Latest Odisha News

BREAKING NEWS

Browsing Tag

Krushi Odisha

ଆରମ୍ଭ ହେଲା କୃଷି ଓଡ଼ିଶା ୨୦୨୩; ୫ ଚାଷୀ, ୫ ଏସ୍‌ଏଚ୍‌ଜି ସମ୍ବର୍ନ୍ଧିତ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ କୃଷି କ୍ଷେତ୍ରରେ ଟେକ୍ନୋଲୋଜି ଦ୍ୱାରା ପରିଚାଳିତ ବିକାଶ ଉପରେ ସରକାର ଧ୍ୟାନ ଦେଉଛନ୍ତି । କୃଷି କ୍ଷେତ୍ରରେ ବୈଷୟିକ ହସ୍ତକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି ଏବଂ କହଛନ୍ତି ଯେ ସରକାର କୃଷି କ୍ଷେତ୍ରରେ…

ଉଦଘାଟିତ ହେଲା କୃଷି ଓଡ଼ିଶା ୨୦୨୧

ଭୁବନେଶ୍ବର : ଉଦଘାଟିତ ହୋଇଛି କୃଷି ଓଡ଼ିଶା ୨୦୨୧ । ଭୁବନେଶ୍ବର ବରମୁଣ୍ଡା ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ କୃଷି ପ୍ରଦର୍ଶନୀ କୃଷି ଓଡ଼ିଶାକୁ ଭିଡିଓ କନଫରେନ୍ସ ଜରିଆରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀଙ୍କ ସାଥିରେ…

‘କୃଷି ଓଡିଶା’ରେ ଚଳିତ ବର୍ଷର ମାସ୍କଟ ଛତୁ

ଭୁବନେଶ୍ୱର: ମାର୍ଚ୍ଚ ୧୫ରୁ ରାଜ୍ୟସ୍ତରୀୟ କୃଷି ପ୍ରଦର୍ଶନୀ ‘କୃଷି ଓଡିଶା’ ଆରମ୍ଭ ହେବ । ଅପରାହ୍ନ ସାଢେ ୫ଟାରେ ବରମୁଣ୍ଡା ଖେଳ ପଡିଆରେ ଏହାର ଉଦଘାଟନ ହେବ । ତେବେ ଚଳିତ ବର୍ଷର ମାସ୍କଟ ରହିଛି ଛତୁ । ତେବେ ଚଳିତ ବର୍ଷ ଛତୁକୁ ମାସ୍କଟ ରଖାଯାଇଥିବା କୃଷି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି…

ମାର୍ଚ୍ଚ ୧୫ରୁ ଆରମ୍ଭ ହେବାକୁ ଯାଉଛି କୃଷି ଓଡିଶା ୨୦୨୧

ଭୁବନେଶ୍ୱର: ମାର୍ଚ୍ଚ ୧୫ ତାରିଖରୁ ଆରମ୍ଭ ହେବ କୃଷି ଓଡିଶା-୨୦୨୧ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଫିକି ସହଯୋଗରେ ୫ ଦିନ ଧରି ଏହା ଚାଲିବ । ଚଳିତ ବର୍ଷ ବରମୁଣ୍ଡାର ବିଜୁ ପଟ୍ଟନାୟକ ଖେଳ ପଡିଆରେ ଏହା ଆୟୋଜିତ ହେବ । ଏ ନେଇ ଆଜି କୃଷି ଭବନରେ ଅନୁଷ୍ଠିତ ଏକ ବୈଠକରେ ମନ୍ତ୍ରୀ ଅରୁଣ…