Latest Odisha News

BREAKING NEWS

Browsing Tag

KIIT

ନାବେଟ୍‍ କ୍ୟୁସିଆଇ ରାଙ୍କିଂ-୨୦୨୩, କିଟ୍‍ ପଲିଟେକ୍‍ନିକ ଲଗାତର ରାଜ୍ୟରେ ପ୍ରଥମ

ଭୁବନେଶ୍ୱର: କ୍ୱାଲିଟି କାଉନ୍‍ସିଲ୍‍ ଅଫ୍‍ ଇଣ୍ଡିଆ (କ୍ୟୁସିଆଇ)ର ନ୍ୟାସ୍‍ନାଲ୍‍ ଆକ୍ରିଡିଟେସନ୍‍ ବୋର୍ଡ ଫର ଏଜୁକେସନ୍‍ ଆଣ୍ଡ ଟ୍ରେନିଂ (ନାବେଟ୍‍) କ୍ୟୁସିଆଇ ରାଙ୍କିଂ ୨୦୨୩ରେ ଉଭୟ ସରକାରୀ ଓ ବେସରକାରୀସ୍ତରରେ କିଟ୍‍ ପଲିଟେକ୍‍ନିକ୍‍ ଲଗାତର ଭାବେ ଦ୍ୱିତୀୟ ବର୍ଷ ପାଇଁ ଓଡ଼ିଶାର ପ୍ରଥମ…

କିଟ୍‍ ଟିବିଆଇ ଦ୍ୱାରା ଦିନକରେ ୫ ଷ୍ଟାର୍ଟଅପ୍‍ ସହାୟତା କାର୍ଯ୍ୟକ୍ରମ

ଭୁବନେଶ୍ୱର: କିଟ୍‍-ଟିବିଆଇ ଦ୍ୱାରା ଗୋଟିଏ ଦିନରେ ଭୁଟାନ ଓ ଭାରତରେ ୫ଟି ଷ୍ଟାର୍ଟଅପ୍‍ କାର୍ଯ୍ୟକ୍ରମ ଆରମ୍ଭ କରି ସଫଳ ହୋଇଛି । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଷୟକୁ ସାମିଲ କରାଯାଇପାରିଛି। ଅଗଷ୍ଟ ୩ ଓ ୪ ତାରିଖରେ କିଟ୍‍ ଟିବିଆଇ ଭୁଟାନ୍‍ରେ ଦୁଇ ଦିନିଆ ଆଞ୍ଚଳିକ ଷ୍ଟାର୍ଟଅପ୍‍…

ରାଜ୍ୟପାଳଙ୍କ ଦ୍ୱାରା କିଟରେ କାର୍ଡିଓପଲ୍‍ମୋନାରୀ ରେସସାଇଟେସନ୍‍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‍ଘାଟିତ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲଙ୍କ ଦ୍ୱାରା କିଟରେ ବିଶାଳ କାର୍ଡିଓପଲ୍‍ମୋନାରୀ ରେସସାଇଟେସନ୍‍ (ସିପିଆର) ପ୍ରଶିକ୍ଷଣ କାର୍ଯ୍ୟକ୍ରମ ମଙ୍ଗଳବାର ଉଦଘାଟିତ ହୋଇଯାଇଛି । କିଟ୍ ସହଯୋଗରେ ଜଗନ୍ନାଥ ସର୍ଭିସ୍‍ ଫାଉଣ୍ଡେସନ୍‍ ଓ ସତ୍ୟ ସାଇ ସେବା ସଂଗଠନ ଦ୍ୱାରା ଅନୁଷ୍ଠିତ ଏହି…

ଇଂଲଣ୍ଡ ରାଷ୍ଟ୍ରୀୟ ଜ୍ୟୋତିର୍ବିଜ୍ଞାନ ବୈଠକରେ କିଟ୍‍ ଛାତ୍ର ସ୍ନେହାଦୀପ

ଭୁବନେଶ୍ୱର: ଇଂଲଣ୍ଡର ରାଷ୍ଟ୍ରୀୟ ଜ୍ୟୋତିର୍ବିଜ୍ଞାନ ବୈଠକରେ ଜଣେ କିଶୋରଙ୍କ ଉପରେ ସମସ୍ତଙ୍କ ଦୃଷ୍ଟି ରହିଥାଏ । କାରଣ ଏହି ବୈଠକରେ ଅନ୍ୟମାନେ ପ୍ରାୟ ପ୍ରବୀଣ ଓ ବୟସ୍କ ଥିଲେ । ଛାତ୍ର ଜଣକ ନିଜ ପରିଚୟ ଦେଇ କହିଥିଲେ, “ମୁଁ କିଟ୍‍ ବିଶ୍ୱବିଦ୍ୟାଳୟର ଛାତ୍ର ସ୍ନେହାଦୀପ”। ଏତିକିରେ ସମଗ୍ର…

କିଟ୍ ଓ କିସ୍ ପରିଦର୍ଶନ କଲେ ଏସିଆ ବିଶ୍ୱବିଦ୍ୟାଳୟର ପ୍ରତିନିଧି ମଣ୍ଡଳୀ

ଭୁବନେଶ୍ୱର: ଏସିଆ ବିଶ୍ୱବିଦ୍ୟାଳୟର ୫ ଜଣିଆ ପ୍ରତିନିଧି ମଣ୍ଡଳୀ ପ୍ରଫେସର ଡକ୍ଟର ୟିଙ୍ଗୁଇ ଚେନଙ୍କ ନେତୃତ୍ୱରେ କିଟ୍ ଓ କିସ୍ ପରିଦର୍ଶନ କରିଛନ୍ତି । ଦୁଇ ଦିନିଆ ଗସ୍ତ ସମୟରେ ପ୍ରତିନିଧି ମଣ୍ଡଳୀ କିଟରେ ରହିଥିଲେ । ଏହି ପ୍ରତିନିଧି ମଣ୍ଡଳୀରେ ଡକ୍ଟର ଚୁନ୍-ୱେଇ ରେମଲିନ୍, ଡକ୍ଟର…

ସର୍ଜନଶୀଳ ବ୍ୟକ୍ତି ହିଁ ସମାଜର ପରିବର୍ତ୍ତନ ଆଣିପାରିବେ: ଗୋଆ ରାଜ୍ୟପାଳ

ଭୁବନେଶ୍ୱର: ସର୍ଜନଶୀଳ ବ୍ୟକ୍ତିମାନେ ହିଁ ସମାଜର ପରିବର୍ତ୍ତନ ଆଣିପାରବେ ବୋଲି ଗୋଆ ରାଜ୍ୟପାଳ ପିଏସ୍‍ ଶ୍ରୀଧରନ୍‍ ପିଲାଇ କହିଛନ୍ତି । ରବିବାର କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ୧୭ତମ ବାର୍ଷିକ ଉତ୍ସବର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀ ପିଲାଇ କହିଲେ, ଆମ ଦେଶର ମୂଳ ସଂସ୍କୃତି…

କିଟ୍‍ ଟିବିଆଇକୁ ବାୟୋସ୍ପେକ୍‍ଟ୍ରମ୍‍ ଏକ୍‍ସେଲେନ୍‍ସ ପୁରସ୍କାର

ଭୁବନେଶ୍ୱର: କିଟ୍‍ ଟେକ୍ନୋଲୋଜି ବିଜିନେସ୍‍ ଇନ୍‍କ୍ୟୁବେଟର୍‍ (କିଟ୍‍-ଟିବିଆଇ)କୁ ସମ୍ମାନଜନକ ବାୟୋସ୍ପେକ୍‍ଟ୍ରମ୍‍ ଏକ୍‍ସେଲେନ୍‍ସ ପୁରସ୍କାର ୨୦୨୧-୨୨ ପ୍ରଦାନ କରାଯାଇଛି । ଦେଶର ସମସ୍ତ ଘରୋଇ ଓ ସରକାରୀ ଇନ୍‍କ୍ୟୁବେଟର ମଧ୍ୟରେ କିଟ୍‍ ଟିବିଆଇ ପ୍ରଥମ ସ୍ଥାନରେ ରହି ଏହି ସମ୍ମାନଜନକ…

କିଟ୍‍ କ୍ୟାମ୍ପସରେ ଆରମ୍ଭ ହେଲା କଳିଙ୍ଗ ଭାରତୀ କମ୍ୟୁନିଟି ରେଡ଼ିଓ

ଭୁବନେଶ୍ୱର: କିଟ୍‍ କ୍ୟାମ୍ପସରେ ଗୁରୁବାରଠାରୁ ଆନୁଷ୍ଠାନିକ ଭାବେ ପ୍ରସାରଣ ଆରମ୍ଭ ହୋଇଛି କଳିଙ୍ଗ ଭାରତୀ ୯୦.୦ ଏଫ୍‍ଏମ୍‍ କମ୍ୟୁନିଟି ରେଡ଼ିଓ । ସ୍ଥାନୀୟ କର୍ପୋରେଟର୍‍ ପ୍ରୀତିନନ୍ଦା ରାଉତରାୟ, ମିହିର କୁମାର ରାଉତ ଓ ପଟିଆ ଅଞ୍ଚଳର ବିଶିଷ୍ଟ ବ୍ୟକ୍ତି ଗଜେନ୍ଦ୍ର ଜେନାଙ୍କ ସମେତ ଚନ୍ଦକା,…

ଟାଇମସ୍‍ ହାଇଅର ଏଜୁକେସନ୍‍ ଏସିଆ ୟୁନିଭର୍‍ସିଟି ରାଙ୍କିଂ-୨୦୨୩, ଭାରତର ଶ୍ରେଷ୍ଠ ୧୩ତମ ବିଶ୍ୱବିଦ୍ୟାଳୟ କିଟ୍‍

ଭୁବନେଶ୍ୱର: ଦି ଟାଇମ୍‍ସ ହାଇଅର ଏଜୁକେସନ୍‍ ଏସିଆ ୟୁନିଭର୍‍ସିଟି ର‌ାଙ୍କିଂ ୨୦୨୩ରେ କିଟ୍‍ ବିଶ୍ୱବିଦ୍ୟାଳୟ ଯଥେଷ୍ଟ ଉତ୍କୃଷ୍ଟ ପ୍ରଦର୍ଶନ କରିପାରିଛି । ‘ଦି ଟାଇମ୍‍ସ ହାଇଅର ଏଜୁକେସନ୍‍’ ପକ୍ଷରୁ ଗୁରୁବାର ପ୍ରକାଶିତ ବିଶ୍ୱସ୍ତରୀୟ ଏସିଆ ୟୁନିଭର୍‍ସିଟି ର‌ାଙ୍କିଂରେ ଉଲ୍ଲେଖନୀୟ…

କିଟ୍ ଓ କିସ୍‌ରେ ଅନ୍ତର୍ଜାତୀୟ ଯୋଗ ଦିବସ

ଭୁବନେଶ୍ୱର: ସମଗ୍ର ଭାରତର ବିଭିନ୍ନ ସ୍ଥାନରେ ୯ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବା ବେଳେ କିଟ୍ ଓ କିସ୍‌ରେ ମଧ୍ୟ ବୁଧବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଚଳିତବର୍ଷର ବିଷୟବସ୍ତୁ ଥିଲା ‘ବସୁଧୈବ କୁଟୁମ୍ବକମ୍‍’ । କିଟ୍ ଓ କିସ୍ ପକ୍ଷରୁ ଏହି ଅବସରରେ ପ୍ରାତଃ ୬ଟା…