Latest Odisha News

BREAKING NEWS

Browsing Tag

KIIT

କିଟକୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ କିଟକୁ ଚଳିତବର୍ଷର ଜାତୀୟ କ୍ରୀଡ଼ା ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କରାଯାଇଛି । ବୁଧବାର ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଥିଲେ । କିଟ୍‍ ଓ…

ମଣିଷକୁ ମାନବତ୍ୱ ପ୍ରଦାନ କରିବା ଶିକ୍ଷାର ଲକ୍ଷ୍ୟ: ରାଜ୍ୟପାଳ ଗଣେଶୀ ଲାଲ

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟର ରୌପ୍ୟଜୟନ୍ତୀ ପୂର୍ତ୍ତି ଅବସରରେ ଆଜି ସର୍ବଭାରତୀୟ କୁଳପତି ସମ୍ମିଳନୀ ତଥା ଶିକ୍ଷା ଉପରେ ଏକ ଅନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‍ ମଣିଷ ଜୀବନରେ ଶିକ୍ଷାର ଗୁରୁତ୍ୱ…

କିଟ୍‍ ବିଶ୍ୱବିଦ୍ୟାଳୟର ୧୮ତମ ସମାବର୍ତ୍ତନ, ବିକାଶ ପାଇଁ ଜ୍ଞାନ ହେଉଛି ମୂଳ ସମ୍ବଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦେଶରେ ସାମାଜିକ ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଜ୍ଞାନ ହେଉଛି ମୂଳ ସମ୍ବଳ । କିଟ୍‍ ବିଶ୍ୱବିଦ୍ୟାଳୟର ୧୮ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି- ଜ୍ଞାନ ବିପ୍ଲବ ଆମ ଜୀବନର ପ୍ରତ୍ୟେକଟି ଦିଗକୁ ଏକ ସ୍ୱତନ୍ତ୍ର…

ପ୍ରଥମ ଥର ପାଇଁ ନାବେଟ୍‍ କ୍ୟୁସିଆଇ ରାଙ୍କିଂ : କିଟ୍‍ ପଲିଟେକ୍‍ନିକ ରାଜ୍ୟରେ ପ୍ରଥମ

ଭୁବନେଶ୍ୱର: କ୍ୟୁସିଆଇ ନାବେଟ ର‌୍ୟାଙ୍କିଂରେ ଉଭୟ ସରକାରୀ ଓ ବେସରକାରୀସ୍ତରରେ କିଟ୍‍ ପଲିଟେକ୍‍ନିକ୍‍ ଓଡ଼ିଶାର ପ୍ରଥମ ସ୍ଥାନ ଅଧିକାର କରିଛି। ସଂପ୍ରତି ଗୁଣାତ୍ମକ ଶିକ୍ଷା ଓ ଗୁଣାତ୍ମକ ଶିକ୍ଷାନୁଷ୍ଠାନ ଉପରେ ରାଜ୍ୟ ସରକାର ସର୍ବାଧିକ ପ୍ରାଧାନ୍ୟ ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ…

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଶତ ପ୍ରତିଶତ ସଫଳତା:ବିଶାଖା ଓ ରୋନିତ ଆଞ୍ଚଳିକ ଟପର୍

ଭୁବନେଶ୍ୱର : ସିବିଏସ୍‍ଇ ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳରେ  କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସ୍କୁଲ୍‍ର ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି।…

ଏନ୍‍ଆଇଆର୍‍ଏଫ୍‍ ରାଙ୍କିଙ୍ଗ: ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାର ୨୦ତମ ସ୍ଥାନରେ କିଟ୍‍

ଭୁବନେଶ୍ୱର: ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ନ୍ୟାସ୍‍ନାଲ୍‍ ଇନ୍‍ଷ୍ଟିଚ୍ୟୁସନାଲ୍‍ ରାଙ୍କିଙ୍ଗ ଫ୍ରେମ୍‍ ୱାର୍କ (ଏନ୍‍ଆଇଆର୍‍ଏଫ୍‍)ର ରାଙ୍କିଙ୍ଗ ଶୁକ୍ରବାର ପ୍ରକାଶ ପାଇଛି । ଏଥିରେ ଭାରତର ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟକୁ ନେଇ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ…

ରଥଯାତ୍ରା ପାଇଁ ଶ୍ରୀବାଣୀକ୍ଷେତ୍ର ଚଳଚଞ୍ଚଳ; ନବଦିନ ବ୍ୟାପୀ ଭଜନ ସମାରୋହ

ଭୁବନେଶ୍ୱର: ରଥଯାତ୍ରା ପାଇଁ କିସ୍‍ ଶ୍ରୀବାଣୀ କ୍ଷେତ୍ରରେ ରଥ ପ୍ରସ୍ତୁତ ପଥ ବି ପ୍ରସ୍ତୁତ । ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ନୀତି ନିର୍ଘଣ୍ଟ ଅନୁଯାୟୀ ଶୁକ୍ରବାର ଅନୁଷ୍ଠିତ ହେଉଛି ରଥଯାତ୍ରା । ପୂର୍ବାହ୍ନ ୧୦ଘଣ୍ଟା ସମୟରେ ଶ୍ରୀଜୀଉମାନଙ୍କ…

ଅସମାନତା ଦୂରଉଛି କିଟ୍; ଜାତିସଂଘ ବିଶ୍ୱ ତାଲିକା ରେ ଅଷ୍ଟମ

ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ଯାଳୟ ଅସମାନତା ଦୂରୀକରଣ ରେ ଭଲ ପ୍ରଦର୍ଶନ କରୁଛି।ଜାତିସଂଘ ସ୍ଥାୟୀ ବିକାଶ ଲକ୍ଷ୍ୟ- ଅସମାନତା ଦୂର କ୍ଷେତ୍ରରେ କିଟ୍‍ ବିଶ୍ୱବିଦ୍ୟାଳୟ ବିଶ୍ୱରେ ଅଷ୍ଟମ ସ୍ଥାନରେ ରହିଛି । ଟାଇମ୍‍ସ ହାଇଅର ଏଜୁକେସନ୍‍ର ଇମ୍ପାକ୍‍ଟ ରାଙ୍କିଙ୍ଗରେ କିଟ୍‍ ବିଶ୍ୱବିଦ୍ୟାଳୟ ଏହି…

ପ୍ଲେସ୍‌ମେଣ୍ଟ ଓ କ୍ୟାମ୍ପସ୍ ଦିଗରେ ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ କିଟକୁ ଏସିଆ ଏଜୁକେସନ୍ ୨୦୨୨ ପୁରସ୍କାର

ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟକୁ ଏସିଆ ଏଜୁକେସନ୍ ପୁରସ୍କାର ୨୦୨୨ ପ୍ରଦାନ କରାଯାଇଛି। ଶୁକ୍ରବାର ବାଙ୍ଗାଲୋରରେ ଏସିଆ ଟୁଡେ ରିସର୍ଚ୍ଚ ଓ ମିଡ଼ିଆ ପକ୍ଷରୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। କିଟ ଓ କିସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ…

ଟାଇମ୍‍ସ ଆଓ୍ବାର୍ଡସ ଏସିଆ ୨୦୨୧ ପୁରସ୍କାର, କିଟ୍‍କୁ ଲିଡରସିପ୍‍ ଆଣ୍ଡ ମ୍ୟାନେଜମେଣ୍ଟ ଟିମ୍‍ ଅଫ୍‍ ଦି ଇୟର ପୁରସ୍କାର

ଭୁବନେଶ୍ବର : ବିଶ୍ବସ୍ତରରେ କିଟ୍‍ ବିଶ୍ବବିଦ୍ୟାଳୟକୁ ମିଳିଛି ଆଉ ଏକ ସମ୍ମାନଜନକ ପୁରସ୍କାର । ଟାଇମ୍‍ସ ହାଇୟର୍‍ ଏଜୁକେସନ୍‍ ପକ୍ଷରୁ ‘ଆୱାର୍ଡସ ଏସିଆ ୨୦୨୧’ ପୁରସ୍କାର ଘୋଷଣା କରାଯାଇଥିବା ବେଳେ, ସମଗ୍ର ଦେଶ ତଥା ଏସିଆରେ ଏକମାତ୍ର ଅନୁଷ୍ଠାନ ଭାବେ କିଟ୍‍ ବିଶ୍ବବିଦ୍ୟାଳୟ ଏହି ଗୌରବର…