କିସ୍ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ଉତ୍ସବ
ଭୁବନେଶ୍ୱର : କିସ୍ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ଉତ୍ସବ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପ୍ରଥମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି। ଆତ୍ମନିର୍ଭର ଭାରତ ନିର୍ମାଣରେ ଯୁବଗୋଷ୍ଠୀଙ୍କ ଯୋଗଦାନ ରହିବା ଉଚିତ ବୋଲି କହିଛନ୍ତି ପ୍ରଫେସର ଗଣେଶୀ ଲାଲ୍ ।…