Latest Odisha News

BREAKING NEWS

Browsing Tag

kidnap

ଛାତ୍ରୀ ନିବାସରୁ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଉଦ୍ୟମ, ଜୀବନ ବଞ୍ଚାଇଲେ ସ୍ଥାନୀୟ ଯୁବକ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଳକ ହାତିବନ୍ଧା ଛାତ୍ରୀ ନିବାସରୁ ଜଣେ ଦ୍ଵିତୀୟ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଉଦ୍ୟମ ଅଭିଯୋଗ ହୋଇଛି । ସ୍ଥାନୀୟ ଜଣେ ଯୁବକଙ୍କ ଉପସ୍ଥିତ ବୁଦ୍ଧି ଓ ଉଦ୍ୟମ ଯୋଗୁଁ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି ଛାତ୍ରୀ ଜଣଙ୍କ । ଅନ୍ୟପଟେ ହଷ୍ଟେଲରେ…

[ଦେଖନ୍ତୁ ଭିଡିଓ] କାରରେ ଟେକି ନେଇ ଆଶାକର୍ମୀଙ୍କୁ ଦୁଷ୍କର୍ମ ପରେ ଫୋପାଡ଼ି ଦେଲେ

ପାରଦୀପ: ପାରାଦୀପରେ ଚାଞ୍ଚଲ୍ୟ । କାରରେ ଆସିଲେ, ରାସ୍ତାରୁ ଆଶାକର୍ମୀଙ୍କୁ ଅପରହରଣ ପରେ ଦୁଷ୍କର୍ମ କରି ଫିଙ୍ଗି ଦେଲେ । ଏଭଳି ଅଭିଯୋଗ ଆସିଛି ବନ୍ଦର ନଗରୀ ପାରାଦୀପରୁ । ପାରାଦୀପ ବନ୍ଦରାଞ୍ଚଳରେ ଜଣେ ଆଶା କର୍ମୀଙ୍କୁ ଅପହରଣ ପରେ ଦୁଷ୍କର୍ମ ନେଇ ଥାନାରେ ଅଭିଯୋଗ ହୋଇଛି । ପୀଡ଼ିତାଙ୍କ…

ଗଞ୍ଜାମରେ ଅପହରଣ, ଲୁଟ୍‌ର ଶିକାର ହେଲେ ଝାଡ଼ଖଣ୍ଡର ଦୁଇ ବ୍ୟବସାୟୀ

ବ୍ରହ୍ମପୁର: ଝାଡଖଣ୍ଡର ଦୁଇଜଣ ବ୍ୟବସାୟୀ ଗଞ୍ଜାମରେ ଅପହରଣ ଓ ଲୁଟର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଅପହରଣକାରୀମାନେ ଏହି ଦୁଇ ଜଣ ବ୍ୟକ୍ତିଙ୍କ ଠାରୁ ୩ ଲକ୍ଷ ୭୫ ହଜାର ଟଙ୍କା ସହ କାର ଓ ମୋବାଇଲ ନେଇଯାଇଛନ୍ତି। ଯେନତେନ ପ୍ରକାରେ ମୁକ୍ତ ହେବା ପରେ ଲୁଟର ଶିକାର ବ୍ୟକ୍ତିମାନେ ମଙ୍ଗଳବାର…

୮ ମାସ ଧରି ମାଟି ତଳେ ଲୁଚିଥିଲା ମୋହନଙ୍କ ନିଖୋଜ ରହସ୍ୟ

କୋରାପୁଟ: ଦୀର୍ଘ ୮ ମାସ ପୂର୍ବରୁ ହୋଇଥିଲା ଅପହରଣ ଓ ହତ୍ୟା ଷଡଯନ୍ତ୍ର । ସଂଘବଦ୍ଧ ଯୋଜନାର ଶିକାର ସାଜିଥିଲେ କୋରାପୁଟ ଜିଲ୍ଲା ହାତୀବାରି ପଂଚାୟତ ଅନ୍ତର୍ଗତ ଡୁମୁରିବାରି ଗାଁର ଯୁବ ଠିକାଦାର ମୋହନ ଦାସ ହନ୍ତାଳ । ଶେଷରେ ନିଖୋଜ ଓ ହତ୍ୟା ମାମଲାର ପର୍ଦ୍ଦଫାସ୍ କରିବାରେ ସଫଳ ହୋଇଛି ପାଡୁଆ…

[ଭିଡିଓ] ଖୁଲମଖୋଲା କିଡନାପ୍ , ଏବେ ବି ଚାଲିଛି ତଦନ୍ତ

ଭଦ୍ରକ: ଆଜି ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅଂଚଳର ଏକ ଅପହରଣ ଘଟଣାକୁ ନେଇ ଚର୍ଚ୍ଚାର ଜୋର ଧରିଛି । ସିସିଟିଭିରେ କଏଦ ହୋଇଥିବା ଦୃଶ୍ୟକୁ ନେଇ ଜାରି ରହିଛି କଳ୍ପନାଜଳ୍ପନା । ମହୁଲିଆ ଛକ ନିକଟରୁ ଅପହୃତ ହୋଇଥିବା ମଧୁସ୍ମିତା ପଣ୍ଡାଙ୍କ ଖୋଜଖବର ମିଳିପାରୁନାହିଁ । ଅନ୍ୟପଟେ ଚିନ୍ତିତ ପରିବାର…

ବ୍ୟବସାୟୀଙ୍କୁ ଅପହରଣ, ଓ୍ବେବ୍ ଚ୍ୟାନେଲ ମହିଳା ସାମ୍ବାଦିକାଙ୍କ ସମେତ ୫ ଗିରଫ

ଭୁବନେଶ୍ବର : ରାଜ୍ୟରେ ଚାଞ୍ଚଲ୍ୟ । ବ୍ୟବସାୟୀଙ୍କୁ ଫାଇନାନ୍ସ କରାଇ ଦେବାକୁ କହି ଅପହରଣ । ଘଟଣାରେ ଘଟଣାରେ ଏକ ଓ୍ବେବ ଚ୍ୟାନେଲର ମହିଳା ସାମ୍ବାଦିକାଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି ନନ୍ଦନକାନନ ପୋଲିସ । ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା ଓ୍ବେବ ଚ୍ୟାନେଲର ସିଇଓ ରାଜ ଫେରାର ହୋଇଯାଇଛି ।…

[ଭିଡ଼ିଓ] ଘର ଓଡିଶାରେ, କଏଦ କୋଲକାତାରେ !

ଭୁବନେଶ୍ୱର: ଇଣ୍ଟରନେଟ୍‌ରେ ଚହଳ ଖେଳାଇଛି ଏକ ମୋବାଇଲ ଭିଡିଓ । ଭିଡିଓରେ ଜଣେ ବ୍ୟକ୍ତିଙ୍କୁ କିଛି ଲୋକ ଖୁଣ୍ଟରେ ବାନ୍ଧିପକାଇଛନ୍ତି । ପାଖରେ ଜଗିଥିବା ଲୋକମାନେ ବନ୍ଧୁକ ଓ ଟାଙ୍ଗିଆ ରଖିଥିଲାବେଳେ ଘଟଣା ପଛର ଅସଲ କାରଣ ଜାଣିବା ପାଇଁ ଭିଡିଓ ଉପରେ ନଜର ପକାନ୍ତୁ...

କଣ୍ଟାବାଞ୍ଜିରେ ନାବାଳିକାକୁ ଅପହରଣ ସହ ଦୁଷ୍କର୍ମ ଅଭିଯୋଗ, ଜଣେ ଗିରଫ

ବଲାଙ୍ଗିର : କଣ୍ଟାବାଞ୍ଜି ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାକୁ ଅପହରଣ ସହ ଦୁଷ୍କର୍ମ ଅଭିଯୋଗ ହୋଇଛି । ଏହି ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରିଛି ।  ଗିରଫ ବ୍ୟକ୍ତିଙ୍କ ନାଁ ଶୁକମଣି ଚିରାଗୁନ ଓ ଘର ମୁରିବାହାଲ ଥାନା ସୁକୁନିପଦର ଗାଁର । ସୂଚନାଅନୁଯାୟୀ, ଶୁକମଣି କଣ୍ଟାବାଞ୍ଜି ଅଞ୍ଚଳରୁ…