Latest Odisha News
Browsing Tag

labour death

ବିଦ୍ୟୁତ ଆଘାତରେ ୬ ଦାଦନଙ୍କର ମୃତ୍ୟୁ

ଗୁଣ୍ଟୁର : ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଲାଙ୍କାଭାନିଦିବାରେ ଅଘଟଣ ଘଟିଛି । ବିଦ୍ୟୁତ ଆଘାତରେ ୬ ଜଣ ଦାଦନଙ୍କର ମୃତ୍ୟୁ ହୋଇଯାଇଛି । ମୃତକ ୬ ଜଣ ରାୟଗଡ଼ା ଗୁଣୁପୁର ଅଞ୍ଚଳର ବୋଲି ଜଣାପଡିଛି । ଶୁକ୍ରବାର ସକାଳୁ ଚିଙ୍ଗୁଡ଼ି ବନ୍ଧରେ କାମ କରିବାକୁ ଯାଇଥିବା ବେଳେ ଏହି ଅଘଟଣ ଘଟିଛି ।

ମର୍ମନ୍ତୁଦ ସଡକ ଦୁର୍ଘଟଣା,ଜଣେ ଶ୍ରମିକ ମୃତ

ପରଜଙ୍ଗ: ପରଜଙ୍ଗରେ ମର୍ମନ୍ତୁଦ ଦୁର୍ଘଟଣା । ଜଣେ ଶ୍ରମିକ ମୃତ । ଶ୍ରମିକଙ୍କୁ ଟାଟା ଏସି ଗାଡିରୁ ଘୋଷାଡି ନେଲା ଟ୍ରକ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ୫୩ ନଂ ଜାତୀୟ ରାଜପଥର ବଡଝରା ଗାଁ କେନାଲ ବ୍ରିଜ ନିକଟରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ମୃତ ଶ୍ରମିକ ଜଣଙ୍କ…