ଶ୍ରମିକ ଶ୍ରେଣୀର ସନ୍ଧିକ୍ଷଣ
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର…
ଏକ ପରିବର୍ତିତ ପରିସ୍ଥିତିରେ ଆଜି ବଦଳିଯାଇଛି ସଂଗ୍ରାମର ସଂସ୍କୃତି, ଚଲାପଥର ଚିତ୍ରପଟ । ଆଜି ଆମ ସାମ୍ନାରେ ହସ ହସ ମୁହଁରେ ଛଦ୍ମବେଶୀ ଶତ୍ରୁ... ବନ୍ଧୁତ୍ୱର ବେଶଭୂଷାରେ ବିପଜ୍ଜନକ ବୈରୀ । ଅତୀତର ଯେଉଁ ପୁଞ୍ଜିବାଦକୁ ଆମେ ଭେଟୁଥିଲୁ…