Latest Odisha News

BREAKING NEWS

Browsing Tag

koraput

କୋଭିଡ କଟକଣାକୁ ଫୁ’, ଫୁଟବଲ ମ୍ୟାଚ୍‌ର ମଜା ନେଲେ ଶହ ଶହ ଲୋକ

ଲମତାପୁଟ: କୋଭିଡ କଟକଣାକୁ ଫୁ’ । ଖୁଲମଖୁଲା କୋଭିଡ ନିୟମ ଉଲ୍ଲଂଘନ । ଜମିଲା ଫୁଟବଲ ମ୍ୟାଚ୍ । ଏକାଠି ହୋଇ ମ୍ୟାଚ୍ ଦେଖିଲେ ଶହଶହ ଲୋକ । କରୋନା ସଙ୍କଟ ଭିତରେ ଏଭଳି ଏକ ଚିତ୍ର ଆସିଛି କୋରାପୁଟ ଜିଲ୍ଲା ଲମତାପୁଟରୁ । ମ୍ୟାଚର ମଜା ନେବା ପାଇଁ କେହି ସାମାଜିକ ଦୂରତା ନିୟମ ପାଳନ…

ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ୮୫୦କେଜି ଜବତ, ୫ ଗିରଫ

କୋରାପୁଟ: ଟ୍ରାକ୍ଟରରେ ଥିଲା ଟ୍ୟାଙ୍କର ଆଉ ଟ୍ୟାଙ୍କର ଭିତରେ ଥିଲା ଗଂଜେଇ । ବେଆଇନ୍ ଭାବେ ଟ୍ୟାଙ୍କରରେ ଗଂଜେଇ ଚାଲାଣ ବେଳେ ଏସଟିଏଫ୍ ହାତରେ ଧରାପଡିଛି । କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ପିତାଗୁଡାରେ ବେଆଇନ୍ ଗଂଜେଇ ଚାଲାଣ କରାଯାଉଥିବା ନେଇ ଏସଟିଏଫକୁ ସୂଚନା ମିଳିଥିଲା । ପରେ ଏସଟିଏଫି…

ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ

କୋରାପୁଟ: ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କୁ ଭିଜିଲାନ୍ସ ଗିରଫ କରିଛି । ଏପରିକି ତାଙ୍କ କାର୍‌ରୁ ନଗଦ ୧୧ ଲକ୍ଷ ୭୩ ହଜାର ୪୩୦ ଟଙ୍କା ମଧ୍ୟ ଜବତ କରିଛି ଭିଜିଲାନ୍ସ । ନିକଟରେ…

ଏବର୍ଷ କୋରାପୁଟରେ ଜନସାଧାରଣ ଟାଣି ପାରିବେନି ରଥ

କୋରାପୁଟ: ପୁରୀରେ ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବା ନେଇ ଏଯାଏଁ ରାଜ୍ୟ ସରକାର କୌଣସି ଘୋଷଣା କରିନାହାନ୍ତି । କୋରାପୁଟରେ ଅନଷ୍ଠିତ ହେବାକୁ ଥିବା ରଥଯାତ୍ରାରେ କ’ଣ କଟକଣା ରହିବ ସେନେଇ ଜିଲ୍ଲା ପ୍ରଶାସନ ଘୋଷଣା କରିଛନ୍ତି । କୋରାପୁଟ ଜିଲ୍ଲାରେ କରୋନା ମହାମାରୀ…

ଘାଟିରେ ଓଲଟିଲା ବରଯାତ୍ରୀ ଗାଡି, ୨ ମୃତ, ୩୦ ଆହତ

ଜୟପୁର: ଘାଟିରେ ଓଲଟିଲା ବରଯାତ୍ରୀ ଗାଡି । ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି । ଆହତଙ୍କୁ କୁମୁଲି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଳକର ଗୁରୁମାଇ ଗୁଡ଼ା ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ବୋଡିଗାଁରୁ…

କୋରାପୁଟ-କିରଣ୍‌ଡ଼ୁଲ ରେଳଲାଇନରେ ଧସିଲା ପଥର: ରେଳ କର୍ମଚାରୀଙ୍କ ସମେତ ୩ ମୃତ

କୋରାପୁଟ: କୋରାପୁଟ ଜିଲ୍ଲା ଅନ୍ତର୍ଗତ କୋରାପୁଟ-କିରଣ୍‌ଡ଼ୁଲ ରେଳଲାଇନର ବୋରା କେଭ ନିକଟରେ ଘଟିଥିବା ଘଟଣାରେ ଜଣେ ରେଳକର୍ମଚାରୀଙ୍କ ସମେତ ୩ଜଣ ଙ୍କ ମୃତ୍ୟୁ ଘଟିଛି ଓ ୬ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କୁ ପ୍ରାଥମିକ ଚିକିତ୍ସା ପରେ ବିଶାଖାପାଟଣା କେଜିଏଚ ମେଡ଼ିକାଲକୁ ସ୍ଥାନାନ୍ତରୀତ…

କୋରାପୁଟରେ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ; ପୋଡ଼ାଗଡ଼ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ୍ ଜୋନ୍ ଘୋଷିତ

କୋରାପୁଟ: କୋରାପୁଟ ଜିଲ୍ଲା ଅନ୍ତର୍ଗତ ଦଶମନ୍ତପୁର ବ୍ଳକରେ ଜଣେ ୨୨ ବର୍ଷିୟ ସ୍ୱାସ୍ଥ୍ୟକର୍ମୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସୋମବାର ଦିନ ପୋଡ଼ାଗଡ଼ ପଞ୍ଚାୟତ ଏବଂ ଏହାର ୩ କିଲୋମିଟର ପରିବ୍ୟପ୍ତ ଅଞ୍ଚଳକୁ ଜିଲ୍ଲା ପ୍ରଶାସନ କଣ୍ଟେନ୍‌ମେଣ୍ଟ୍ ଜୋନ୍ ଘୋଷିତ କରିଛନ୍ତି । ଏହାବ୍ୟତୀତ,…

ସଡକ ଦୁର୍ଘଟଣାରେ ପ୍ରଧାନଶିକ୍ଷକଙ୍କ ମୃତ୍ୟୁ

ଜୟପୁର: କୋରାପୁଟ ଜିଲ୍ଲା କୋଟପାଡ ଥାନା ଅନ୍ତର୍ଗତ ବାସ୍ତାମ୍ବା ନିକଟରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ପ୍ରଧାନଶିକ୍ଷକଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାମ ଚକ୍ରଧର ପାଲ ଏବଂ ସେ ସ୍ଥାନୀୟ ଭନସୁଲି ପଞ୍ଚାୟତ ହାଇ ସ୍କୁଲର ପ୍ରଧାନଶିକ୍ଷକ ବୋଲି ସୂଚନା ମିଳିଛି । ପ୍ରାପ୍ତ…

କୋରାପୁଟ ଗସ୍ତରେ ଯାଇ କନିଷ୍ଠ ଯନ୍ତ୍ରୀ ନିଖୋଜ

ଜୟପୁର: କୋରାପୁଟ ଜିଲ୍ଲା ହରଡାଗୁଡା ଗସ୍ତରେ ଯାଇ ଗ୍ରାମ୍ୟ ଜଳଯୋଗାଣ ବିଭାଗର କନିଷ୍ଠ ଯନ୍ତ୍ରୀ ଏମ୍ ଭେଙ୍କଟ ରାଓ ନିଖୋଜ ହେବା ଘଟଣାରେ ପୋଲିସ ପକ୍ଷରୁ ଛାନଭିନ୍ନ ଆରମ୍ଭ ହୋଇଛି। ପ୍ରାପ୍ତ ସୂଚନାନୁଯାୟୀ ବୋରିଗୁମ୍ମା ବ୍ଲକର ଆରଡବ୍ଲ୍ୟୁଏସଏସ୍ ଅଧିକାରୀଙ୍କ ଏକ ୫ ଜଣିଆ ଟିମ୍ ଗୋଟିଏ ନଳକୂପ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ପୋଲିସ ବାବୁ

କୋରାପୁଟ: କୋରାପୁଟ ଜିଲ୍ଲା ସ୍ଥିତ କୋଟପାଡ ଥାନା ଏଏସଆଇ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଲାଞ୍ଚ ନେଇ ଧରାପଡିଥିବା ପୋଲିସ ବାବୁ ଜଣକ ହେଉଛନ୍ତି କୋଟପାଡ ଥ।। ଏଏସଆଇ ଶରତ କୁମାର ସାହୁ । ସୂଚନାନୁଯାୟୀ ସ୍ଥାନୀୟ ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଜମିଜମା ବିବାଦ…