କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ ଛାତ୍ରୀ ଜେଇଇ ଓଡ଼ିଶା ଟପ୍ପର
ଭୁବନେଶ୍ୱର: କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ ଛାତ୍ରୀ ପ୍ରିୟଙ୍କା ସର ଜେଇଇ ମେନ୍ରେ ଓଡ଼ିଶାରେ ଶ୍ରେଷ୍ଠ ସ୍ଥାନ ଅଧିକାର କରିଛନ୍ତି । ଜେଇଇ ମେନ୍ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ ପ୍ରିୟଙ୍କା ଏଥିରେ ୯୯.୯୮୫ ପ୍ରତିଶତ ନମ୍ବର ରଖି ଓଡ଼ିଶା ଟପ୍ପର ହେବାର ଗୌରବ ଅର୍ଜନ…