Latest Odisha News

BREAKING NEWS

Browsing Tag

Khurdha

ଖୋର୍ଦ୍ଧା ଜିଲ୍ଲାରେ ବନ୍ୟା ସ୍ଥିତି, ଅନେକ ଗାଁରେ ପଶିଲା ପାଣି

ଖୋର୍ଦ୍ଧା: ଖୋର୍ଧା ଜିଲ୍ଲାର ଖୋର୍ଦ୍ଧା ବ୍ଲକ ଏବଂ ଟାଙ୍ଗୀ ବ୍ଲକ୍, ପୁରୀ ଜିଲ୍ଲାର କଣାସ ବ୍ଲକର ଅନେକ ଗାଁ ଏବେ ପାଣି ଘେରରେ । ଲଗାଣ ବର୍ଷା ପରେ ଏବେ ଖୋର୍ଧା ବ୍ଲକ୍ ର  ଓର୍ବରସିଂହ ପଞ୍ଚାୟତ ର ଅନେକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି ।  ହୀରାକୁଦ ଜଳଭଣ୍ଡାର ରୁ ପ୍ରଚୁର ପାଣି…

ଆମ ଐତିହ୍ୟ : ବାଣପୁରର ଦକ୍ଷପ୍ରଜାପତି ବା ଦକ୍ଷେଶ୍ୱର ମହାଦେବ ମନ୍ଦିର- କଳିଙ୍ଗ ସ୍ଥାପତ୍ୟ କଳାର ଆଉ ଏକ ଉତ୍କୃଷ୍ଟ…

କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ଆମ ଐତିହ୍ୟ ଗୌରବମୟ କଳିଙ୍ଗ ସ୍ଥାପତ୍ୟ କଳାର ନିଦର୍ଶନ ହେଉଛି ଓଡ଼ିଶାର କୋଣ ଅନୁକୋଣରେ ରହିଥିବା ଅନେକ ପ୍ରାଚୀନ ମନ୍ଦିର ଓ ଐତିହ୍ୟ ସ୍ଥଳ । ଏମିତି ଏକ ନିଆରା ମନ୍ଦିର ହେଉଛି ଖୋର୍ଦ୍ଧା ଜିଲ୍ଲାର ବାଣପୁର ସ୍ଥିତ ଦକ୍ଷପ୍ରଜାପତି ବା…

ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ, ୩ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧାର ବିଭିନ୍ନ ଅଞ୍ଚଳରେ ବ୍ରାଉନ ସୁଗାର ବେପାରୀ ଆଡ୍ଡା ଜମାଇଲେଣି । ଖୋଲାଖୋଲି ଭାବେ ଧଳା ଜହରର କାରବାର କରୁଛନ୍ତି । ଆଜି ପୋଲିସକୁ ଏକ ବଡ ସଫଳତା ମିଳିଛି । ପୋଲିସ ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ କରିଛି । ବ୍ରାଉନ ସୁଗାର କାରବାର ଚାଲିଥିବା ନେଇେ କୌଣସି…

ଆମରିସତ୍ୟ ସଂଗଠନର ଏକାଦଶତମ ବାର୍ଷିକ ଉତ୍ସବ ଉଦଘାଟିତ

ଖୋର୍ଦ୍ଧା : ଶିକ୍ଷା, ସାହିତ୍ୟ ଓ ସମାଜସେବା କ୍ଷେତ୍ରରେ ପ୍ରୟାସ ଜାରିରଖିଥିବା ଆମରିସତ୍ୟ ସଂଗଠନର ଏକାଦଶତମ ବାର୍ଷିକ ଉତ୍ସବ ଉଦଘାଟିତ ହୋଇଯାଇଛି। ପ୍ରାଣନାଥ ସ୍ୱଂୟଶାସିତ ମହାବିଦ୍ୟାଳୟର ମୈତ୍ରୀ ଭବନ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରୁ ବହୁ ଲେଖକ କବି ଓ…

ବାର କର୍ମଚାରୀ ହତ୍ୟା ଘଟଣା, ପୋଲିସର ସୂଚନା ୧୫ ଥର ଛୁରୀ ଭୂଷିଥିଲେ ହତ୍ୟାକାରୀ

ଖୋର୍ଦ୍ଧା : ଗଡ ଖୋର୍ଦ୍ଧା ବାରରେ ଯୁବକଙ୍କୁ ଛୁରାମାଡ ଘଟଣାରେ ଅଭିଯୁକ୍ତମାନେ ମୃତକଙ୍କୁ ଥରେ କି ଦୁଇ ଥର ନୁହେଁ ୧୫ ଥର ଛୁରାମାଡ କରିଥିଲେ । ଏ ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଖୋର୍ଦ୍ଧା ଏସପି । ସୂଚନା ଅନୁଯାୟୀ ଅପରାଧୀମାନେ ଗତ ୧୪ ତାରିଖରେ ଏକ…

ମୋଷ୍ଟୱାଣ୍ଟେଡ ବ୍ରାଉନସୁଗାର ମାଫିଆ ଗିରଫ, ୩ କେଜି ୬୦୨ ଗ୍ରାମ ଧଳାଜହର ଜବତ

ଖୋର୍ଦ୍ଧା: ଖୋର୍ଦ୍ଧା ପୋଲିସକୁ ମିଳିଛି ବଡ ସଫଳତା । ଖୋର୍ଦ୍ଧାର ମୋଷ୍ଟ ୱାଣ୍ଟେଡ ବ୍ରାଉନସୁଗାର ମାଫିଆ ମନୋରଞ୍ଜନ ସାହୁକୁ ଜଟଣୀ ବାଇପାସରୁ ଗିରଫ କରାଯାଇଛି । ତା’ନିକଟରୁ ୩ କେଜି ୬୦୨ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଜବତ ହୋଇଥିବା ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୩ କୋଟି ୫୦ ଲକ୍ଷ…

ଜୁଲାଇ ୩୧ ଯାଏଁ ଖୋଲିବନି ଐତିହ୍ୟସ୍ଥଳ

ଭୁୁବନେଶ୍ୱର: ଖୋଲିବନି ଖଣ୍ଡଗିରି, ଉଦୟଗିରି ସମେତ ୯ଟି ଐତିହ୍ୟସ୍ଥଳ । ଜୁଲାଇ ୩୧ ଯାଏଁ ଏହି ସବୁ ଐତିହ୍ୟ ସ୍ଥାନ ଉପରେ କଟକଣା ଲାଗଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ । ସଂକ୍ରମଣ ବ୍ୟାପିବା ଆଶଙ୍କାରୁ ଏସବୁକୁ ନ ଖୋଲିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ। ଏନେଇ ଏଏସ୍‌ଆଇ ଓଡ଼ିଶା ସର୍କଲ…

ଖୋର୍ଦ୍ଧା ଓ ନୟାଗଡ ମୁହାଁ ହେଲେ ଚନ୍ଦକା ହାତୀପଲ

ଭୁବନେଶ୍ୱର: ଚନ୍ଦକା ଅଭୟାରଣ୍ୟର କିଛି ହାତୀପଲ ଖୋର୍ଦ୍ଧା ଓ ନୟାଗଡ ମୁହାଁ ହେଉଥିବା ବେଳେ ସେମାନଙ୍କ ଗତିବିଧି ଉପରେ ନଜର ରଖୁଛନ୍ତି ଭୁବନେଶ୍ୱର ବନଖଣ୍ଡ ଅଧିକାରୀ । ମିଳିଥିବା ସୂଚନାନୁଯାୟୀ ଏହି ୪୨ଟିକିଆ ହାତୀପଲ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ, ଚିଲିକା ଓ ନୟାଗଡ ଜିଲ୍ଲାର ରଣପୁର ଅଞ୍ଚଳ…