Latest Odisha News

BREAKING NEWS

Browsing Tag

Landmine

ଛତିଶଗଡ ସୀମାନ୍ତ ବିଜାପୁରରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୪ ସିଆରପିଏଫ ଯବାନ ଆହତ

ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ । ମାଓବାଦୀ ଖଞ୍ଜିଥିବା ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଜଣ ସିଆରପିଏଫ ଯବାନ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତ ଯବାନ ହେଲେ ପଲବନ କୁମାର ବିଶ୍ବାସ, ସଦାଶିବ ଯାଦବ, ଓମପ୍ରକାଶ ଓ ରାଜିବ ରଞ୍ଜନ ।…

ମାଲକାନଗିରିରେ ପଣ୍ଡ ହେଲା ନକ୍ସଲଙ୍କ ଷଡଯନ୍ତ୍ର, ଲ୍ୟାଣ୍ଡମାଇନ ଜବତ କଲେ ବିଏସଏଫ ଯବାନ

ମାଲକାନଗିରି : ମାଲକାନଗିରିରେ ପଣ୍ଡ ହେଲା ନକ୍ସଲଙ୍କ ଷଡଯନ୍ତ୍ର । ଯବାନଙ୍କୁ ଟାର୍ଗେଟ କରି ନକ୍ସଲ ମାନେ ଲଗାଇଥିବା ଲ୍ୟାଣ୍ଡମାଇନକୁ ଜବତ କରିଛନ୍ତି ବିଏସଏଫ ଯବାନ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ସଦାରାମ, ସନ୍ୟାସୀଗୁଡା ଓ ତୋଟାଗୁଡା ଗାଁ ନିକଟସ୍ଥ ପାହାଡର ଉପରେ…

ଲ୍ୟାଣ୍ଡମାଇନ୍ ଉଦ୍ଧାର, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି: ମାଲକାନଗିରି ପୋଲିସ ଓ ବିଏସ୍‌ଏଫ୍ ଯବାନଙ୍କୁ ମିଳିଛି ବଡ ସଫଳତା । ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଗୋରାସେତୁ ଜଙ୍ଗଲରେ ଠାବ ହୋଇଛି ମାଓ କ୍ୟାମ୍ପ । କମ୍ୱିଂ ଅପରେଶନ୍‌ରେ ଗଲା ବେଳେ ମିଳିଲା ଲ୍ୟାଣ୍ଡମାଇନ୍‌। ଏଥିସହ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସ୍ୱାଭିମାନ…