Latest Odisha News

BREAKING NEWS

Browsing Tag

Konark festival

ଆରମ୍ଭ ହେଲା କୋଣାର୍କ ମହୋତ୍ସବ, ଭର୍ଚୁଆଲରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କୋଣାର୍କ : ଆରମ୍ଭ ହେଲା କୋଣାର୍କ ମହୋତ୍ସବ । କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ ୩୨ତମ କୋଣାର୍କ ମହୋତ୍ସବକୁ ଭର୍ଚୁଆଲରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ…

କୋଣାର୍କ ମହୋତ୍ସବ ଓ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

କୋଣାର୍କ : କୋଣାର୍କ ମହୋତ୍ସବ ଓ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ଅନୁଷ୍ଠିତ ହୋଇଛି ପ୍ରଥମ ପ୍ରସ୍ତୁତି ବୈଠକ । କୋଣାର୍କ ଯାତ୍ରୀ ନିବାସ ଠାରେ ଅନୁଷ୍ଠିତ ବୈଠକରେ ପୁରୀ ଜିଲ୍ଲା ପ୍ରଶାସନ ସହ ସମସ୍ତ ଅଧିକାରୀ ଯୋଗ ଦେଇଥିଲେ । କୋଭିଡ କଟକଣା ଭିତରେ କିପରି କୋଣାର୍କ ମହୋତ୍ସବକୁ…

ଉଦଯାପିତ ହେଲା ବିଶ୍ୱ ପ୍ରସିଦ୍ଧ କୋଣାର୍କ ମହୋତ୍ସବ; ଶେଷ ସନ୍ଧ୍ୟାରେ ଓଡ଼ିଶୀରେ କୃଷ୍ଣଗାଥା ଓ କଥକରେ ପ୍ରେମର ଉଚ୍ଛ୍ୱାସ

କୋଣାର୍କ : ସ୍ଥାପତ୍ୟ, ଭାସ୍କର୍ଯ୍ୟ ଓ ରମ୍ୟକଳାର କିର୍ତ୍ତୀସ୍ତମ୍ଭ କୋଣାର୍କ ସୂର୍ଯ୍ୟମନ୍ଦିର ପାଦଦେଶର ଚିତ୍ରିତ ପରିବେଶରେ ଶାସ୍ତ୍ରୀୟ ନୃତ୍ୟଶିଳ୍ପୀଙ୍କ ଭଙ୍ଗିମା ଓ ଛନ୍ଦାୟିତ ପଦଚାଳନା ନେଇ ଆସିଥିଲା ଏକ ଆବେଗମୟ ଭାବ । ଅବସର ଥିଲା ପର୍ଯ୍ୟଟନ ବିଭାଗ ଆୟୋଜିତ କୋର୍ଣାକ ଉତ୍ସବର ଉଦ୍‍ଯାପନୀ…

ମହାମାରୀ ପରେ ପ୍ରଥମ ଉତ୍ସବ ଓ ପ୍ରଥମ ଆଶାର ସଙ୍କେତ- କୋଣାର୍କ ନୃତ୍ୟ ଉତ୍ସବ ୨୦୨୦

(କୋଣାର୍କ ନୃତ୍ୟ ଉତ୍ସବ ଅବସରରେ କେଦାର ମିଶ୍ରଙ୍କ ସ୍ୱତନ୍ତ୍ର ଉପସ୍ଥାପନା)  ଗତ ମାର୍ଚ୍ଚ ମାସରୁ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ପୂରା ଦେଶର ରଙ୍ଗମଞ୍ଚ ନୀରବ ରହିଥିଲା। କରୋନା ମହାମାରୀର ପ୍ରକୋପ ଯୋଗୁଁ ଦେଶର ସବୁ ଉତ୍ସବ, ମହୋତ୍ସବ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ସଂପୂର୍ଣ୍ଣ ଭାବରେ…

ଆରମ୍ଭ ହେଲା କୋଣାର୍କ ମହୋତ୍ସବ; ପ୍ରଥମ ସନ୍ଧ୍ୟାରେ ଓଡ଼ିଶୀ ଓ ଭାରତନାଟ୍ୟମରେ ଶିବ ଆରାଧନା

କୋଣାର୍କ: ଓଡ଼ିଶା ପର୍ଯ୍ୟଟନ ବିଭାଗ ନିବେଦିତ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ସହଯୋଗରେ ଆୟୋଜିତ କୋଣାର୍କ ଉତ୍ସବ ୨୦୨୦ ଉଦ୍‍ଘାଟିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡ଼ିଜିଟାଲ ମୋଡ୍‍ରେ ଶୁଭ ଉଦ୍‍ଘାଟନ କରି କୋଣାର୍କ ଉତ୍ସବର ସଫଳତା କାମନା…

ମନମୋହୁଛି କୋଣାର୍କ ମହୋତ୍ସବ; ବାଲିନିଜ୍ ଓ ଓଡିଶୀ ନୃତ୍ୟରେ ଝୁମିଲେ ଦର୍ଶକ

କୋଣାର୍କ: ଓଡିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ କୋଣାର୍କ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ଇଣ୍ଡୋନେସିଆର ବାଲିନିଜ୍ ନୃତ୍ୟ ଓ ଶାସ୍ତ୍ରୀୟ ଓଡିଶୀ ନୃତ୍ୟରେ ପୁରାଣର କଥାବସ୍ତୁ ଦର୍ଶକଙ୍କୁ ବିମୋହିତ କରିଛି । ଇଣ୍ଡୋନେସିଆର ସୁପ୍ରସିଦ୍ଧ ବାଲିନିଜ୍ ନୃତ୍ୟରେ ରାମାୟଣ ମହାକାବ୍ୟ…

ଡିସେମ୍ବର ୧ରୁ ‘କୋଣାର୍କ ମହୋତ୍ସବ’ ଆରମ୍ଭ; ଦେଖିବାକୁ ମିଳିବ ବାଲିନିଜ୍ ନୃତ୍ୟ

ଭୁବନେଶ୍ୱର: ଓଡିଶାର ଅନ୍ୟତମ କୀର୍ତ୍ତିରାଜୀ କୋଣାର୍କରେ ଆରମ୍ଭ ହେବାକୁ ଯାଉଛି ଦୁଇ ଦୁଇଟି ମହୋତ୍ସବର ମହାସମାରୋହ । ‘କୋଣାର୍କ ମହୋତ୍ସବ’ ଓ ‘ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ’ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି । ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ଏହି ‘କୋଣାର୍କ…