Latest Odisha News

BREAKING NEWS

Browsing Tag

Konark Sun Temple

ଚନ୍ଦ୍ରଭାଗାରେ ମାଘ ସପ୍ତମୀ ବୁଡ଼ ମନା, ଆଜିଠାରୁ ଲାଗିବ କଟକଣା

ପୁରୀ :‌‌ ଏବର୍ଷ ଚନ୍ଦ୍ରଭାଗାରେ ମାଘ ବୁଡ଼ ମନା । କ‌ରୋନା ମହାମାରୀକୁ ଦୃଷ୍ଟିରେ ରଖି କଟକଣା ଜାରି ହୋଇଛି। କେବଳ ମାଘସପ୍ତମୀ ନୀତିକାନ୍ତି ଚାଲିବ। ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଲୋକ ଆସନ୍ତି। ଏବର୍ଷ କରୋନା ସଂକ୍ରମଣକୁ…

କୋଣାର୍କ ମନ୍ଦିରରେ ଝଲସିଲା ତ୍ରିରଙ୍ଗା ପତାକାର ଝଲକ

ପୁରୀ: ଲେଜର ଲାଇଟ୍ ମାଧ୍ୟମରେ ତ୍ରିରଙ୍ଗା ପତାକା ପରି ଚିତ୍ରିତ ହୋଇଥିଲା କୋଣାର୍କ ମନ୍ଦିର। ଆଲୋକମାଳାରେ ଝଲସୁଥିଲା ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର। ଯାହା ପର୍ଯ୍ୟଟକଙ୍କ ବେଶ୍ ଆକର୍ଷଣୀୟ କେନ୍ଦ୍ର ବିନ୍ଦୁ ହୋଇଥିଲା। କୋଭିଡ଼୍ ଟୀକାକରଣ ଭାରତବର୍ଷରେ ୧୦୦କୋଟି ପୂରଣ ହେବାକୁ ଥିବାବେଳେ…

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା କୋଣାର୍କ ସୂର୍ଯ୍ୟମନ୍ଦିର

ପୁରୀ: ଅନଲକ୍ ପରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା କୋଣାର୍କ ସୂର୍ଯ୍ୟମନ୍ଦିର । କରୋନା କଟକଣା ଓ ଗାଇଡଲାଇନ୍ ଅନୁସାରେ ପର୍ଯ୍ୟଟକ କୋଣାର୍କ ବୁଲି ପାରିବେ । ଅନଲାଇନରେ ଟିକେଟ ବ୍ୟବସ୍ଥା ଉପଲବ୍ଧ ହୋଇଛି । ମାସ୍କ ନଥିଲେ ଏଣ୍ଟ୍ରି ଅନୁମତି ନାହିଁ । ପ୍ରବେଶ ପଥରେ ସମସ୍ତଙ୍କର ଥର୍ମାଲ…

ଖୋଲିଲା ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକ ଭାରି ଖୁସି

ପୁରୀ: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । କରୋନା ଓ ଲକଡାଉନ୍ ଯୋଗୁ ୬ ମାସ ହେବ ବନ୍ଦ ଥିବା ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଆଜିଠୁ ଖୋଲିଛି । ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି । ଆଜି ସକାଳ ୬ଟାରୁ ସୂର୍ଯ୍ୟ ମନ୍ଦିର ମୁଖ୍ୟ ଫାଟକ ଖୋଲା ଯାଇଥିଲା ।…