Latest Odisha News

BREAKING NEWS

Browsing Tag

KIIT

କିଟ୍‍ ପକ୍ଷରୁ ସତ୍ୟଭାମାପୁର କସ୍ତୁରବା ଗାନ୍ଧୀ ନ୍ୟାସନାଲ୍‍ ମେମୋରିଆଲ୍‍ ଟ୍ରଷ୍ଟ ଛାତ୍ରୀଙ୍କୁ ଶିକ୍ଷା ସହାୟତା

ସାଲେପୁର: କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଇଣ୍ଡଷ୍ଟ୍ରିଆଲ୍‍ ଟେକ୍ନୋଲୋଜି (କିଟ୍‍) ପକ୍ଷରୁ ସାଲେପୁର ସତ୍ୟଭାମାପୁରସ୍ଥିତ କସ୍ତୁରବା ଗାନ୍ଧୀ ନ୍ୟାସ୍‍ନାଲ୍‍ ମେମୋରିଆଲ୍‍ ଟ୍ରଷ୍ଟର ଛାତ୍ରୀଙ୍କୁ ଶିକ୍ଷା ସହାୟତା ଯୋଗାଇ ଦିଆଯାଇଛି। ମେ ୧୭ ଅନ୍ତର୍ଜାତୀୟ ଆର୍ଟ ଅଫ୍‍ ଗିଭିଂ ଦିବସ ଅବସରରେ…

ପ୍ରଥମ ଜନଜାତି ଖେଳ ମହୋତ୍ସବ ଉଦ୍‍ଯାପିତ, ସମ୍ମାନ ରଖିଲା ଓଡ଼ିଶା

ଭୁବନେଶ୍ୱର: ଜୁନ୍‍ ୯ତାରିଖରୁ ୪ଦିନ ଧରି କିଟ୍‍ ବିଶ୍ୱବିଦ୍ୟାଳୟରେ ଚାଲିଥିବା ପ୍ରଥମ ଜନଜାତି ଖେଳ ମହୋତ୍ସବ ଉଦ୍‍ଯାପିତ ହୋଇଯାଇଛି । ଉଦ୍‍ଯାପନୀ ଉତ୍ସବରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତଥି ଭାବେ ଯୋଗ ଦେଇଥିବା ବେଳେ ରାଜ୍ୟ ସ୍କୁଲ୍‍ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସୁଦାମ…

କିଟରେ ପ୍ରଥମ ଜନଜାତି ଖେଳ ମହୋତ୍ସବ ଉଦଘାଟିତ

ଭୁବନେଶ୍ୱର: ପ୍ରଥମ ଜନଜାତି ଖେଳ ମହୋତ୍ସବ ଆଜି କିଟରେ ଉଦ୍‍ଘାଟିତ ହୋଇଯାଇଛି । କିଟ୍‍ କ୍ରିକେଟ ଷ୍ଟାଡିୟମରେ ଆୟୋଜିତ ଉଦ୍‍ଘାଟନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ଶିକ୍ଷା ଓ କୌଶଳ ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ହକି ଇଣ୍ଡିଆ ସଭାପତି ପଦ୍ମଶ୍ରୀ ଦିଲୀପ ତିର୍କୀ,…

ବାହାନଗା ରେଳ ଦୁର୍ଘଟଣାରେ ଓଡ଼ିଶାର ମୃତକଙ୍କ ପରିବାରର ଜଣକୁ ଚାକିରି ଓ ପିଲାଙ୍କୁ ମାଗଣା ଶିକ୍ଷା ଦେବ କିଟ୍‍

ଭୁବନେଶ୍ୱର: ବାଲେଶ୍ୱର ବାହାନଗାଠାରେ ଘଟିଥିବା ଶତାବ୍ଦୀର ସବୁଠାରୁ ଦୁଃଖଦ ରେଳ ଦୁର୍ଘଟଣାରେ ଓଡ଼ିଶାର ମୃତକଙ୍କ ପରିବାରର ଜଣେ ଯୋଗ୍ୟ ବ୍ୟକ୍ତି ଓ ତାଙ୍କ ପରିବାରର ପିଲାଙ୍କୁ କିଟରେ ମାଗଣା ଶିକ୍ଷା ଦାନ କରିବାକୁ କିଟ୍‍ ବୁଧବାର ଘୋଷଣା କରିଛି । ଆଜି ଏ ସମ୍ପର୍କରେ କିଟ୍‍ ଓ କିସ୍‍…

ଏନ୍‍ଆଇଆର୍‍ଏଫ୍‍ ରାଙ୍କିଂ, ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାର ୧୬ତମ ସ୍ଥାନରେ କିଟ୍‍

ଭୁବନେଶ୍ୱର: ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ପ୍ରତିବର୍ଷ ପ୍ରକାଶ ପାଉଥିବା ନ୍ୟାସ୍‍ନାଲ୍‍ ଇନ୍‍ଷ୍ଟିଚ୍ୟୁସନାଲ୍‍ ର‌୍ୟାଙ୍କିଂ ଫ୍ରେମ୍‍ ୱାର୍କ (ଏନ୍‍ଆଇଆର୍‍ଏଫ୍‍) ସୋମବାର ପ୍ରକାଶ ପାଇଛି। ଏଥିରେ ଭାରତର ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟକୁ ନେଇ ତାଲିକା ପ୍ରସ୍ତୁତ…

ସିବିଏସ୍‍ଇ ଦଶମ ଓ ଦ୍ୱାଦଶ ପରୀକ୍ଷାରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍, କେଇଏମ୍‍ ଓ କିସ୍‍-ଦିଲ୍ଲୀ…

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ଭୁବନେଶ୍ୱରସ୍ଥିତ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍, କଲରାବାଙ୍କ ସ୍ମାର୍ଟ ଭିଲେଜସ୍ଥିତ କଳିଙ୍ଗ ଇଂଲିଶ ମିଡିୟମ ସ୍କୁଲ୍‍ (କେଇଏମ୍‍) ଓ…

ସିବିଏସ୍ଇ ରେଜଲ୍ଟରେ କିଟ୍ ଇଣ୍ଟରନ୍ୟାସାନାଲ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ସଫଳତା

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଏଥିରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି । ଦ୍ୱାଦଶ ଶ୍ରେଣୀ ସ୍କୁଲ୍‍ର ଛାତ୍ରୀ…

କିଟରେ ୪ର୍ଥ ଲୋକ ସମ୍ପର୍କ ସମ୍ମିଳନୀ

ଭୁବନେଶ୍ୱର: ବ୍ୟକ୍ତିଗତ ହେଉ ଅବା ଆନୁଷ୍ଠାନିକ, ରାଜ୍ୟ ଓ ଦେଶର ଦୈନନ୍ଦିନ କାର୍ଯ୍ୟ ଓ ଭାବମୂର୍ତ୍ତି ତିଆରିରେ ଲୋକ ସମ୍ପର୍କର ଭୂମିକା ରହିଛି । କିଟ୍ ସ୍କୁଲ୍ ଅଫ୍ ମାସ୍ କମ୍ୟୁନିକେସନ୍ ପକ୍ଷରୁ ଆୟୋଜିତ ୪ର୍ଥ ଲୋକ ସମ୍ପର୍କ ସମ୍ମିଳନୀକୁ ଉଦଘାଟନ କରି ଏକଥା କହିଛନ୍ତି କିଟ୍ ଓ କିସ୍…

କିଟ୍‍ ଓ ଜର୍ଜ ୱାଶିଂଟନ୍‍ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ସ୍ୱାକ୍ଷର

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟ ଓ ଆମେରିକାର ଜର୍ଜ ୱାଶିଂଟନ୍‍ ବିଶ୍ୱବିଦ୍ୟାଳୟ ସ୍କୁଲ୍‍ ଅଫ୍‍ ବିଜିନେସ୍‍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏହି ବୁଝାମଣାପତ୍ରରେ କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁଳପତି ପ୍ରଫେସର ସସ୍ମିତା ସାମନ୍ତ ଏବଂ ଜର୍ଜ ୱାଶିଂଟନ୍‍…

କିଟ୍‌ ଇଣ୍ଟରନ୍ୟାସ୍‌ନାଲ୍‌ ସ୍କୁଲ୍‌ ଛାତ୍ରୀ ଜେଇଇ ଓଡ଼ିଶା ଟପ୍‌ପର

ଭୁବନେଶ୍ୱର: କିଟ୍‌ ଇଣ୍ଟରନ୍ୟାସ୍‌ନାଲ୍‌ ସ୍କୁଲ୍‌ ଛାତ୍ରୀ ପ୍ରିୟଙ୍କା ସର ଜେଇଇ ମେନ୍‌ରେ ଓଡ଼ିଶାରେ ଶ୍ରେଷ୍ଠ ସ୍ଥାନ ଅଧିକାର କରିଛନ୍ତି । ଜେଇଇ ମେନ୍‌ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ ପ୍ରିୟଙ୍କା ଏଥିରେ ୯୯.୯୮୫ ପ୍ରତିଶତ ନମ୍ବର ରଖି ଓଡ଼ିଶା ଟପ୍‌ପର ହେବାର ଗୌରବ ଅର୍ଜନ…