Latest Odisha News

BREAKING NEWS

Browsing Tag

Lady Teacher Missing Case

ମମିତା ନିଖୋଜ ଘଟଣା: ବିଜେପି ପକ୍ଷରୁ ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ

ଭବାନୀପାଟଣା: ବହୁ ଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନ୍‌ସାଇନ୍‌ ପବ୍ଲିକ୍ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାରେ ତେଜୁଛି ବିରୋଧ । ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ପାଳନ କରାଯାଉଛି । ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଓ ସିବିଆଇ ତଦନ୍ତ ଦାବିରେ…

ଖୋଲିବ ମମିତା ନିଖୋଜ ମିଷ୍ଟ୍ରି: ଗୋବିନ୍ଦକୁ ରାତି ସାରା ଜେରା

ବଲାଙ୍ଗିର: କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ରହସ୍ୟ ଉପରୁ ଖୁବଶୀଘ୍ର ହଟିପାରେ ପରଦା । ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ମେହେର ମୁହଁରୁ ସତ ବାହାର କରିଛି ବଲାଙ୍ଗିର ପୋଲିସ । ଗତକାଲି ଗିରଫ ପରେ ଗୋବିନ୍ଦକୁ ସାରା ରାତି ବଲାଙ୍ଗିର ଏସପିଙ୍କ…

ଶିକ୍ଷୟିତ୍ରୀ ନିଖୋଜ ଘଟଣା: ମହାଲିଙ୍ଗ ନିର୍ମାଣାଧୀନ ଷ୍ଟାଡିୟମ୍ ସିଲ୍, ପୋଲିସର ତନାଘନା

ଭବାନୀପାଟଣା: କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପବ୍ଲିକ୍ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାରେ ପୋଲିସର ତନାଘନା ତଦନ୍ତ । ମହାଲିଙ୍ଗ ସ୍ଥିତ ନିର୍ମାଣାଧୀନ ଷ୍ଟାଡିଅମ ସିଲ୍ କରିଛି ପୋଲିସ । ସେଠାରେ ଗୋଟିଏ ପ୍ଲାଟୁନ୍ ଫୋର୍ସ ମୁତୟନ ଅଛନ୍ତି । ଗତକାଲି ରାତିରୁ ଉପସ୍ଥିତ ଅଛନ୍ତି…

ଦିଦି ନିଖୋଜ ମାମଲା: ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ, ୩ ଜଣ ନିଲମ୍ବିତ

ବଲାଙ୍ଗିର: କଳାହାଣ୍ଡି ଜିଲ୍ଲା ସନସାଇନ୍ ପବ୍ଲିକ୍ ସ୍କୁଲ ଓ କଲେଜର ଶିକ୍ଷୟିତ୍ରୀ ନିଖୋଜ ମାମଲାରେ ପୋଲିସ ହେପାଜତରୁ ଚମ୍ପଟ ମାରିଛନ୍ତି ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଗୋବିନ୍ଦ ସାବୁ । ଗତକାଲି ପୋଲିସ ବ୍ୟାରେକରୁ ସେ ଛୁ ମାରିଛନ୍ତି । ଏହି ଘଟଣାରେ ୩ ପୋଲିସ କର୍ମଚାରୀଙ୍କୁ…