Latest Odisha News
Browsing Tag

KISS

କିସରେ ବିଶ୍ୱ ନୃତତ୍ତ୍ୱ କଂଗ୍ରେସ ଉଦ୍‍ଘାଟିତ

ଭୁବନେଶ୍ୱର: କିସ୍‍ ବିଶ୍ୱବିଦ୍ୟାଳୟରେ ଆଜି ବିଶ୍ୱ ନୃତତ୍ତ୍ୱ କଂଗ୍ରେସ ଉଦ୍‍ଘାଟିତ ହୋଇଛି । କିସ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ୟୁନାଇଟେଡ୍‍ ଇଣ୍ଡିଆ ଆନ୍‍ଥ୍ରୋପୋଲୋଜି ଫୋରମ, ଉତ୍କଳ ବିଶ୍ୱବିଦ୍ୟାଳୟ, ସମ୍ବଲପୁର ବିଶ୍ୱବିଦ୍ୟାଳୟ ଏବଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ସହଯୋଗରେ ଅନୁଷ୍ଠିତ ଏହି…

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କିସ୍‍ର ୩ ଛାତ୍ର କୃତକାର୍ଯ୍ୟ

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଅନୁଷ୍ଠିତ ୨୦୨୧-୨୨ ପ୍ରଶାସନିକ ସେବା ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ ଏଥିରେ କିସ୍‍ର ୩ଜଣ ଛାତ୍ର କୃତକାର୍ଯ୍ୟ ହୋଇଛନ୍ତି । ସେମାନେ ହେଲେ ସୁନ୍ଦରଗଡ଼ର ବିଶ୍ୱନାଥ ରଞ୍ଜନ କିଷାନ, ନୂଆପଡ଼ାର ଫାଲ୍‍ଗୁନୀ ଶବର ଓ କଳାହାଣ୍ଡିର ସନାତନ ମାଝୀ ।…

କିସକୁ ଇଣ୍ଟରନ୍ୟାସନାଲ୍ ଗ୍ରୀନ୍ ଗାଉନ୍ ପୁରସ୍କାର

ଭୁବନେଶ୍ୱର: ସ୍ଥାୟିତ୍ୱରେ ବିବିଧତା, ସମାନତା ଓ ଅନ୍ତର୍ଭୁକ୍ତିକରଣ ପାଇଁ କିସକୁ ସମ୍ମାନଜନକ ଇଣ୍ଟରନ୍ୟାସ୍‍ନାଲ୍‍ ଗ୍ରୀନ୍‍ ଗାଉନ୍‍ ପୁରସ୍କାର ୨୦୨୩ ପ୍ରଦାନ କରାଯାଇଛି । ‘ଉଦୟ’ ପ୍ରକଳ୍ପ ପାଇଁ ଜୁଲାଇ ୧୭ ତାରିଖରେ ଜାତିସଂଘର ସ୍ଥାୟୀ ବିକାଶ ସମ୍ପର୍କିତ ଉଚ୍ଚସ୍ତରୀୟ ରାଜନୈତିକ ଫୋରମରେ…

କିଟ୍ ଓ କିସ୍ ପରିଦର୍ଶନ କଲେ ଏସିଆ ବିଶ୍ୱବିଦ୍ୟାଳୟର ପ୍ରତିନିଧି ମଣ୍ଡଳୀ

ଭୁବନେଶ୍ୱର: ଏସିଆ ବିଶ୍ୱବିଦ୍ୟାଳୟର ୫ ଜଣିଆ ପ୍ରତିନିଧି ମଣ୍ଡଳୀ ପ୍ରଫେସର ଡକ୍ଟର ୟିଙ୍ଗୁଇ ଚେନଙ୍କ ନେତୃତ୍ୱରେ କିଟ୍ ଓ କିସ୍ ପରିଦର୍ଶନ କରିଛନ୍ତି । ଦୁଇ ଦିନିଆ ଗସ୍ତ ସମୟରେ ପ୍ରତିନିଧି ମଣ୍ଡଳୀ କିଟରେ ରହିଥିଲେ । ଏହି ପ୍ରତିନିଧି ମଣ୍ଡଳୀରେ ଡକ୍ଟର ଚୁନ୍-ୱେଇ ରେମଲିନ୍, ଡକ୍ଟର…

କିଟ୍ ଓ କିସ୍‌ରେ ଅନ୍ତର୍ଜାତୀୟ ଯୋଗ ଦିବସ

ଭୁବନେଶ୍ୱର: ସମଗ୍ର ଭାରତର ବିଭିନ୍ନ ସ୍ଥାନରେ ୯ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବା ବେଳେ କିଟ୍ ଓ କିସ୍‌ରେ ମଧ୍ୟ ବୁଧବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଚଳିତବର୍ଷର ବିଷୟବସ୍ତୁ ଥିଲା ‘ବସୁଧୈବ କୁଟୁମ୍ବକମ୍‍’ । କିଟ୍ ଓ କିସ୍ ପକ୍ଷରୁ ଏହି ଅବସରରେ ପ୍ରାତଃ ୬ଟା…

ବାହାନଗା ରେଳ ଦୁର୍ଘଟଣାରେ ଓଡ଼ିଶାର ମୃତକଙ୍କ ପରିବାରର ଜଣକୁ ଚାକିରି ଓ ପିଲାଙ୍କୁ ମାଗଣା ଶିକ୍ଷା ଦେବ କିଟ୍‍

ଭୁବନେଶ୍ୱର: ବାଲେଶ୍ୱର ବାହାନଗାଠାରେ ଘଟିଥିବା ଶତାବ୍ଦୀର ସବୁଠାରୁ ଦୁଃଖଦ ରେଳ ଦୁର୍ଘଟଣାରେ ଓଡ଼ିଶାର ମୃତକଙ୍କ ପରିବାରର ଜଣେ ଯୋଗ୍ୟ ବ୍ୟକ୍ତି ଓ ତାଙ୍କ ପରିବାରର ପିଲାଙ୍କୁ କିଟରେ ମାଗଣା ଶିକ୍ଷା ଦାନ କରିବାକୁ କିଟ୍‍ ବୁଧବାର ଘୋଷଣା କରିଛି । ଆଜି ଏ ସମ୍ପର୍କରେ କିଟ୍‍ ଓ କିସ୍‍…

+୨ ବିଜ୍ଞାନ ଓ ବାଣିଜ୍ୟରେ କିସ୍‍ର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର: ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି । ଏଥିରେ କିସ୍‍ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି । ରାଜ୍ୟର ବିଜ୍ଞାନରେ ପାସ ହାର ୮୪.୯୩ ପ୍ରତିଶତ ଓ ବାଣିଜ୍ୟରେ ୮୧.୧୨…

ମାଟ୍ରିକ୍ ପରୀକ୍ଷାରେ କିସର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଏଥିରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍)କୁ ଶତ ପ୍ରତିଶତ ସଫଳତା ମିଳିଛି । କିସର ମୋଟ ୧୮୮୦ ଛାତ୍ରଛାତ୍ରୀ ଚଳିତବର୍ଷ ମାଟ୍ରିକ୍‍…

ସିବିଏସ୍‍ଇ ଦଶମ ଓ ଦ୍ୱାଦଶ ପରୀକ୍ଷାରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍, କେଇଏମ୍‍ ଓ କିସ୍‍-ଦିଲ୍ଲୀ…

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ଭୁବନେଶ୍ୱରସ୍ଥିତ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍, କଲରାବାଙ୍କ ସ୍ମାର୍ଟ ଭିଲେଜସ୍ଥିତ କଳିଙ୍ଗ ଇଂଲିଶ ମିଡିୟମ ସ୍କୁଲ୍‍ (କେଇଏମ୍‍) ଓ…

କିସ୍‌ ବୁଲି ଦେଖିଲି, ଅନେକ କିଛି ଶିଖିଲି: ହେମନ୍ତ ସୋରେନ୍‌

ଭୁବନେଶ୍ୱର: କିସ୍‌ ବୁଲି ଦେଖିଲି ଓ ଅନେକ କିଛି ଶିଖିଲି ବୋଲି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ କହିଛନ୍ତି । ଶୁକ୍ରବାର କିସ୍‌ ପରିଦର୍ଶନରେ ଆସି କିସ୍‌ର ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇ ଶ୍ରୀ ସୋରେନ୍‌ କହିଲେ, କିସ୍‌ ଏକ ସାଧାରଣ ପ୍ରୟାସ ନୁହେଁ । ଏଥିପାଇଁ ପ୍ରତିଷ୍ଠାତା…