ପ୍ରାଚୀ ନଦୀ ଅବବାହିକାର ଭିନ୍ନ ଏକ ପ୍ରାଚୀନ ତନ୍ତ୍ରପୀଠ ‘ବାରାହୀ ଦେଉଳ’
କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ଆମ ଐତିହ୍ୟ
ଉପକୂଳ ଓଡ଼ିଶାର ଐତିହ୍ୟ ସମ୍ପନ୍ନ ପ୍ରାଚୀ ନଦୀ ଅବବାହିକାରେ ରହିଛି ଅଷ୍ଟମ ଶତାବ୍ଦୀ ରୁ ଆରମ୍ଭ କରି ପଂଚଦଶ ଶତାବ୍ଦୀ ମଧ୍ୟରେ ନିର୍ମିତ ଅନେକ ପ୍ରାଚୀନ ମନ୍ଦିର । ତେବେ ସେଥି ମଧ୍ୟରୁ ନିର୍ମାଣ ଶୈଳୀରେ ସବୁଠାରୁ ନିଆରା ଏକ…