ସମାଜକୁ ସୁସ୍ଥ ଓ ରୋଗମୁକ୍ତ କରିବାକୁ ପ୍ରୟାସ: ଓଡିଶାରେ ଆରମ୍ଭ ହେଲା “ଭୂମି ସୁପୋଷଣ ଓ ସଂରକ୍ଷଣ” ଅଭିଯାନ
ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି “ଭୂମି ସୁପୋଷଣ ଓ ସଂରକ୍ଷଣ” ଅଭିଯାନ । ଭାରତର କୃଷି ଜମିକୁ ରାସାୟନିକ ସାର ଓ ଔଷଧର ବିଷାକ୍ତ ପ୍ରଭାବରୁ ମୁକ୍ତ ସହ ସଂପୂର୍ଣ୍ଣ ସମାଜକୁ ସୁସ୍ଥ ଏବଂ ରୋଗମୁକ୍ତ କରିବା ପାଇଁ ଏହି ଅଭିଯାନ ଆରମ୍ଭ ହୋଇଛି ।
“ଭୂମି ସୁପୋଷଣ ଓ ସଂରକ୍ଷଣ” ଅଭିଯାନକୁ…