ଭାରତୀୟ ଗ୍ରାହକଙ୍କ ପସନ୍ଦ ସନରୁଫ୍ ମଡେଲ କାର, କିଆ ସୋନେଟର ୧ ଲକ୍ଷ ୟୁନିଟ୍ ହେଲା ବିକ୍ରି
ନୂଆଦିଲ୍ଲୀ: କିଆ ଇଣ୍ଡିଆ ଜାନୁଆରୀ ୨୦୨୪ରେ ସୋନେଟ୍ ଫେସେଲିଫ୍ଟ ଲଞ୍ଚ କରିଥିଲା ଏବଂ ବର୍ତ୍ତମାନ କମ୍ପାନୀ ଏକ ଲକ୍ଷ ୟୁନିଟ୍ ବିକ୍ରୟ ସଂଖ୍ୟା ହାସଲ କରିଛି । କାରଟି ଲଞ୍ଚ ହେବା ପରେ ଭାରତୀୟ ଗ୍ରାହକଙ୍କୁ ବହୁତ ପସନ୍ଦ ଆସିଥିଲା । କାରଣ ଏହି ଏସୟୁଭିରେ ଅନେକ ଫିଚର ରହିଛି । କିଆ ସୋନେଟ…