Latest Odisha News

BREAKING NEWS

Browsing Tag

konark

ସଙ୍କୁଚିତ ହେଉଛି ବାଲୁଖଣ୍ଡ ଅଭୟାରଣ୍ୟ, କୋଷ୍ଟାଲ ରେଗୁଲେସନ୍ ଜୋନ୍ ନିୟମର ହେଉଛି ଉଲ୍ଲଂଘନ

ପୁରୀ: ଉଚ୍ଚ ଜୁଆର ଆସୁଥିବା ସମୁଦ୍ରର ୫୦୦ ମିଟର ଦୂରରେ ସ୍ଥାୟୀ ନିର୍ମାଣର ନିୟମ ରହିଥିବା ବେଳେ ପୁରୀରେ ଉଲ୍ଲଂଘନ ହେଉଛି । ବାଲୁଖଣ୍ଡ ଅଭୟାରଣ୍ୟର ଅତି ନିକଟରେ ସ୍ଥାୟୀ ଜନବସତି ଗଢ଼ି ଉଠିଥିବା ବେଳେ ପୁରୀ କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷ (PKDA), ବନ ବିଭାଗ ଓ ଜିଲ୍ଲା ପ୍ରଶାସନ…

[ଦେଖନ୍ତୁ ଭିଡିଓ] କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢ଼ାଯିବ ବାଲି

ପୁରୀ: କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ ବାଲି କଢ଼ାଯିବ । ବାଲି କାଢିବା ଲାଗି ଆଜି ASI ପକ୍ଷରୁ ଭୂମି ପୂଜନ ହୋଇଛି । ଗର୍ଭଗୃହରୁ ବାଲି କଢ଼ାଯିବା କାମ ୩ ବର୍ଷରେ ସାରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଉନ୍ନତ ବୈଷୟିକ ଜ୍ଞାନ କୌଶଳର ବିନିଯୋଗ କରି ବାଲି କଢ଼ାଯିବ । ଏନେଇ BDR…

ବେଳାଭୂମିରେ ନରକଙ୍କାଳ କାହାର ?

ପୁରୀ: କୋଣାର୍କ ବେଳାଭୂମିରେ ନରକଙ୍କାଳ । ନୂଆନଈ ମୁହାଣ ଠାରୁ ରାମଚଣ୍ଡୀ ନଈ ମୁହାଣ ମଧ୍ୟରେ ନରକଙ୍କାଳ ପଡ଼଼ିଛି । ଯାହାକୁ ନେଇ ଚାଞ୍ଚଲ୍ୟ ଖେଳି ଯାଇଛି । ନରକଙ୍କାଳ ନିକଟରେ ଏକ ନୀଳ ରଙ୍ଗର ଜିନ୍ସ ପ୍ୟାଣ୍ଟ ପଡ଼ିଛି । ଖବର ପାଇ ମେରାଇନ୍ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।…

ଡିସେମ୍ବର ୧ରୁ କରୋନା କଟକଣା ମଧ୍ୟରେ କୋଣାର୍କ ମହୋତ୍ସବ ଆରମ୍ଭ ହେବ ,ସଜେଇ ହେଲାଣି ରଙ୍ଗମଞ୍ଚ

କୋଣାର୍କ : କରୋନା କଟକଣା ମଧ୍ୟରେ ଚଳିତ ବର୍ଷ ଡିସେମ୍ବର ୧ ତାରିଖରୁ କୋଣାର୍କ ମହୋତ୍ସବ ଓ ଅନ୍ତର୍ଜାତୀୟ ବାଲୁକାକଳା ଉତ୍ସବ ଆରମ୍ଭ ହେବ। ମୁକ୍ତାକାଶ ରଙ୍ଗମଞ୍ଚରେ ଶାସ୍ତ୍ରୀୟ ନୃତ୍ୟ ଓ ସଂଗୀତ , ଚନ୍ଦ୍ରଭାଗା ବେଳେଭୂମିରେ ଆନ୍ତର୍ଜାତୀୟ ବାଲୁକାକଳା ଉତ୍ସବ ନିମନ୍ତେ ସମସ୍ତ ପ୍ରସ୍ତୁତି…

କିପରି ହେଲା କୋଣାର୍କ ମନ୍ଦିରର ଅବକ୍ଷୟ; କ’ଣ କହେ କିମ୍ବଦନ୍ତୀ

ଭୁବନେଶ୍ୱର:କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର  । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ…

ଡିସେମ୍ବର ପହିଲାରୁ ଇକୋ ରିଟ୍ରିଟ୍ ଫେଷ୍ଟିଭାଲ

ପୁରୀ: ଚଳିତ ବର୍ଷ ଡିସେମ୍ବର ପହିଲାରୁ ପୁଣି ଥରେ ରାମଚଣ୍ଡୀ କୁଶଭଦ୍ରା ମୁହାଣରେ ନିକଟରେ ଆରମ୍ଭ ହେବ ଇକୋ ରିଟ୍ରିଟ୍ ଫେଷ୍ଟିଭାଲ । କରୋନା କଟକଣା ସତ୍ତ୍ୱେ ଦ୍ୱିତୀୟ ଇକୋ ରିଟ୍ରିଟ୍ ଫେଷ୍ଟିଭାଲ ଆରମ୍ଭ ହେବ । ଡିସେମ୍ବର ପହିଲାରୁ ୩ ମାସ ବ୍ୟାପୀ ହେବାକୁ ହେବାକୁ ଥିବା ଏହି ଫେଷ୍ଟିଭାଲ…

ବଦଳିଲା କୋଣାର୍କ ସୂର୍ଯ୍ୟମନ୍ଦିରରେ ପ୍ରବେଶ ସମୟ

କୋଣାର୍କ: କୋଣାର୍କ ସୂର୍ଯ୍ୟମନ୍ଦିରରେ ପ୍ରବେଶ ତଥା ଲାଇଟ୍ ଆଣ୍ଡ ଶୋ’ ଦେଖିବାର ସମୟସୀମାରେ ଶୁକ୍ରବାର ଦିନଠାରୁ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ସୂଚନାନୁଯାୟୀ ଏହି ମନ୍ଦିରରେ ପ୍ରବେଶ ସମୟ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ରହିଛି । ପରବର୍ତ୍ତୀ ସମୟରେ ରାତି ପ୍ରାୟ ୭ଟା ବେଳକୁ…