ପିକ୍ ଅପ୍ ଭ୍ୟାନ୍ ଓଲଟି ୯ ମୃତ; ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ
କୋରାପୁଟ: କୋରାପୁଟ ମୂର୍ତ୍ତାହାଣ୍ଡି ନିକଟରେ ରବିବାର ଦିନ ଘଟିଥିବା ସଡକ ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
କୋରାପୁଟ କୋଟପାଡ଼ରେ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ…