Latest Odisha News

BREAKING NEWS

Browsing Tag

Kudumi sena

ତେଜିଲା ପୁନଃ ଆଦିବାସୀ ବର୍ଗରେ ସାମିଲ କରିବା ଦାବି, କୁଡୁମୀ ସେନା ପକ୍ଷରୁ ୬ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା

ମୟୁରଭଞ୍ଜ : ପୁଣି ତେଜିଛି କୁଡୁମୀ ଜାତିକୁ ଆଦିବାସୀ ବର୍ଗରେ ସାମିଲ କରିବା ପାଇଁ ଦାବି । ଏହି ପରିପ୍ରେକ୍ଷୀରେ ଆଜି(ମଙ୍ଗଳବାର) ୬ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା ଦେଇଛି କୁଡୁମୀ ସେନା । ଦୀର୍ଘ ଦିନରୁ କୁଡୁମୀ ଜାତିକୁ ଆଦିବାସୀ ବର୍ଗରେ ପୁନଃ ସାମିଲ କରିବାପାଇଁ ଦାବି କରିଆସୁଥିଲେ ମଧ୍ୟ…

କୁଡୁମୀ ସେନାର ଦିଲ୍ଲୀ ଯାତ୍ରା

ମୟୂରଭଞ୍ଜ: ମୟୂରଭଞ୍ଜ କୁଡୁମୀ ସମ୍ପ୍ରଦାୟ ଦିଲ୍ଲୀ ଯାତ୍ରାରେ । କୁଡୁମୀ ଜାତୀକୁ ଆଦିବାସୀ ତାଲିକା ଭୁକ୍ତ କରିବା ଦାବି ନେଇ ଶନିବାର ଦିଲ୍ଲୀ ଯାତ୍ରା କରିଛନ୍ତି କୁଡୁମୀ ସେନା ସଦସ୍ୟ । କୁଡୁମୀ ସେନାର ରାଜ୍ୟ ସଭାପତି ଜୟମୁନୀ ମହାନ୍ତ ଙ୍କ ନେତୃତ୍ୱରେ ଦିଲ୍ଲୀ ଯାତ୍ରା କରିଛନ୍ତି ସେନା…