Latest Odisha News

BREAKING NEWS

Browsing Tag

Kotia

କୋଟିଆକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଘେରିଲା ବିଜେପି

ଭୁବନେଶ୍ୱର: କୋରାପୁଟର କୋଟିଆକୁ ନେଇ ସରକାରଙ୍କୁ ପ୍ରଶ୍ନ କରିଛି ବିଜେପି । ମୁଖ୍ୟମନ୍ତ୍ରୀଙ୍କୁ ଜବାବ ମାଗିଛି କୋଟିଆ ବିବାଦର ସମାଧାନ ପାଇଁ କଣ କରିଛି ଉତ୍ତର ଦିଅ । ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, କୋଟିଆରେ ଆନ୍ଧ୍ର ସରକାରଙ୍କ ମନ୍ତ୍ରୀ ଓ ପ୍ରଶାସନିକ…

ଭୋଟ ପାଇଁ ଓଡ଼ିଆ ପ୍ରୀତି !

ଭୁବନେଶ୍ୱର: ଓଡ଼ିଆ ଓ ଓଡିଶାକୁ ନେଇ ଏବେ ରାଜ୍ୟ ଓ ଜାତୀୟ ରାଜନୀତି ତୀବ୍ର ହୋଇଛି। କୋଟିଆ ପ୍ରସଙ୍ଗକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆନ୍ଧ୍ରକୁ ଗୋ ବ୍ୟାକ ନାରାକୁ ନେଇ ଜୋରଦାର ଚର୍ଚ୍ଚା ହୋଇଥିଲା।ଏହାଦ୍ୱାରା ବିଜେପି ଓ ଧର୍ମେନ୍ଦ୍ରଙ୍କ ଓଡିଶା ପ୍ରୀତିର କଥାକୁ ନେଇ…

‘କୋଟିଆ’ କାହାକୁ କେତେ ଲାଭ ଦେବ ?

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ କୋଟିଆକୁ ନେଇ ଏକ ବଡ଼ ରାଜନୈତିକ ଲଢେଇ ଆରମ୍ଭ ହୋଇଛି। ଉତ୍କଳ ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆନ୍ଧ୍ର ଗୋ ବ୍ୟାକ ନାରା ଦେବା ପରେ ରାଜନୀତି ତୀବ୍ର ହୋଇଛି।କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଏହି ଗସ୍ତ…

କୋଟିଆରେ ଉତ୍କଳ ଦିବସ ପାଳିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର, କହିଲେ ‘ଗୋ ବ୍ୟାକ୍ ଆନ୍ଧ୍ର’

ଭୁବନେଶ୍ୱର: କୋରାପୁଟ ଜିଲ୍ଲା କୋଟିଆରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉତ୍କଳ ଦିବସ ପାଳିଛନ୍ତି । ଧର୍ମେନ୍ଦ୍ର କହିଛନ୍ତି, ୨୦୨୩ ଏପ୍ରିଲ୍ ୧ ତାରିଖ ମୋ ପାଇଁ ଅବିସ୍ମରଣୀୟ ହୋଇ ରହିବ । ଆନ୍ଧ୍ର ଓଡ଼ିଶାର ଭୂମି ଉପରେ ଲୋଲୁପ ଦୃଷ୍ଟି ପକାଉଛି । ଆଜି ଫାଟୁସିନେରୀରେ ଆନ୍ଧ୍ରକୁ କଡ଼ା…

କୋଟିଆକୁ ନେଇ କେନ୍ଦ୍ରକୁ ପ୍ରଶ୍ନ କଲେ ବିଜେଡି ନେତା ପ୍ରଦୀପ ମାଝୀ, ପଚାରିଲେ ଦେଇଛ କ’ଣ ?

କୋରାପୁଟ : ଉତ୍କଳ ଦିବସ ଅବସରରେ କୋରାପୁଟ ଗସ୍ତରେ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଉ ଠିକ୍ ଏହି ସମୟରେ କୋଟିଆକୁ ନେଇ ଉଭୟ କେନ୍ଦ୍ର ସରକାର ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସମାଲୋଚନା କରିଛନ୍ତି ବିଜେଡି ନେତା ପ୍ରଦୀପ ମାଝୀ । ପ୍ରଦୀପ କହିଛନ୍ତି,…

ମୁଖ୍ୟ ଶାସନ ସଚିବଙ୍କ ଦେଓମାଳୀ ଓ କୋଟିଆ ଗସ୍ତ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କୋରାପୁଟ ଜିଲ୍ଲାର ଦେଓମାଳୀ ଓ କୋଟିଆ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଦେଓମାଳୀ ଠାରେ ଇକୋ ଟୁରିଜିମ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ସହ ଚାରା ରୋପଣ କରିଥିଲେ । ସେହିଭଳି କୋଟିଆରେ ସରକାରଙ୍କ…

କୋଟିଆ ପରେ ଲାଉଗୁଡ଼ା ଉପରେ ଆନ୍ଧ୍ରର ଆଖି, ମନରେଗାରେ ଖୋଳିଲା ପୋଖରି

ଗୁଣପୁର: କୋରାପୁଟର କୋଟିଆ ପରେ ରାୟଗଡ଼ାର ଲାଉଗୁଡ଼ା ଉପରେ ଆଖି ପକାଇଛି ଆନ୍ଧ୍ରପ୍ରଦେଶ । ରାୟଗଡ଼ା ରାମନାଗୁଡ଼ା ବଲସୁଲୁଡ଼ି ମୌଜା ଲାଉଗୁଡ଼ାରେ ଆନ୍ଧ୍ରପ୍ରଦେଶର ମନମାନି ଦେଖିବାକୁ ମିଳିଛି । ଓଡ଼ିଶା ସୀମାରେ ପଶି ମନରେଗା ଯୋଜନା ଅଧିନରେ ଆନ୍ଧ୍ର ପୋଖରି ଖୋଳୁଥିବା ନେଇ ଗ୍ରାମବାସୀଙ୍କ…

କୋଟିଆରେ ପୁଣି ପଶିଲା ଆନ୍ଧ୍ର, ଲୋକଙ୍କୁ ଯୋଜନା ବିଷୟରେ କହିଲେ ଉପମୁଖ୍ୟମନ୍ତ୍ରୀ

କୋରାପୁଟ: ପୁଣି କୋଟିଆରେ ପଶିଲା ଆନ୍ଧ୍ର । ବିବାଦୀୟ ଗ୍ରାମପୁଞ୍ଜ କୋଟିଆରେ ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପି. ରାଜନ୍ନ ଦୋରା ଜନସଭା କରିଛନ୍ତି । କୋଟିଆ ପଞ୍ଚାୟତର ଧୂଳିପଦର ଗାଁରେ ଜନସଭା କରି ଲୋକଙ୍କୁ ଆନ୍ଧ୍ର ସରକାରଙ୍କ ଯୋଜନା ବିଷୟରେ କହିଛନ୍ତି ପି. ରାଜନ୍ନ ଦୋରା । ତେବେ ଏହା…

କୋଟିଆରେ ଖୋଲିଲା ଆଦର୍ଶ ବିଦ୍ୟାଳୟ: ମାଗଣା ବସରେ ପିଲା ଗଲେ ସ୍କୁଲ

ଭୁବନେଶ୍ୱର: କୋଟିଆ ଅଞ୍ଚଳର ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି କ୍ରମରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ କୋଟିଆରେ ଆରମ୍ଭ ହୋଇଛି ଓଡିଶା ଆଦର୍ଶ ବିଦ୍ୟାଲୟ । କୋଟିଆ ଗ୍ରାମପଂଚାୟତରେ ଖୋଲିଛି ଏହି ଆଦର୍ଶ ବିଦ୍ୟାଳୟ ।…

କୋଟିଆକୁ ନେଇ ଜଗନ ଖେଳିଲେ ନୂଆ ଚାଲ

କୋଟିଆ:  କୋରାପୁଟ କୋଟିଆକୁ ନେଇ ବିବାଦ ଚାଲିଛି । ମାମଲା ସୁପ୍ରିମକୋର୍ଟରେ ରହିଛି । ଏହି ସମୟରେ କିନ୍ତୁ କୋଟିଆର ୨୮ଟି ଗାଁ ଏବଂ ୧୨ଟି ପଡାକୁ ଆନ୍ଧ୍ର ପ୍ରଦେଶ ସରକାର ନିଜ ମାନଚିତ୍ରରେ ସାମିଲ କରିଛନ୍ତି । ସୋମବାର ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡୀ ୧୩ଟି ନୂଆ ଜିଲ୍ଲା ଘୋଷଣା କରିଥିଲେ…