ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ବସ୍
କୋରାପୁଟ: ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଲା ଯାତ୍ରିବାହୀ ବସ୍ । ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । କୋରାପୁଟ ଜିଲ୍ଲା ପଞ୍ଚଡା ନିକଟରେ ଗତକାଲି ଭୋର ସାଢ଼େ ୪ଟା ବେଳେ ଏହି ଦୁର୍ଘଟଣା ହୋଇଛି । ଏଥିରେ ୪ଜଣ ଯାତ୍ରୀ ଆହତ ହୋଇଛନ୍ତି । ବସରେ ୩୦ ଜଣ ଯାତ୍ରୀ ଥିଲେ…