Latest Odisha News
Browsing Tag

KISS

କିସ୍‌ରେ ସି -୨୦ ମିଲିୟନ୍ ଲାଇଟ୍ ଶୋ

ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ସିଭିଲ୍ -୨୦ (ସି-୨୦) ଅଧୀନରେ ଲିଙ୍ଗଗତ ସମାନତା ଏବଂ ଭିନ୍ନକ୍ଷମ ୱାର୍କିଂ ଗ୍ରୁପ୍ ସମ୍ମିଳନୀ ଅବସରରେ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍ ସୋସିଆଲ ସାଇନସେସ୍ (କିସ୍) ଷ୍ଟାଡିୟମରେ କିସର ୩ ହଜାର ଛାତ୍ରୀ ସି-୨୦ ମାନବ ଲୋଗୋ ତିଆରି କରିବା…

ୱାଇ-୨୦ କନ୍‍ସଲ୍‍ଟେସନ୍‍: କିସ୍‍ ବୁଲିଲେ ୨୦ ଦେଶର ସାଂସଦ

ଭୁବନେଶ୍ୱର: ଅପ୍ରେଲ୍‍ ୧୪ ତାରିଖରେ କିଟ୍‍ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବାକୁ ଥିବା ସମ୍ମାନଜନକ ୟୁଥ-୨୦ କନସ୍‍ ଲ୍‍ଟେସନରେ ଯୋଗ ଦେବାକୁ ଆସିଥିବ । ଆମେରିକା, ବ୍ରିଟେନ, ଜର୍ମାନ, ୟୁକ୍ରେନ, ସୁଇଜରଲାଣ୍ଡ, ପୋଲାଣ୍ଡ, ଆର୍ମେନିଆ, ସ୍ଲୋଭାକିଆ, ବୁଲଗେରିଆ, କଙ୍ଗୋ, ଆଇଭେରି କୋଷ୍ଟ ଆଦି ୨୦…

ଓଲିଉଡ କଳାକାରଙ୍କ ସହ ହୋଲି ଖେଳିଲେ କିସ୍ ଛାତ୍ରଛାତ୍ରୀ

ଭୁବନେଶ୍ୱର: କରୋନା ମହାମାରୀ ପରେ ପ୍ରଥମ ଥର ଲାଗି ହୋଲି ପର୍ବ ମଙ୍ଗଳବାର କିସରେ ପାଳିତ ହୋଇଯାଇଛି । ଏଥିପାଇଁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ପରିଲକ୍ଷିତ ହୋଇଥିଲା । ବିଶିଷ୍ଟ ଓଡ଼ିଆ ସିନେ ତାରକା, ସାହିତ୍ୟିକ, କଳାକାର, ବ୍ୟଙ୍ଗକାର, ବୁଦ୍ଧିଜୀବୀ, ସମାଲୋଚକ,…

କିସରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜୟନ୍ତୀ ଅବସରରେ କିସ୍‍ ପରିସରରେ ସ୍ଥାପିତ ସ୍ୱର୍ଗତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଅନାବରଣ କରାଯାଇଛି । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ପ୍ରତିମୂର୍ତ୍ତିକୁ ଅନାବରଣ କରି ସ୍ୱର୍ଗତ ବିଜୁବାବୁଙ୍କ ପ୍ରତି…

କିଟ୍‍-କିସରେ ପ୍ରତିଭାଙ୍କ ନାମରେ କ୍ରୀଡ଼ା ଭିତ୍ତିଭୂମି ଓ ଷ୍ଟାଡିୟମ୍‍ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କିସ୍‍ ବିଶ୍ୱବିଦ୍ୟାଳୟ ୨ୟ କ୍ୟାମ୍ପସ୍‍ ତଥା କିସ୍‍-ଭୁବନେଶ୍ୱରର ୪ର୍ଥ କ୍ୟାମ୍ପସ୍‍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଦ୍‍ଘାଟନ କରିଛନ୍ତି । ଏଥିସହ ଭାରତର ବିଶିଷ୍ଟ କ୍ରୀଡ଼ା ପ୍ରତିଭା ଓ ବ୍ୟକ୍ତିବିଶେଷଙ୍କ ନାମରେ ନାମିତ କିଟ୍‍ର ବିଭିନ୍ନ ଷ୍ଟାଡିୟମ୍‍ ଓ…

କିଟ୍‍ ଓ ଭାରତୀୟ ରଗ୍‍ବୀ ସଂଘ ମଧ୍ୟରେ ଚୁକ୍ତି ସ୍ୱାକ୍ଷର

ଭୁବନେଶ୍ୱର: ରଗବୀର ପ୍ରଚାର ଓ ପ୍ରସାର ନିମନ୍ତେ କିଟ୍‍ ଓ କିସ୍‍ ଏବଂ ଭାରତୀୟ ରଗ୍‍ବୀ ସଂଘ ମଧ୍ୟରେ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଯାଇଛି । କିଟ୍‍ ହେଉଛି ଭାରତର ଏକମାତ୍ର ବିଶ୍ୱବିଦ୍ୟାଳୟ ଯିଏ କି ରଗବୀ ଇଣ୍ଡିଆର ପ୍ରାୟୋଜକ ହୋଇ ପାରିଛି । ପୂର୍ବରୁ ୩ବର୍ଷ ପାଇଁ କିଟ୍‍ ଓ କିସ୍‍ ଏବଂ…

ଭାରତ ଓ ଦକ୍ଷିଣ ଏସିଆରେ ଭଲିବଲର ପ୍ରସାର ନିମନ୍ତେ କିସ୍‍ ଓ ଏଫ୍‍ଆଇଭିବି ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ଭାରତ ଓ ଦକ୍ଷିଣ ଏସିଆରେ ଭଲିବଲ୍‍ର ପ୍ରସାର ନିମନ୍ତେ କିସ୍‍ ଓ ଅନ୍ତର୍ଜାତୀୟ ଭଲିବଲ୍‍ ସଂଘ (ଏଫ୍‍ଆଇଭିବି) ମଧ୍ୟରେ ସୋମବାର ସୁଇଜରଲାଣ୍ଡଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । କିସ୍‍ ପକ୍ଷରୁ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିବା…

+୨ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶିତ: କନ୍ଧମାଳ ଝିଅ ମୀନାକ୍ଷୀ କିସ୍ ଟପ୍ପର

ଭୁବନେଶ୍ୱର: ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କିସ୍‍ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। ରାଜ୍ୟର ପାସ୍‍ ହାର ବିଜ୍ଞାନରେ ୯୪ ପ୍ରତିଶତ ରହିଥିବା ବେଳେ ବାଣିଜ୍ୟରେ…

ସନ୍ତରଣର ବିକାଶ ନେଇ କିସ୍‍ ଓ ଗ୍ଲେନ୍‍ମାର୍କ ଫାଉଣ୍ଡେସନ୍‍ ମଧ୍ୟରେ ବୁଝାମଣା

ଭୁବନେଶ୍ୱର : ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ସନ୍ତରଣ ପ୍ରତିଯୋଗିତା ନିମନ୍ତେ ତୃଣମୂଳ ସ୍ତରରୁ ସନ୍ତରଣକାରୀ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ଗ୍ଲେନ୍‍ମାର୍କ ଫାର୍ମାସିଉଟିକାଲ୍‍ ଲିମିଟେଡ୍‍ର ସିଏସ୍‍ଆର୍‍ କାର୍ଯ୍ୟକ୍ରମ ଗ୍ଲେନ୍‍ମାର୍କ ଆକ୍ୱାଟିକ୍‍ ଫାଉଣ୍ଡେସନ୍‍ ଓ କିସ୍‍ ମଧ୍ୟରେ ଶନିବାର…

ମାଟ୍ରିକ୍‍ ପରୀକ୍ଷା ଫଳ: ଜ୍ୟୋସ୍ନା କିଷାନ କିସ୍‍ ଟପ୍ପର

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଥିବା ବେଳେ ଏଥିରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ୯୯.୬୩ ପ୍ରତିଶତ ହୋଇଛି । ସ୍କୁଲ୍‍ର ୧୦୨୫ ଛାତ୍ରଛାତ୍ରୀ ୬୦ ପ୍ରତିଶତରୁ…