Latest Odisha News
Browsing Tag

Kumar Bhimsen

 ଆଜି ପବିତ୍ର ହେରା ପଞ୍ଚମୀ : ଶ୍ରୀଜିଉଙ୍କ ରଥ ଭାଙ୍ଗିବେ ଅଭିମାନିନୀ ମହାଲକ୍ଷ୍ମୀ, ଜାଣନ୍ତୁ କଣ ରହିଛି ଆଜିର…

ଆଜି ହେରା ପଞ୍ଚମୀ । ରଥଯାତ୍ରାରେ ମହାପ୍ରଭୁ ଜଗନ୍ନାଥ ମାଆ ଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନଥିବାରୁ ଅଭିମାନ କରି ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଥିବା ରଥକୁ ଭାଙ୍ଗିବେ । ବାହୁଡା ଯାଏ ଚତୁର୍ଦ୍ଧା ମୂର୍ତ୍ତି ଗୁଣ୍ଡିଚା ମନ୍ଦିର ଜନ୍ମବେଦୀରେ ରହିବେ । ଭକ୍ତ ପାଇଲେ ଆଡପ ଅବଢା । ମହାପ୍ରଭୁ…

ଅଲୌକିକ ନାଗାର୍ଜୁନ ପରମ୍ପରା -୨

...କିଛି ସମୟ ପରେ ନାନା ରତ୍ନଭରଣ ଯୁକ୍ତ ହୋଇ ଗଣ୍ଡା ଜଳପାନ କରିବାକୁ ଝରଣା ନିକଟକୁ ଆସିଲା । ଜଳପାନ ଶେଷକରି ଫେରିଲା ବେଳକୁ ଲତା ଗହଳରେ ଲୁଚି ରହିଥିବା କିରାତ ବେଶି ଅର୍ଜୁନ ଶର ନିକ୍ଷେପ କଲେ। ଶରଘାତରେ ପ୍ରଚଣ୍ଡ ଶବ୍ଦ କରି ଗଣ୍ଡା ମୃତ୍ୟୁ ବରଣ କଲା । ସେହିଦିନ ନାଗାର୍ଜୁନର ସ୍ୱନକ୍ଷେତ୍ର…

ଶ୍ରୀମନ୍ଦିରରେ କୋଳି ଖାଇଲେ କଳାଠାକୁର

'ଫଳ ବିକ୍ରୟିଣୀ ତସ୍ୟ ଚ୍ୟୁତ ଧାନ୍ୟଂ କରଦ୍ୱୟଂ ପଳୈର ପୂରୟଦ ରତ୍ନୈଃ ଫଳଭାଣ୍ଡମ ପୂରି ଚ'  ଆଜି ଭାଦ୍ରବ କୃଷ୍ଣ ଦଶମୀ ତିଥିରେ, ପରମ୍ପରା ଅନୁଯାୟୀ ଶ୍ରୀଜୀଉମାନଙ୍କର ବଣ ଭୋଜି ବେଶ, କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ, କୃଷ୍ଣଲୀଳା ନୀତି ଆଦି ଅନୁଷ୍ଠିତ ହୋଇଛି । ଏହି…

ଗୋସ୍ୱାମୀ ସନ୍ଥ ତୁଳସୀ ଦାସଙ୍କ ଜୟନ୍ତୀ ଉପଲକ୍ଷେ ..

ମହାନ୍ ସାରସ୍ଵତ ସାଧକ, କାଳଜୟୀ ସୃଷ୍ଟି ରାମ ଚରିତ ମାନସ ସ୍ରଷ୍ଟା ଗୋସ୍ୱାମୀ ସନ୍ଥ ତୁଳସୀ ଦାସଙ୍କ ଜୟନ୍ତୀରେ ତାଙ୍କର ଅମ୍ଲାନ ସ୍ମୃତି ପ୍ରତି କୋଟି କୋଟି ପ୍ରଣାମ ଜଣାଉଛି । ଗୋସ୍ୱାମୀ ତୁଳସୀ ଦାସଙ୍କର ସବୁଠାରୁ ବଡ଼ କୃତି ହେଉଛି ହନୁମାନ ଚାଳିସା । ଷୋଡ଼ଶ ଶତାବ୍ଦୀରେ ଜନ୍ମଗ୍ରହଣ…

ବନ୍ଧୁ ମହାନ୍ତିଙ୍କ ପାଇଁ ଶ୍ରୀଜଗନ୍ନାଥ କଲେ ଅନଶନ

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ବହୁ ବର୍ଷ ପୂର୍ବରୁ ଯାଜପୁରରେ ଭଗବାନ ଜଗନ୍ନାଥଙ୍କ ଭକ୍ତ ବନ୍ଧୁ ମହାନ୍ତି ରହୁଥିଲେ, ସେ ବହୁତ ଗରିବ ପରିବାରରୁ ଥିଲେ , ତାଙ୍କ ସହ ତାଙ୍କ ସ୍ତ୍ରୀ ଓ ଗୋଟେ ବୋଲି ପୁଅ ରହୁଥିଲେ।…

ଭାବର ଠାକୁର ମହାବାହୁ…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ଦିନେ ଦାସେ କହିଲେ ବିପ୍ରବର କଥାଏ ଶୁଣିବ କି ମୋର “ ଏହି ମୋ ଶ୍ରୀ ଫଳ (ନଡିଆ) ଗୋଟି ଧରି, ଗରୁଡ ପଛେ ରହିକରି। ବୋଲିବୋ ବାଲି ଗ୍ରାମ ଦାସ, ଦେଇଛି ନିଅ ପୀତବାସ। ସେ ଯେବେ…