Latest Odisha News

BREAKING NEWS

Browsing Tag

kuldiha sanctuary

କୂଳଡିହାରେ ହାତୀ ଉପଦ୍ରବ; ବ୍ୟାପକ ଚାଷ ନଷ୍ଟ

ଭୁବନେଶ୍ୱର: ଗୋଟିଏ ପଟେ ନୀଳଗିରି ମୁହାଁ ଝାଡ଼ଖଣ୍ଡ ହାତୀ ଏବଂ ଅନ୍ୟପଟେ କୂଳଡିହା ଅଭୟାରଣ୍ୟରୁ ହାତୀପଲଙ୍କ ଉପଦ୍ରବ ଯୋଗୁଁ ବ୍ୟାପକ ଧାନଚାଷ ନଷ୍ଟ ହେଉଥିବା ଅଭିଯୋଗ ହେଉଛି। ସୂଚନା ଅନୁଯାୟୀ ଗତ ୪ ତାରିଖ ଦିନ ସନ୍ଧ୍ୟାରେ ଦୁଇଟି ଦନ୍ତାହାତୀ କୂଳଡିହା ଅଭୟାରଣ୍ୟରୁ ଖସିଆସି ନୀଳଗିରି…

ପର୍ଯ୍ୟଟକଙ୍କ ଲାଗି ଖୋଲିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି: ବାଲେଶ୍ୱର ଜିଲ୍ଲା ନୀଳଗିରି ଅନ୍ତର୍ଗତ କୁଲଡିହା ଅଭୟାରଣ୍ୟ ଦୀର୍ଘ ୮ ମାସ ପରେ ପର୍ଯ୍ୟଟକଙ୍କ ଲାଗି ଖୋଲିଛି। କୋଭିଡ୧୯ ମହାମାରୀକୁ ଦୃଷ୍ଟିରେ ରଖି ଗତ ମାର୍ଚ୍ଚ ମାସରୁ ଏହି ଅଭୟାରଣ୍ୟ ବନ୍ଦ ରହିଥିଲା । ପର୍ଯ୍ୟଟକଙ୍କ ରାତି ରହଣୀ ପାଇଁ କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରବେଶ…

ନୀଳଗିରିରେ ପଶିଲେ ଝାଡଖଣ୍ଡୀ ହାତୀପଲ

ନୀଳଗିରି : ବାଲେଶ୍ୱର ଜିଲ୍ଲା ନୀଳଗିରିର ଦୁର୍ଗାଦେବୀ ଅଞ୍ଚଳ ଦେଇ ବୁଧବାର ଦିନ କିଛି ଝାଡଖଣ୍ଡୀ ହାତୀପଲ କୁଲଡିହା ଅଭୟାରଣ୍ୟ ଅନ୍ତର୍ଗତ ତିନିକୋଶିଆ ବନ ଖଣ୍ଡରେ ପ୍ରବେଶ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଏହି ହାତୀପଲରେ ୩୬ଟି ବଡ ହାତୀ ରହିଥିବାବେଳେ ୫ଟି ଛୁଆ ହାତୀ ଥିବାନେଇ…