Latest Odisha News

BREAKING NEWS

Browsing Tag

koraput

ଚାଲିଥିଲା ଡିଲ୍, ମାଡିବସିଲା ଏସଟିଏଫ: ୨ଜଣଙ୍କୁ ଗିରଫ କଲା ବନବିଭାଗ

ଜୟପୁର: ଏସଟିଏଫ୍ ଜାଲରେ ଦୁଇ ବନ୍ୟଜନ୍ତୁ ଚୋରା ଚାଲାଣକରୀ । କୋରାପୁଟ ଜିଲ୍ଲା ପୋଲିସ ଓ ଜୟପୁର ବନବିଭାଗ ସହାୟତରେ ଏସଟିଏଫ୍ ଜୟପୁର-ବୈପାରିଗୁଡା ବାଇପାସ ରୋଡରେ ଚଢାଉ କରି ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି । ରାସ୍ତା କଡରେ ଡିଲ ଚାଲିଥିବା ବେଳେ ଏସଟିଏଫ୍ ଏବଂ ବନ ବିଭାଗ ମିଳିତ…

ପୋଲିସ ଉପରେ ଭାରି ପଡ଼ିଲେ ଦୁର୍ବୃତ୍ତ: ଗଞ୍ଜେଇ ଜବତ କରିବାକୁ ଯାଇ ଖଣ୍ଡାଚୋଟ ଖାଇଲେ ଅବକାରୀ ଅଧିକାରୀ

କୋରାପୁଟ: ଗଞ୍ଜେଇ ମାଫିଆଙ୍କୁ ଧରିବାକୁ ଜାଲ ବିଛାଇଥିଲା ଅବକାରୀ ବିଭାଗ । ହେଲେ ସେହି ଜାଲରେ ପଡ଼ିଗଲେ ଖୋଦ୍ ଅବକାରୀ ଅଧିକାରୀ । ଗଞ୍ଜେଇ ମାଫିଆଙ୍କ ଆକ୍ରମଣରେ ଗୁରୁତର ହେଲେ ଅବକାରୀ ବିଭାଗ ଆଇଆଇସି ଦୁର୍ବଦଳ ବିଶ୍ୱାଳ ଓ କନେଷ୍ଟବଳ ମେଘନାଦ ଶବର । ଉଭୟଙ୍କୁ ଖଣ୍ଡା, ଠେଙ୍ଗା ଓ ବନ୍ଧୁକ…

ମାଲେରିଆ ନିୟନ୍ତ୍ରଣ କାର୍ଯ୍ୟକ୍ରମ ପାଣ୍ଠିର ଅପବ୍ୟବହାର, ପୂର୍ବତନ ମେଡିକାଲ ଅଫିସରଙ୍କୁ ୨ ବର୍ଷ ଜେଲ୍

ଭୁବନେଶ୍ୱର: କୋରାପୁଟର ପୂର୍ବତନ ମେଡିକାଲ୍ ଅଫିସର ଡାକ୍ତର କେ. ହରିବନ୍ଧୁ ରେଡ୍ଡୀଙ୍କୁ ୨ ବର୍ଷ ଜେଲ୍ । ଉନ୍ନତ ମାଲେରିଆ ନିୟନ୍ତ୍ରଣ କାର୍ଯ୍ୟକ୍ରମ ପାଣ୍ଠିର ଅପବ୍ୟବହାର ମାମଲାରେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଜୟପୁର ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ଜେଲ୍ ସହ ୧୦ ହଜାର ଟଙ୍କା ଜରିମାନା…

୧୦ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା କଂଗ୍ରେସ, ପଞ୍ଚାନନ କାନୁନଗୋ ମାନିଫେଷ୍ଟୋ କମିଟି ଅଧ୍ୟକ୍ଷ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୧୦ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା ହୋଇଛି । ୨୦୨୪ ନିର୍ବାଚନ ପୂର୍ବରୁ କଂଗ୍ରେସ ତୃଣମୂଳ ସ୍ତରରେ ସଂଗଠନ ସଜାଡ଼ିବା ଲାଗି ଆରମ୍ଭ କରିଛି । କୋରାପୁଟ ଜିଲ୍ଲା ସଭାପତି ଥିବା କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପତ୍ନୀ ମିନାକ୍ଷୀ…

କୋରାପୁଟ ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଜୟପୁର: ଅଣ୍ଡା ମାଡ଼ର ଶିକାର ହେଲେ ବିଧାୟକ । କୋରାପୁଟ ବିଧାୟକ ରଘୁରାମ ପୋଡାଲଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ । ଆଜି କୋରାପୁଟ ଜିଲ୍ଲାର ଲମତାପୁଟ ଅଞ୍ଚଳରେ କିଛି କଂଗ୍ରେସ କର୍ମୀ ବିଜେଡି ବିଧାୟକ ରଘୁରାମ ପୋଡାଲଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଥିବା ଅଭିଯୋଗ ହୋଇଛି । ବିଧାୟକ…

ଖେଳୁଥିବା ବେଳେ ଅଘଟଣ, ପୋଖରିରେ ବୁଡ଼ି ଯାଇ ଭାଇଭଉଣୀ ମୃତ

ଜୟପୁର: ବାପା ଜମିରେ କାମ କରୁଥିବା ବେଳେ ନିକଟସ୍ଥ ପୋଖରିରେ ବୁଡ଼ି ଭାଇଭଉଣୀ ପ୍ରାଣ ହରାଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ପିପଳପୁଟ ଗାଁରେ । ଗାଁ ନିକଟସ୍ଥ ପୋଖରିରେ ଜୀନୁ ବଡ଼ନାୟକଙ୍କ ୫ ବର୍ଷର ପୁଅ ଯୋଗେଶ ଏବଂ ୧୦ ବର୍ଷର ଝିଅ ସନ୍ତୋଷୀ ବୁଡ଼ି…

କୋରାପୁଟରେ ପୋଲିସ ଡିଜି, ମାଓ କାର୍ଯ୍ୟକଳାପର କଲେ ସମୀକ୍ଷା

କୋରାପୁଟ: ପୋଲିସ ଡିଜି ସୁନୀଲ ବଂଶଲ କୋରାପୁଟ ଜିଲ୍ଲା ଗସ୍ତରେ ଆସି ଜିଲ୍ଲା ପୋଲିସ ଓ ବିଏସଏଫ୍ ସହ ଆଲୋଚନା କରିଛନ୍ତି । ଡିଜିପି ସୁନୀଲ ବଂଶଲଙ୍କ ସହ ଗୁଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ, କନ୍ଧମାଳ ଏସପି ସୁଭେନ୍ଦୁ ପାତ୍ର, ଦକ୍ଷିଣ ପଶ୍ଚିମାଞ୍ଚଳ…

ଆଜି ୧୨ଘଣ୍ଟିଆ କୋରାପୁଟ ବନ୍ଦ

କୋରାପୁଟ : ଆଜି କୋରାପୁଟ ଜିଲ୍ଲା ୧୨ ଘଣ୍ଟିଆ ବନ୍ଦ । ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛି ଜିଲ୍ଲା କଂଗ୍ରେସ । ଜୟପୁର ଜାତୀୟ ରଜପଥ ୨୬ ମୁଖ୍ୟ ଟ୍ରାଫିକ ଛକ ଠାରେ ରାସ୍ତା ଅବରୋଧ କରାଯାଇଛି । ଜିଲ୍ଲା ସଭାନେତ୍ରୀ ମିନାକ୍ଷୀ ବାହିନିପତିଙ୍କ ଆହ୍ୱାନରେ ଆଜି କୋରାପୁଟ ଜିଲ୍ଲା ବନ୍ଦ…

ଜାଲ୍ ସାର୍ଟିଫିକେଟ୍ ମାମଲା, କୋରାପୁଟରୁ ୪ ଜଣ ଗିରଫ

କୋରାପୁଟ: ଜାଲ୍ ଶିକ୍ଷାଗତ ପ୍ରମାଣପତ୍ର ମାମଲାରେ କୋରାପୁଟରୁ ୪ ଜଣଙ୍କୁ ଗିରଫ କରାଯାଇଛି । ଡାକ ବିଭାଗରେ ଭର୍ତ୍ତି ପାଇଁ ଆବେଦନକାରୀ ଜାଲ୍ ଶିକ୍ଷାଗତ ପ୍ରମାଣପତ୍ର ଦେଇଥିଲେ । ଡିଜିଲକର ଆପରେ ଯାଞ୍ଚ ବେଳେ ସାର୍ଟିଫିକେଟ୍ ଜାଲ୍ ବୋଲି ଜଣାପଡ଼ିବା ପରେ କୋରାପୁଟ ଡାକ ମଣ୍ଡଳ ପକ୍ଷରୁ ଥାନାରେ…

କଥା କଟାକଟିକୁ ନେଇ ଗଣ୍ଡଗୋଳ, ୨୦ ଗିରଫ

ଜୟପୁର: କୋରାପୁଟ ସହରରେ ଥିବା ଟିକିରା ସାହି, ଇନ୍ଦିରା କଲୋନୀ ଓ ପରିଜା ସାହିପିଲା ମାନଙ୍କ ମଧ୍ୟରେ କୌଣସି କଥାକୁ ନେଇ କଥା କଟାକଟି ପରେ ଗଣ୍ଡଗୋଳ ଘଟଣା । ୩ ସାହି ପକ୍ଷରୁ ହୋଇଥିବା ପୃଥକ ପୃଥକ ମାମଲାରେ ପୋଲିସ ୨୦ ଜଣଙ୍କୁ ଗିରଫ କରିଛି । ଗିରଫଙ୍କ ମଧ୍ୟରେ ୫ ଜଣ ନାବାଳକ ଅଛନ୍ତି ।…