ଲାଲକିଲ୍ଲାରେ ଆଜି ପୋଲିସ-ଚାଷୀ ସଂଘର୍ଷର ସାଂଘାତିକ ଚିତ୍ର
ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ବିଶେଷ କରି ଲାଲକିଲ୍ଲାରେ ଯେଉଁ ଅପ୍ରୀତିକର ଓ ସାଂଘାତିକ ପରିସ୍ଥିତି ସୃଷ୍ଟି ହୋଇଥିଲା, ଧୀରେ ଧୀରେ ତାର ଭିଜୁଆଲ ସାମ୍ନାକୁ ଆସୁଛି ।
କିଛି ସମୟ ପାଇଁ ଲାଲକିଲ୍ଲାକୁ ଆନ୍ଦୋଳନକାରୀ ଚାଷୀମାନେ ନିଜ ଅକ୍ତିଆରକୁ ନେଇଯାଇଥିଲେ କହିଲେ, କିଛି ଭୁଲ ହେବ ନାହିଁ ।…