Latest Odisha News

BREAKING NEWS

Browsing Tag

KIMS

କିମ୍‍ସରେ ହାର୍ଟ-ଲଙ୍ଗ୍‍ସ ମେସିନ୍ ସାହାଯ୍ୟରେ ହେଲା ବିରଳ ଶ୍ୱାସନଳୀ ଟ୍ୟୁମର ଅସ୍ତ୍ରୋପଚାର

ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ୍ (କିମ୍‌ସ)ର କର୍ଣ୍ଣ-ନାସା-ଗଳା ସର୍ଜନମାନେ ହାର୍ଟ-ଲଙ୍ଗ୍‍ସ ମେସିନ୍ ସାହାଯ୍ୟରେ ଦୁଇଟି ବିରଳ ଅସ୍ତ୍ରୋପଚାର କରି ଉଦାହରଣ ସୃଷ୍ଟି କରିଛନ୍ତି । ଦୁଇ ସପ୍ତାହରେ ଦୁଇ ଦୁଇ ଜଣ ରୋଗୀଙ୍କଠାରେ ମିନିମାଲ ଇନ୍‍ଭାସିଭ୍‍ ପ୍ରକ୍ରିୟାରେ…

କିମ୍‍ସରେ ଜଟିଳ ମେରୁଦଣ୍ଡ ଅସ୍ତ୍ରୋପଚାର, ସଳଖିଲା ବଙ୍କା ମେରୁଦଣ୍ଡ

ଭୁବନେଶ୍ୱର: ମେରୁଦଣ୍ଡ ବଙ୍କା ହୋଇଯାଇଥିବା ଜନୈକା ବାଳିକାଙ୍କଠାରେ ସଫଳ ଅସ୍ତ୍ରୋପଚାର ଏହାକୁ ସଳଖ କରି ପାରିଛନ୍ତି କିମ୍‍ସର ଡାକ୍ତର। ସ୍କୋଲିଓସିସ୍ ନାମକ ଗୁରୁତର ମେରୁଦଣ୍ଡ ସମସ୍ୟା ସହ ଦୀର୍ଘ ଦିନ ଧରି ସଂଘର୍ଷ କରୁଥିବା ଏହି ବାଳିକାଙ୍କ ଅଭିଭାବକ ବହୁ ଖ୍ୟାତି ସମ୍ପନ୍ନ ଡାକ୍ତରଖାନାରୁ…

ବନ୍ଧ୍ୟାତ୍ୱ ନିରାକରଣ ଦିଗରେ ‘କିମ୍‌ସ-ସିଆରଏମ’ ସଫଳତା ହାର ୬୦ ପ୍ରତିଶତ

ଭୁବନେଶ୍ୱର: ଓଡ଼ିଶାରେ କିମ୍‍ସର ସେଣ୍ଟର ଫର୍ ରିପ୍ରଡକ୍ଟିଭ୍ ମେଡିସିନ୍ (ସିଆରଏମ୍‌) ୬୦ ପ୍ରତିଶତ ସଫଳତା ହାସଲ କରି ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । କିମ୍‍ସରେ ବିଶ୍ୱ ଆଇଭିଏଫ୍ ଦିବସ ପାଳନ ଅବସରରେ କିମ୍‍ସ ସିଆମଏମ୍‌ର ମୁଖ୍ୟ ପରାମର୍ଶଦାତା ଡା. ମୌସୁମୀ ଆଚାର୍ଯ୍ୟ ଏହି ସୂଚନା…

କିମ୍‌ସରେ ଖୁବଶୀଘ୍ର ବର୍ଣ୍ଣ ୟୁନିଟ୍‌, ମାଗଣାରେ ହେବ ଗ୍ରହଣ ଖଣ୍ଡିଆ ଅସ୍ତ୍ରୋପଚାର

ଭୁବନେଶ୍ୱର: କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ମେଡିକାଲ ସାଇନ୍‍ସେସ (କିମ୍‍ସ) ହସ୍ପିଟାଲରେ ଖୁବଶୀଘ୍ର ବର୍ଣ୍ଣ ୟୁନିଟ୍ କାର୍ଯ୍ୟକାରୀ କରାଯିବା ସହ ଗ୍ରହଣ ଖଣ୍ଡିଆର ମାଗଣା ଅସ୍ତ୍ରୋପଚାର କରାଯିବ । ଆଜି ବିଶ୍ୱ ପ୍ଲାଷ୍ଟିକ୍ ସର୍ଜରୀ ଦିବସ ପାଳନ ଅବସରରେ କିମ୍‍ସ ପକ୍ଷରୁ ଏହି ସୂଚନା ପ୍ରଦାନ…

୩ ମାସ ଶିଶୁର ରେଟିନା ଅସ୍ତ୍ରୋପଚାର କଲେ କିମ୍‍ସ ଡାକ୍ତର

ଭୁବନେଶ୍ୱର: ଜଣେ ୩ ମାସର ଶିଶୁଠାରେ ସଫଳ ରେଟିନା ଅସ୍ତ୍ରୋପଚାର କରି କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ (କିମ୍‌ସ) ଡାକ୍ତର ପ୍ରଶଂସା ସାଉଣ୍ଟିଛନ୍ତି । କିମ୍‌ସ ଶିଶୁରୋଗ ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୩ ମାସର ଶିଶୁଠାରେ ଦୃଷ୍ଟିଶକ୍ତି ଉପରେ ସନ୍ଦେହ ହେବାରୁ ଶିଶୁଟିର…

କିମ୍‍ସରେ ଟ୍ରମା କେୟାର ଉପରେ କର୍ମଶାଳା

ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ (କିମ୍‌ସ)ରେ ଆଡ୍‍ଭାନ୍‍ସଡ୍‍ ଟ୍ରମା କେୟାର ଉପରେ ଦୁଇ ଦିନିଆ କର୍ମଶାଳା ଓ ନିରନ୍ତର ଡାକ୍ତରୀ ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦକ୍ଷତା ବୃଦ୍ଧି ଓ ପରିଣାମରେ ସୁଧାର ବିଷୟବସ୍ତୁ ଉପରେ ପର୍ଯ୍ୟବେସିତ ଏହି…

କିନ୍‍ସରେ ଅନ୍ତର୍ଜାତୀୟ ନର୍ସ ଦିବସ ପାଳିତ

ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ନର୍ସିଂ ସାଇନ୍‌ସେସ୍ (କିନ୍‌ସ) ପକ୍ଷରୁ ଶୁକ୍ରବାର ଅନ୍ତର୍ଜାତୀୟ ନର୍ସ ଦିବସ ପାଳିତ ହୋଇଯାଇଛି । ଏଥିରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ସେବିକାଙ୍କ ମଧ୍ୟରେ ଦୟା ଓ କରୁଣା ମନୋଭାବ ସବୁଠୁ…

ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଚିହ୍ନଟ କରିବ ଫୁସଫୁସ୍ ରୋଗ: କିମ୍ସ ଡାକ୍ତରଙ୍କ ଗବେଷଣା

ଭୁବନେଶ୍ୱର: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ଚିହ୍ନଟ କରିବ ଫୁସଫୁସ୍ ସମ୍ବନ୍ଧୀୟ ବିଭିନ୍ନ ରୋଗ । ନିକଟରେ କିମ୍ସ ଭୁବନେଶ୍ୱରର ଶିଶୁରୋଗ ବିଶେଷଜ୍ଞ ଡା. ନିର୍ମଳ କୁମାର ମହାକୁଡ଼ ଓ ଦେଶର ଅନ୍ୟ ପ୍ରମୁଖ ଅନୁଷ୍ଠାନମାର ବିଶେଷଜ୍ଞଙ୍କ ଦ୍ୱାରା ମିଳିତ ଗବେଷଣାରେ ଏହି ଦାବି କରାଯାଇଛି ।…

ମାର୍ଜିତ ଜୀବନଶୈଳୀ ଅନ୍ତ୍ର ସମସ୍ୟାକୁ ରୋକି ପାରିବ: କିମ୍ସ ବିଶେଷଜ୍ଞ

ଭୁବନେଶ୍ୱର: ତଳିପେଟରେ ଯନ୍ତ୍ରଣା, ପେଟ ଫୁଲିବା, ବାରମ୍ବାର ଝାଡ଼ାରେ ପରିବର୍ତ୍ତନ ହେଉଥିଲେ ସାଧାରଣତଃ ଏହା ଅନ୍ତ୍ର ସମସ୍ୟା (ଇରିଟେବଲ୍‌ ବାଉଲ୍‌ ସିଣ୍ଡ୍ରୋମ୍‌ ବା ଇବିସି) ବୋଲି ଡାକ୍ତରମାନେ କହିଥାନ୍ତି । ଏହି ସମସ୍ୟା କ୍ରମାଗତ ଲାଗି ରହିଲେ ଏହା ଏକ ପୁରାତନ ରୋଗରେ ପରିଣତ ହୋଇଥାଏ।…

ପ୍ରାକ୍‍-ମଧୁମେହକୁ ରୋକାଯାଇ ପାରିବ: କିମ୍‌ସ ବିଶେଷଜ୍ଞ

ଭୁବନେଶ୍ୱର: ପରିବର୍ତ୍ତିତ ଜୀବନଶୈଳୀ ଏବଂ ଶାରୀରିକ ପରିଶ୍ରମ ନ କରିବା କାରଣରୁ ଲୋକମାନେ ଅନେକ ରୋଗରେ ଆକ୍ରାନ୍ତ ହେଉଛନ୍ତି । ତେବେ ଏଥିରେ ପରିବର୍ତ୍ତନ ଅଣାଯାଇପାରିଲେ ଲୋକମାନେ ପ୍ରାକ୍‍-ମଧୁମେହ (ପ୍ରି-ଡାୟାବେଟିସ୍‍) ଅବସ୍ଥାରୁ ନିଜକୁ ରକ୍ଷା କରିପାରିବେ । ବର୍ତ୍ତମାନ ପ୍ରାକ୍‍-ମଧୁମେହ…