Latest Odisha News

BREAKING NEWS

Browsing Tag

Landmine Recovered

ପୁଣି ମାତିଲେ ମାଓବାଦୀ, ଅଳ୍ପକେ ବର୍ତ୍ତିଲେ ଆଇଟିବିପି ଯବାନ !

ମାଲକାନଗିରି: ଛତିଶଗଡ ବିଜାପୁରରେ ସହିଦଙ୍କ ଜୁଇର ନିଆଁ ନଲିଭୁଣୁ, ପୁଣିଥରେ ସକ୍ରିୟ ହୋଇଛନ୍ତି ମାଓବାଦୀ । ଏକ ବଡ ଟାର୍ଗେଟରୁ ଅଳ୍ପକେ ବର୍ତ୍ତିଲେ ଯବାନ । ଛତିଶଗଡ କୁଶନାଡ କ୍ୟାମ୍ପର ୫୩ ବାଟାଲିୟନର ଆଇଟିବିପି ଯବାନମାନେ କୁମ୍ବିଂ ଅପରେସନରେ ଥିଲେ । ସେହି ସମୟରେ ମାଓବାଦୀମାନେ ସେମାନଙ୍କୁ…

ଲାଲବାହିନୀର ଯୋଜନା ପଣ୍ଡ: ଅଳ୍ପକେ ବର୍ତ୍ତିଲେ ଯବାନ

ମାଲକାନଗିରି: ସୁରକ୍ଷାକର୍ମୀଙ୍କୁ କ୍ଷତି ପହଞ୍ଚାଇବା ପାଇଁ ମାଓବାଦୀ କରିଥିବା ଯୋଜନା ପଣ୍ଡ ହୋଇଛି । ଏକ ବଡ଼ ଧରଣର ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଗଲେ ସିଆରପିଏଫ୍ ଯବାନ । ମାଓବାଦୀ ଖଞ୍ଜିଥିବା ଲ୍ୟାଣ୍ଡମାଇନ ଉଦ୍ଧାର ହୋଇଛି । ମାଲକାନଗିରି ସୀମାନ୍ତ ଛତିଶଗଡ଼ର ନିପ୍ପା ଜଙ୍ଗଲରେ…

ସ୍ୱାଭିମାନ ଅଞ୍ଚଳ ଗୋରାସେତୁ ନିକଟ ଜଙ୍ଗଲରୁ ଲ୍ୟାଣ୍ଡମାଇନ୍ ଉଦ୍ଧାର

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳରୁ ପୁଣି ଜବତ ହେଲା ଲ୍ୟାଣ୍ଡମାଇନ୍ । ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକ୍‌ ଅନ୍ତର୍ଗତ ଗୋରାସେତୁର ହାଣ୍ଡିଖାଲ ଜଙ୍ଗଲରୁ ଜବତ ହୋଇଛି ୫ କିଲୋ ଓଜନର ଅଫୁଟା ଲ୍ୟାଣ୍ଡମାଇନ‌ । ବିଏସ୍‌ଏଫ୍‌ ଯବାନମାନେ ଲ୍ୟାଣ୍ଡମାଇନ୍ ସହ ମାଓବାଦୀଙ୍କ କିଛି ସାମଗ୍ରୀ ବି…