Latest Odisha News
Browsing Tag

labourers

ପାଇଖାନା ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ଶ୍ରମିକଙ୍କ ଜୀବନ ଗଲା

କଟକ: ପାଇଖାନା ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ୩ ଶ୍ରମିକ ମୃତ। କଟକର ନରଣପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, କଟକର ନରଣପୁର ଗ୍ରାମରେ ଏକ ନିର୍ମାଣାଧିନ ବିଲ୍ଡିଂର ପାଇଖାନା ଟାଙ୍କିର ସେଣ୍ଟ୍ରିଙ୍ଗ କାମ ଚାଲିଥିଲା।ଶୁକ୍ରବାର ତିନି ଜଣ ଶ୍ରମିକ ସେହି…

ଦୁବାଇରେ ଫସିଛନ୍ତି ୮ ଓଡିଆ, ଉଦ୍ଧାର ପାଇଁ ବୈଜୟନ୍ତଙ୍କ ଉଦ୍ୟମ

ଭୁବନେଶ୍ବର: ଦୁବାଇରେ ଫସିଛନ୍ତି ୮ ଓଡିଆ। ଉଦ୍ଧାର ପାଇଁ ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ। ଓଡିଆ ଯୁବକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଚିଠି ଲେଖି ନିବେଦନ କରିଛନ୍ତି ସ‌େ।…