Latest Odisha News

BREAKING NEWS

Browsing Tag

KISS

ରଥଯାତ୍ରା ପାଇଁ ଶ୍ରୀବାଣୀକ୍ଷେତ୍ର ଚଳଚଞ୍ଚଳ; ନବଦିନ ବ୍ୟାପୀ ଭଜନ ସମାରୋହ

ଭୁବନେଶ୍ୱର: ରଥଯାତ୍ରା ପାଇଁ କିସ୍‍ ଶ୍ରୀବାଣୀ କ୍ଷେତ୍ରରେ ରଥ ପ୍ରସ୍ତୁତ ପଥ ବି ପ୍ରସ୍ତୁତ । ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ନୀତି ନିର୍ଘଣ୍ଟ ଅନୁଯାୟୀ ଶୁକ୍ରବାର ଅନୁଷ୍ଠିତ ହେଉଛି ରଥଯାତ୍ରା । ପୂର୍ବାହ୍ନ ୧୦ଘଣ୍ଟା ସମୟରେ ଶ୍ରୀଜୀଉମାନଙ୍କ…

ଇମାମୀ-କିସ୍‍ ଆବାସିକ ବିଦ୍ୟାଳୟ ଉଦ୍‍ଘାଟନ କରିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ରେମୁଣା ବ୍ଲକ୍‍ ଅନ୍ତର୍ଗତ ଆରମଳାଠାରେ ୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ କିସ୍‍ର ନୂତନ ଶାଖା ଇମାମି-କିସ୍‍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଉଦ୍‍ଘାଟନ କରିବେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ଅବକାରୀ ବିଭାଗ…

କିସ୍ ଓ ୟୁଏନ୍‍ଡିପି ମଧ୍ୟରେ ବୁଝାମଣା

ଭୁବନେଶ୍ବର : ଓଡ଼ିଶାରେ ଜନଜାତି ଓ ସ୍ଥାୟୀ ବିକାଶ ଦିଗରେ ମିଳିତ ଭାବେ କାର୍ଯ୍ୟ କରିବା ଲାଗି କିସ୍‍ ଓ ୟୁଏନ୍‍ଡିପି ମଧ୍ୟରେ ହୋଇଛି ବୁଝାମଣା । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏବଂ ୟୁଏନ୍‍ଡିପିର ଭାରତ ମୁଖ୍ୟ ଶୋକା ନୋଡା ଏହି ବୁଝାମଣା ପତ୍ରରେ ସ୍ବାକ୍ଷର କରିଛନ୍ତି ।…

କନ୍ୟାକିରଣ ପକ୍ଷରୁ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ କନ୍ୟା ସନ୍ତାନ ଦିବସ ପାଳିତ

ଭୁବନେଶ୍ବର : କିଟ୍ ଓ କିସର ଅନନ୍ୟ ପ୍ରୟାସ ‘କନ୍ୟାକିରଣ’ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲାର ସଦର ମହକୁମା ସମେତ ୩୪ଟି ସ୍ଥାନରେ ପାଳିତ ହୋଇଛି ‘ରାଷ୍ଟ୍ରୀୟ କନ୍ୟା କିରଣ ଦିବସ’ । ଭର୍ଚ୍ଚୁଆଲ ଜରିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଚଳିତବର୍ଷର ବିଷୟବସ୍ତୁ ‘ମୁଁ ପଢ଼ିବି-ମୁଁ ବଢ଼ିବି’ଉପରେ…

ଚାରି ଅସହାୟ ଭାଇ ଭଉଣୀଙ୍କୁ ସହାୟତାର ହାତ ବଢାଇଲା କିସ୍ ଫାଉଣ୍ଡେସନ

ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲା ବାଲିବରେଇ ପଞ୍ଚାୟତର ୪ ଭାଇ ଭଉଣୀଙ୍କୁ ସେମାନଙ୍କର ବାପା-ମା ଛାଡି ଚାଲିଯିବା ପରେ ସେମାନେ ଅସହାୟ ହୋଇପଡିଛନ୍ତି । ଏହି ଖବର ଗଣମାଧ୍ୟମ ରୁ ଜାଣିବା ପରେ କିସ୍‍ ଫାଉଣ୍ଡେସନ୍‍ର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ସେମାନଙ୍କୁ ସହାୟତାର ହାତ…

ମାଟ୍ରିକ ପରୀକ୍ଷାରେ କିସ ଛାତ୍ରଛାତ୍ରୀଙ୍କ ବାଜିମାତ: ପାସ ହାର ୯୮ ପ୍ରତିଶତ

ଭୁବନେଶ୍ୱର: ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ (କିସ)ର ଛାତ୍ରଛାତ୍ରୀ ପୁଣି ଥରେ ବାଜିମାତ କରିଥିବା ବେଳେ ୩୫୦ ଛାତ୍ରଛାତ୍ରୀ ୬୦%ରୁ ଅଧିକ ନମ୍ବର ରାଖୀ ଉତୀର୍ଣ୍ଣ ହୋଇଛନ୍ତି। କିସର ପାସ ହାର ୯୮ ପ୍ରତିଶତ ହୋଇଥିବା ବେଳେ ସମଗ୍ର ରାଜ୍ୟରେ ପାସ ହାର…

କିସରେ ଆରମ୍ଭ ହେଲା ଇ-ଲର୍ଣ୍ଣିଂ କ୍ଳାସ: ୩୦ ହଜାର ଛାତ୍ରଛାତ୍ରୀଙ୍କ ଘରେ ପହଞ୍ଚିଲା ଶିକ୍ଷାଦାନ

ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ (କିସ) ଉଦ୍ୟମରେ ଓ କଳିଙ୍ଗ ଟିଭି ପ୍ରୟାସରେ କିସ ଇ ଲର୍ଣ୍ଣିଂ କ୍ଳାସ କାର୍ଯ୍ୟକ୍ରମ ବୁଧବାର କିସରେ ଉଦଘାଟିତ ହୋଇଯାଇଛି । କିଟ ଓ କିସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରି ଶ୍ରେଣୀଗୃହ ଶିକ୍ଷାଦାନ…

ରାଜ୍ୟଗୋଷ୍ଠୀ ଜୁଡ଼ୋ ଚାମ୍ପିୟନସିପ: ଓଡ଼ିଆ ଖେଳାଳି ମନୋନୀତ

ଭୁବନେଶ୍ୱର : ଇଂଲଣ୍ଡର ବର୍ମିଂହାମଠାରେ ସେପ୍ଟେମ୍ବର ୨୨ରୁ ୩୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟଗୋଷ୍ଠୀ ଜୁଡ଼ୋ ଚାମ୍ପିଅନସିପ୍ ୨୦୧୯ର ଭାରତୀୟ ଦଳରେ କିସ୍ ଛାତ୍ର ନିତ୍ୟା ମାଝୀ ମନୋନୀତ ହୋଇଛନ୍ତି । ଭାରତୀୟ ୪୬କେଜି ବିଶିଷ୍ଟ ପ୍ରି-କ୍ୟାଡେଟ୍ ବାଳକ ବିଭାଗରେ ନିତ୍ୟା…