଖରେ ୩୨୦ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।…

ଲକଡାଉନ୍ ଘୋଷିତ ଚାରି ଜିଲ୍ଲାରେ ୬୪% ଆକ୍ଟିଭ୍ କେସ୍

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଅଧିକ ସଂକ୍ରମିତ ଚାରି ଜିଲ୍ଲା ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁରକୁ ଲକଡାଉନ୍ ଘୋଷଣା କରିଛନ୍ତି ସରକାର । ଏହାସହ ରାଉରକେଲା ମହାନଗର ନିଗମ ଅଞ୍ଚଳରେ ବି ୧୪ ଦିନିଆ ସଟଡାଉନ୍ ଲାଗୁ ହେବ । କାରଣ ସେସବୁ ଜିଲ୍ଲାରେ ସଂକ୍ରମିତ ଓ ଆକ୍ଟିଭ୍ କେସ୍ ଅଧିକ…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ ପୋଲିସ ଏଏସଆଇ !

ଖୋର୍ଦ୍ଧା: ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇ ପଡ଼ିଛନ୍ତି ଜଣେ ଆସିଷ୍ଟାଣ୍ଟ୍ ପୋଲିସ ସବ୍ ଇନିସପେକ୍ଟର୍ । ମିଳିଥିବା ସୂଚନାନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ଧଳା ପଥର ଫାଣ୍ଡି ଅଧିକାରୀ ଅଶୋକ ପଣ୍ଡା। ସେ ଆଶିଷ ପଣ୍ଡା ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଏକ ଜାଗା ମାମଲା କେଶର ଦଫା…

ଖୋର୍ଦ୍ଧା କ୍ଲିନିକର ଗୁଳିକାଣ୍ଡ ପଛରେ ସୁପାରି କିଲରର ହାତ: ପୋଲିସ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ଏକ ଘରୋଇ କ୍ଲିନିକ୍ ଉପରେ ହୋଇଥିବା ଗୁଳିମାଡ ଘଟଣା ପଛରେ ସୁପାରି କିଲରର ହାତଥିବା ନେଇ ମଙ୍ଗଳବାର ଦିନ ପୋଲିସ ପକ୍ଷରୁ ଦାବି କରାଯାଇଛି । ପ୍ରାପ୍ତ ସୂଚନାନୁଯାୟୀ ଦୁଇ ଦିନ ତଳେ ଖୋର୍ଦ୍ଧାରେ ଥିବା ଏହି କ୍ଲିନିକରେ ଜଣେ ଡାକ୍ତର ଓ ଔଷଧ ଦୋକାନୀ…

ଖୋର୍ଦ୍ଧା କ୍ଲିନିକରେ ଗୁଳିମାଡ ଘଟଣା; ଆହତ ଔଷଧ ଦୋକାନୀଙ୍କ ମୃତ୍ୟୁ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ଏକ କ୍ଲିନିକ୍ ଉପରେ ଗତକାଲି ହୋଇଥିବା ଗୁଳିମାଡ ଘଟଣାରେ ଚିକିତ୍ସାରତ ଔଷଧ ଦୋକାନୀଙ୍କ ମୃତ୍ୟୁ ଘଟିଛି । ମୃତ ଔଷଧ ଦୋକାନୀଙ୍କ ନାମ କୃଷ୍ଣଚନ୍ଦ୍ର ସାହୁ ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ଗତକାଲି ସନ୍ଧ୍ୟାରେ ଖୋର୍ଦ୍ଧାରେ ଥିବା ଏହି…

ବରୁଣେଇରେ ରାଷ୍ଟ୍ରପତି: ପାଇକ ବିଦ୍ରୋହ ସ୍ମାରକୀର କରିବେ ଶିଳାନ୍ୟାସ

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ବରୁଣେଇରେ ପହଞ୍ଚିଛନ୍ତି ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏଠାରେ ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିବେ ରାଷ୍ଟ୍ରପତି। ସେଠାରେ ହେବାକୁ ଥିବା ପାଇକ ମେମୋରିଆଲ ଫାଉଣ୍ଡେସନର ସଭାରେ ରାଷ୍ଟ୍ରପତି କୋବିନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ…

ଗୋଟିଏ ରାତିରେ ଦୁର୍ବୃତ୍ତ ଲୁଟିଲେ ୧୫ ଘର

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଘମାରି ନିକଟ ଅଟ୍ରି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ କିଛି ଦୁବୃର୍ତ୍ତ ପ୍ରାୟ ୧୫ଟି ଘରେ କଳାକନା ବୁଲାଇଛନ୍ତି । ପୋଲିସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଅଟ୍ରି ଗ୍ରାମରେ ଏହି ପରିବାର ଗୁଡିକ କୌଣସି କାରଣବଶତଃ ବାହାରକୁ ଯାଇଥିବା ବେଳେ ରାତି…

ଖୋର୍ଦ୍ଧା ଗଣଦୁଷ୍କର୍ମ ଘଟଣା: ପ୍ରମାଣ ଅଭାବରୁ କାର୍ ଡ୍ରାଇଭରଙ୍କୁ ଛାଡିଲା ପୋଲିସ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଚଳନ୍ତା ଗାଡି ମଧ୍ୟରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରିବା ଘଟଣାରେ ପ୍ରମାଣ ନମିଳିବାରୁ ସୋମବାର ଦିନ ପୋଲିସ ଅଭିଯୁକ୍ତ ଡ୍ରାଇଭରଙ୍କୁ ଛାଡିଦେଇଛି । ଗତ ନଭେମ୍ବର ୭ ତାରିଖରେ ପିଏନ୍ କଲେଜ ନିକଟ ୧୬ନଂ ଜାତୀୟ ରାଜପଥ ନିକଟରେ ସମ୍ପୃକ୍ତ ପିଡିତାଙ୍କୁ…