ଆଜି ସରୁଛି ପ୍ରଚାର: ଦୁଲୁକୁଛି ବାଲେଶ୍ୱର ଓ ତିର୍ତ୍ତୋଲ ବ୍ୟାଟଲ୍ ଗ୍ରାଉଣ୍ଡ
ଭୁବନେଶ୍ୱର: ହାତରେ ରହିଲା ଆଉ ମାତ୍ର କେଇ ଘଣ୍ଟାର ସମୟ । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆଜି ସରିବ ପ୍ରଚାର । ଭୋଟରଙ୍କୁ ମନାଇବା ପାଇଁ ପ୍ରାର୍ଥୀଙ୍କ ପାଖରେ ଶେଷ ସୁଯୋଗ ରହିଛି । ନିଜ ସପକ୍ଷରେ ଜନମତ ସୃଷ୍ଟି କରିବାକୁ ଲାଗି ପଡ଼ିଛନ୍ତି ତିନି ପ୍ରମୁଖ ଦଳ ବିଜେଡି,…