Latest Odisha News

BREAKING NEWS

Browsing Tag

Landmine Explosion

ମାଓ ପୋଷ୍ଟର ସ୍ଥାନରେ ପୁଣି ଲାଣ୍ଡମାଇନ୍ ବିସ୍ଫୋରଣ, ଯୁବକ ମୃତ

ଫୁଲବାଣୀ: ପୁଣି ମାତିଲେ ମାଓବାଦୀ । ମାଓ ପୋଷ୍ଟର ଲାଗିଥିବା ସ୍ଥାନରେ ପୁଣି ହେଲା ଲାଣ୍ଡମାଇନ୍ ବିସ୍ଫୋରଣ । ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ସାଡିଙ୍ଗିଆ କିଆମୁଣ୍ଡା ନିକଟରେ ଏହି ବିସ୍ଫୋରଣ ହୋଇଛି । ଏଥିରେ ପ୍ରାଣ ହରାଇଛନ୍ତି…

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଦୁଇ ଯବାନ ସହିଦ, ଜଣେ ଗୁରୁତର

ନାରାୟଣପୁର(ଛତିଶଗଡ): ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ୨ଟି ଲ୍ୟାଣ୍ଡମାଇନ୍ ବିସ୍ଫୋରଣ । ଏଥିରେ ୨ଜଣ ଯବାନ ସହିଦ ହୋଇଛନ୍ତି । ଗୁରୁତର ଅଛନ୍ତି ଜଣେ ଯବାନ । ମାଓ ବିରୋଧୀ ଅପରେସନ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ଏହି ଘଟଣା…

ମାଲକାନଗିରିରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଯବାନ ଗୁରୁତର

ମାଲକାନଗିରି: ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଜଣେ ଯବାନ ଗୁରୁତର । ମାଲକାନଗିରି ଜିଲ୍ଲା ମାଥିଲି ଥାନା ଗୁଗାପଦରରେ ଏହି ବିସ୍ଫୋରଣ ହୋଇଛି । ଯବାନମାନେ ସର୍ଚ୍ଚ ଅପେରେସନ୍ କରିବା ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଥିଲା । ଏଥିରେ ଜଣେ ବିଏସଏଫ ଯବାନ ଗୁରୁତର ହୋଇଛନ୍ତି । ଯବାନଙ୍କ ଗୋଡ଼ରେ…

ଓଡ଼ିଶା-ଛତିଶଗଡ଼ ସୀମାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ୨ ଗୁରୁତର

ରାୟପୁର: ଓଡ଼ିଶା-ଛତିଶଗଡ଼ ସୀମାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ । ଏକ ବୋଲେରୋ କ୍ଷତିଗ୍ରସ୍ତ ହୋଇଛି । ବିସ୍ଫୋରଣରେ ବୋଲେରୋ ଡ୍ରାଇଭର ସମେତ ଆଉ ଜଣେ ଗୁରୁତର ହୋଇଛନ୍ତି । ବିଜାପୁର ଜିଲ୍ଲା ରାଜକୋଟ ନିକଟରେ ଏହି ବିସ୍ଫୋରଣ ହୋଇଛି । ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ନକ୍ସଲ ଲ୍ୟାଣ୍ଡମାଇନ୍…