Latest Odisha News

BREAKING NEWS

Browsing Tag

Ladakh Visit

ରାହୁଲଙ୍କ ମାୟାଜାଲରେ ବିଜେପି!

ଭୁବନେଶ୍ୱର: ଲଦାଖ ଗସ୍ତରେ ଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରା ଶୈଳୀରେ କାର୍ଯ୍ୟ କରୁଛନ୍ତି। କନ୍ୟାକୁମାରୀରୁ କାଶ୍ମୀର ପର୍ଯ୍ୟନ୍ତ ଭାରତ ଯୋଡୋ ଯାତ୍ରା ମାଧ୍ୟମରେ ଏକ ବଡ଼ ବାତାବରଣ ସୃଷ୍ଟି କରିବାରେ ସଫଳ ହୋଇଥିବା ରାହୁଲ ତା ପରେ ସେଭଳି ଢାଞ୍ଚାରେ ହିଁ କାର୍ଯ୍ୟ…

ଲଦାଖରେ ମ୍ୟାଚ ଦେଖିଲେ, ବାଇକ ଚଳାଇଲେ, ବିଜେପି ଉପରେ ବର୍ଷିଲେ ରାହୁଲ

ଭୁବନେଶ୍ୱର: ନିଜର ଲଦାଖ ଗସ୍ତ ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ବିଜେପି ଓ ଆରଏସଏସକୁ ଟାର୍ଗେଟ କରିଛନ୍ତି। ଲେହ ଠାରେ ଯୁବ ବର୍ଗଙ୍କ ସହ ଆଲୋଚନା ବେଳେ ଭାରତ ସ୍ୱାଧୀନତାର ମୂଳଦୁଆ ସମ୍ବିଧାନ ବୋଲି ରାହୁଲ କହିଛନ୍ତି। ସାମ୍ବିଧାନିକ ଵ୍ୟଵସ୍ଥା ଅନୁଯାୟୀ ବିଭିନ୍ନ ଅନୁଷ୍ଠାନ…

ଲଦାଖ ଗଲେ ରାହୁଲ, ଆଗକୁ ୟୁରୋପ ଯିବେ, ପୁଣି କିଛି କହି ଖେଳ କରିବେ!

ଭୁବନେଶ୍ୱର: ନିଜର ରାଜନୈତିକ ଶୈଳୀରେ ବ୍ୟାପକ ପରିବର୍ତ୍ତନ ଆଣିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରତ୍ୟେକ ଦିନ ବ୍ୟବଧାନରେ ଦେଶର କୌଣସି ନା କୌଣସି କୋଣରେ ପହଂଚୁଛନ୍ତି। ବିଭିନ୍ନ ବର୍ଗର ଲୋକଙ୍କ ସହ ମିସୁଛନ୍ତି। ଭାରତ ଯୋଡୋ ଯାତ୍ରା ପରଠାରୁ ଏହା ବ୍ୟାପକ ହେବାରେ ଲାଗିଛି। ଏହି…

ମୋଦୀଙ୍କ ପରେ ଲଦାଖ ଗସ୍ତରେ ଯିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରେ ଏବେ ଲଦାଖ ଗସ୍ତରେ ଯିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଗଲ୍‌ୱାନ୍ ସଂଘର୍ଷ ପରେ ଭାରତ-ଚୀନ ମଧ୍ୟରେ ଏବେ ତିକ୍ତତା କମ ହେବା ସହ ଚୀନ ସେନା ପଛକୁ ଘୁଞ୍ଚିଛି । ତଥାପି ଚୀନର ପ୍ରତି ଆକ୍ରମଣର ଜବାବ ଦେବା ପାଇଁ ଭାରତୀୟ ସେନା…