Latest Odisha News

BREAKING NEWS

Browsing Tag

kl rahul

ଭାରତ-ପାକିସ୍ତାନ ମ୍ୟାଚରେ ‘ବର୍ଷା’ ପରେ ବିରାଟ-ରାହୁଲଙ୍କ ରନ୍ ‘ବର୍ଷା’

ଭୁବନେଶ୍ୱର: ଚଳିତ ଏସିଆ କପ୍ ଟୁର୍ଣ୍ଣାମେଣ୍ଟ୍ ୨୦୨୩ର ସୁପର-୪ରେ ଗତକାଲି ବର୍ଷା ଯୋଗୁଁ ଭାରତ-ପାକିସ୍ତାନ ମ୍ୟାଚ୍ ଅଧାରୁ ବନ୍ଦ ହୋଇଥିଲା । ତେବେ ଆଜି ପୁଣି କଲମ୍ବୋର ପ୍ରେମଦାସା ଷ୍ଟାଡିୟମଠାରେ ମ୍ୟାଚ୍ ଆରମ୍ଭ କରାଯାଇଥିଲା । ଗତକାଲି ବର୍ଷା ଯୋଗୁଁ ମ୍ୟାଚ ରିଜର୍ଭ ଡେ ପାଇଁ ରହିଥିଲା ।…

ଆଥେୟାଙ୍କ ଲେହେଙ୍ଗାକୁ ନେଇ ଚର୍ଚ୍ଚା, ତିଆରି ହେବାକୁ ଲାଗିଥିଲା ୧୦,୦୦୦ ଘଣ୍ଟା

ମୁମ୍ବାଇ: ଗତ ସୋମବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି   ବଲିଉଡ ଅଭିନେତ୍ରୀ ଆଥିଆ ସେଟ୍ଟୀ ଓ କ୍ରିକେଟର୍‌ କେ.ଏଲ୍ ରାହୁଲ । ସୁନୀଲଙ୍କ ଖଣ୍ଡାଲାସ୍ଥିତ ଫାର୍ମହାଉସ୍‌ରେ କ୍ରିକେଟର୍‌ କେ.ଏଲ୍ ରାହୁଲଙ୍କ ସହ ଆଥିଆଙ୍କର  ବିବାହ ସମ୍ପନ୍ନ ହୋଇଥିଲା। ବିବାହରେ ବଲିଉଡର ବହୁ ନାମିଦାମୀ…

କେ.ଏଲ ରାହୁଲ ଓ ଆଥିଆ ଶେଟ୍ଟିଙ୍କ ବିବାହରେ ମୋବାଇଲ ବାରଣ

ନୂଆଦିଲ୍ଲୀ : ଜାନୁଆରୀ ୨୩ରେ ବିବାହ ବନ୍ଧନରେ ଆବଦ୍ଧ ହେବେ ଷ୍ଟାର ଇଣ୍ଡିଆନ କ୍ରିକେଟର କେ.ଏଲ ରାହୁଲ ଏବଂ ବଲିଉଡର ଅଭିନେତ୍ରୀ ଆଥିଆ ଶେଟ୍ଟି । ସାତ ଘେରା ବୁଲି ସାରା ଜୀବନ ପାଇଁ ସାଥି ହୋଇ ରହିବେ କେ.ଏଲ ରାହୁଲ  ଓ ଆଥିଆ  । ଖଣ୍ଡାଲା ସ୍ଥିତ ସୁନୀଲ ଶେଟ୍ଟୀଙ୍କ ବଙ୍ଗଳା ଠାରେ ବିବାହ…

ରାହୁଲଙ୍କ ଉପରକୁ ସାମ୍ପେନ ଠିପି ପକାଇଲେ ବିଶୃଙ୍ଖଳିତ ଦର୍ଶକ

ଲଣ୍ଡନ: ଚଳିତ ଭାରତ-ଇଂଲଣ୍ଡ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ପ୍ରଥମ ଥର ପାଇଁ ଦର୍ଶକଙ୍କ ବଡ ଧରଣର ବିଶୃଙ୍ଖଳା ସାମ୍ନାକୁ ଆସିଛି । ଭାରତୀୟ ଓପନର ଲୋକେଶ ରାହୁଲ ଥାର୍ଡ ମ୍ୟାନ ଅଂଚଳରେ ଜଗୁଥିବା ବେଳେୂ ଉପରକୁ ଦର୍ଶକମାନେ ସାମ୍ପେନର ଠିପି ଫିଙ୍ଗିଥିଲେ । ମ୍ୟାଚର ୬୯ତମ ଓଭରରେ ଏହି ଘଟଣା ଘଟିଥିଲା…

ଆହତ କାରଣରୁ ଅଷ୍ଟ୍ରେଲିଆ ଟେଷ୍ଟ ସିରିଜରୁ ବାଦ ପଡ଼ିଲେ ଲୋକେଶ ରାହୁଲ

ସିଡନୀ: ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା । ଆଗାମୀ ଦୁଇଟି ଟେଷ୍ଟ ମ୍ୟାଚ ପାଇଁ ଦଳରୁ ବାଦ ପଡ଼ିଲେ ଲୋକେଶ ରାହୁଲ । ଆହତ କାରଣରୁ ତାଙ୍କୁ ଦଳରୁ ବାଦ ଦିଆଯାଇଛି । ଏନେଇ ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି । ଗତ ଶନିବାର ଦିନ ନେଟ୍ ପ୍ରାକ୍ଟିସ ବେଳେ…

ମ୍ୟାଚ୍ ଜିତିଲେ, ରାହୁଲଙ୍କୁ ମ୍ୟାକ୍ସୱେଲ୍ କ୍ଷମା ମାଗିଲେ !

ଭୁବନେଶ୍ୱର: କିଙ୍ଗସ୍ ଇଲେଭେନର ଦୁଇଜଣ ବ୍ୟାଟ୍ସମ୍ୟାନ୍ ଗ୍ଲେନ୍ ମ୍ୟାକ୍ସୱେଲ୍ ଓ ଜେମ୍ସ ନିଶମଙ୍କ ପାଇଁ ଶୁକ୍ରବାର ଭଲଦିନ ଭାବେ ସାବ୍ୟସ୍ତ ହୋଇଥିଲା । ଭାରତ ବିପକ୍ଷ ଦିନିକିଆରେ ମ୍ୟାକ୍ସୱେଲଙ୍କ କ୍ୱିକ୍ ଫାୟର୍ । ଅନ୍ୟପଟେ ୱେଷ୍ଟ ଇଣ୍ଡିଜ ବିପକ୍ଷ ଟି୨୦ରେ ଜେମ୍ସ ନିଶମଙ୍କ ମ୍ୟାଚ୍ ବିଜୟୀ…