Latest Odisha News
Browsing Tag

Khurda

ଖୋର୍ଦ୍ଧା ଗଣଦୁଷ୍କର୍ମ ଘଟଣା: ମୁହଁ ଖୋଲିଲେ ଅଭିଯୁକ୍ତଙ୍କ ପରିବାର ସଦସ୍ୟ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଚଳନ୍ତା ଗାଡି ମଧ୍ୟରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରିବା ଘଟଣାରେ ଶୁକ୍ରବାର ଦିନ ମୁହଁ ଖୋଲିଛନ୍ତି ଅଭିଯୁକ୍ତ ସୌମ୍ୟ ରଞ୍ଜନ ମହାନ୍ତିଙ୍କ ପରିବାର ବର୍ଗ । ଏନେଇ ତାଙ୍କ ପରିବାର ସଦସ୍ୟ କହିଛନ୍ତି, ସମ୍ପୃକ୍ତ ମହିଳା ଜଣକ ଦୁଷ୍କର୍ମ ନେଇ ସମ୍ପୂର୍ଣ୍ଣ…

ଖୋର୍ଦ୍ଧାରେ ମହିଳାଙ୍କୁ ଗଣଦୁଷ୍କର୍ମ ଘଟଣା: ଜଣେ ଅଟକ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରିବା ଘଟଣାରେ ପୋଲିସ ଗୁରୁବାର ଦିନ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏଥିସହିତ ଘଟଣାରେ ବ୍ୟବହୃତ ଏକ କାରକୁ ମଧ୍ୟ ଜବତ କରାଯାଇଛି । ପିଏନ୍ କଲେଜ ନିକଟ ୧୬ନଂ ଜାତୀୟ ରାଜପଥ ନିକଟରେ ସମ୍ପୃକ୍ତ ପିଡିତାଙ୍କୁ ଗୁରୁତର…

ବିଟକଏନ୍ ଠକେଇ ମାମଲାରେ ଜଣେ ଗିରଫ

ଖୋର୍ଦ୍ଧା: ବିଟକଏନ୍ ବ୍ୟବସାୟରେ କୋଟି କୋଟି ଟଙ୍କାର ଠକେଇ ଅଭିଯୋଗରେ ପୋଲିସ ଖୋର୍ଦ୍ଧା ଜିଲ୍ଲା ଜଟଣୀରୁ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ନାମ ଶିଶିଭୂଷଣ ମିଶ୍ର ଏବଂ ସେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମ୍ୟାଲେରିଆ ୱାର୍ଡର କର୍ମଚାରୀ ଭାବେ କାର୍ଯ୍ୟ…

ଖୋର୍ଦ୍ଧାରେ ରୋଡ୍ ରୋମିଓକୁ ନିସ୍ତୁକ ପିଟିଲେ ଲୋକେ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁରେ ଜଣେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ସ୍ଥାନୀୟ ଲୋକେ ସମ୍ପୃକ୍ତ ଯୁବକକୁ ଧରି ନିର୍ଧୁମ୍ ପିଟିଛନ୍ତି । ମିଳିଥିବା ସୂଚନାନୁଯାୟୀ କୁମାରଙ୍ଗା ଛକ ନିକଟରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଟିଉସନରୁ ଘରକୁ ଫେରୁଥିବା ବେଳେ ପାଖାପାଖି ୩ ଜଣ ଯୁବକ…

ପୋଲିସ ଏନକାଉଣ୍ଟରରେ ୨ ଦୁର୍ଦ୍ଦାନ୍ତ ଅପରାଧି ଆହତ

ଭୁବନେଶ୍ୱର/ଖୋର୍ଦ୍ଧା: ଭୁବନେଶ୍ୱର ଓ ଖୋର୍ଦ୍ଧା ଅଞ୍ଚଳରେ ପୋଲିସ ଏନକାଉଣ୍ଟରରେ ଗୁରୁବାର ସକାଳେ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧି ଆହତ ହୋଇଛନ୍ତି । ଆହତ ଅପରାଧୀ ମାନଙ୍କ ନାମ ସୁଶାନ୍ତ ମାଝି ଓ ଜାମସେଦ୍ ଖାନ୍ ବୋଲି ଜଣାପଡିଛି । ମିଳିଥିବା ସୂଚନାନୁଯାୟୀ ଡକାୟତି ଉଦେ୍ଧଶ୍ୟରେ ନୟାଗଡରୁ…

କେମିକାଲ ବୋଝେଇ ଟ୍ୟାଙ୍କରରେ ଲାଗିଲା ନିଆଁ, ଡ୍ରାଇଭର ଗୁରୁତର

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ଅନ୍ତର୍ଗତ ବାଇପାସ୍ ରୋଡ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରେ କୌଣସି କାରଣବଶତଃ ନିଆଁ ଲାଗିଯାଇଥିଲା । ଯାହା ଫଳରେ ଗାଡିର ଡ୍ରାଇଭର ଓ ହେଲପର୍ ଗୁରୁତର ଆହତ ହୋଇଛନ୍ତି । ଖବର ପାଇ ଘଟଣାସ୍ଥଳରେ ଟାଙ୍ଗି ଅଗ୍ନିଶମ…

ମର୍ମନ୍ତୁଦ ସଡକ ଦୁର୍ଘଟଣା: ବାପ ସହ ୨ ପୁଅ ମୃତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଗଡଖୋର୍ଦ୍ଧା ନିକଟରେ ୧୬ ନଂ ଜାତୀୟ ରାଜପଥରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲା ମଳିପଡାର ବାସିନ୍ଦା କୃଷ୍ଣଚନ୍ଦ୍ର ପାତାଳସିଂହ ଓ ତାଙ୍କର ୨ ପୁଅ ବିକ୍ରମ…

ଖୋର୍ଦ୍ଧା ବିଜେପି ନେତା ହତ୍ୟା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ : ବିଜେପି ନେତା ତଥା ଖୋର୍ଦ୍ଧାର ବିଜେପି ମଣ୍ଡଳ ସଭାପତି ମଙ୍ଗୁଳି ଜେନାଙ୍କ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପୋଲିସ ତଦନ୍ତ କରିବ । ଏହି ବିଜେପି ନେତାଙ୍କୁ ରବିବାର ବିଳମ୍ବିତ ରାତିରେ କେହି ଦୁବୃର୍ତ୍ତ ଗୁଳି କରି ହତ୍ୟା କରିଥିଲେ । ଏନେଇ ଅତିରିକ୍ତ ଡିଜିପି ବି କେ ଶର୍ମା…