Latest Odisha News

BREAKING NEWS

Browsing Tag

Lakhimpur Kheri Violence

ଲକ୍ଷ୍ମୀପୁର ଖେରୀ ହିଂସାକାଣ୍ଡ; ୟୁପି ସରକାରଙ୍କ କାର୍ଯ୍ୟାନୁଷ୍ଠାନକୁ ନେଇ ଅସନ୍ତୋଷ ବ୍ୟକ୍ତ କଲେ ଏସ୍‌ସି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ଘଟଣାରକୁ ନେଇ ୟୁପି ସରକାରଙ୍କ ଉପରେ ଭୀଷଣ ବର୍ଷିଛନ୍ତି ଏସ୍‌ସି। ୪ ଜଣ ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ମାମଲାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଲକ୍ଷ୍ମୀପୁର ଘଟଣାରେ ୟୁପି ସରକାରଙ୍କ କାର୍ଯ୍ୟାନୁଷ୍ଠାନକୁ ନେଇ ସୁପ୍ରିମକୋର୍ଟ ଅସନ୍ତୋଷ…

ଲଖିମପୁର ଖେରି ହିଂସାକାଣ୍ଡ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସାକାଣ୍ଡକୁ ନେଇ ଦେଶବ୍ୟାପୀ ଆଲୋଡନ୍ । ରାଜନୀତି ବି ତେଜିଛି । କୃଷକଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଘଟଣାକୁ ନେଇ ଉତ୍ତରପ୍ରଦେଶ ସରକାର ଓ କେନ୍ଦ୍ରକୁ ଟାର୍ଗେଟ କରୁଛନ୍ତି ବିରୋଧୀ । ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି । ଆଜି ଲଖିମପୁର ଖେରି…

ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବିମାନକୁ ଲକ୍ଷ୍ନୌରେ ଅବତରଣ ଅନୁମତି ମିଳିଲାନି

ଲକ୍ଷ୍ନୌ: ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ବିମାନକୁ ଲକ୍ଷ୍ନୌ ବିମାନବନ୍ଦରରେ ଅବତରଣ ପାଇଁ ଅନୁମତି ମିଳିଲା ନାହିଁ । ଏଭଳି ଅଭିଯୋଗ କରିଛି କଂଗ୍ରେସ । ଉତ୍ତରପ୍ରଦେଶରେ ବିଜେପି ସରକାର ଜଣେ ମୁଖ୍ୟମନ୍ତ୍ରୀଙ୍କୁ ଅଟକାଉଥିବା ଦଳ ଅଭିଯୋଗ କରିଛି । କଂଗ୍ରେସ ଅଭିଯୋଗ କରିଛି, ଭୂପେଶ…

ଲକ୍ଷ୍ମୀପୁର ଖେରି ହିଂସାକାଣ୍ଡ: ମୃତକଙ୍କ ପରିବାରକୁ ଭେଟିବାକୁ ଯିବା ବେଳେ ପ୍ରିୟଙ୍କା ଗାନ୍ଧି ଅଟକ

ଲକ୍ଷ୍ନୌ: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧିଙ୍କୁ ଅଟକ ରଖିଲା ଉତ୍ତରପ୍ରଦେଶ ପୋଲିସ । ଲକ୍ଷ୍ନୀପୁର ଖେଲି ହିଂସାକାଣ୍ଡ ପରେ ମୃତକଙ୍କ ପରିବାରକୁ ଭେଟିବା ପାଇଁ ଯିବା ବେଳେ ତାଙ୍କୁ ବାଟରେ ଅଟକାଇଛି ପୋଲିସ । ସକାଳ ସାଢ଼େ ୫ଟା ବେଳେ ସୀତାପୁର ନିକଟରେ ପ୍ରିୟଙ୍କାଙ୍କୁ ହେପାଜତକୁ ନେଇଛି…