୨୯୦ କେ.ଜି ଗଞ୍ଜେଇ ଜବତ
କୋରାପୁଟ : କୋରାପୁଟ ଅବକାରୀ ବିଭାଗର ବଡ଼ ସଫଳତା । ନନ୍ଦପୁରର ମାରଡ଼ା କାଜୁ ବଣ ରୁ ୨୯୦ କେ.ଜି ଗଞ୍ଜେଇ ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୨୯ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀ ସୂଚନା ଦେଇଛନ୍ତି ।
ନନ୍ଦପୁର ବ୍ଲକ ମାରଡ଼ା ଅଞ୍ଚଳ ରୁ…