Latest Odisha News

BREAKING NEWS

Browsing Tag

Kuanramunda

କୁଆଁରମୁଣ୍ଡା ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌, ତିନି ଗୁରୁତର

ରାଉରକେଲା : ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଚାର୍ଡିହରିହରପୁର ନିକଟରେ ଓଲଟିଲା ଘରୋଇ ଯାତ୍ରୀବାହୀ ବସ । ଫଳରେ ୧୪ ଯାତ୍ରୀ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ତିନି ଜଣ ଗୁରୁତର ଅଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କୁଆଁରମୁଣ୍ଡା…