Latest Odisha News
Browsing Tag

Latest Odia News

ଶତକୀୟ ଇନିଂସ ସହ ପ୍ରଥମ ଦିନରେ ୩ଟି ବଡ଼ ରେକର୍ଡ କଲେ ବ୍ୟାଟର ଜୟସ୍ୱାଲ

ବିଶାଖାପାଟନମ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନ ଯଶସ୍ୱୀ ଜୟସ୍ୱାଲଙ୍କ ନାମରେ ହୋଇଛି। ସେ ୧୭୯ ରନର ବିଶାଳ ସ୍କୋର ଛିଡ଼ା କରି ଅପରାଜିତ ରହିଛନ୍ତି। ତାଙ୍କର ଚମତ୍କାର ଇନିଂସ ଯୋଗୁଁ ଭାରତ ପ୍ରଥମ ଦିନରେ ୯୩ ଓଭରରେ ୬ ୱିକେଟ୍ ହରାଇ ୩୩୬ ରନ୍ ସଂଗ୍ରହ…

ରଦ୍ଦ ହୋଇପାରେ ପେଟିଏମର ଲାଇସେନ୍ସ, RBI ଦେଲା ଏହି ବଡ଼ କାରଣ

ନୂଆଦିଲ୍ଲୀ: ଅନଲାଇନ୍ ପେମେଣ୍ଟ ଆପ୍ ପେଟିଏମ୍ ର ସମସ୍ୟା ଦିନ କୁ ଦିନ ବଢିବାରେ ଲାଗିଛି। ୨ ଦିନ ପୂର୍ବରୁ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ପେଟିଏମ୍ ପେମେଣ୍ଟ ବ୍ୟାଙ୍କକୁ କ୍ରେଡିଟ୍ କାରବାର ଏବଂ କୌଣସି ପ୍ରକାର ଜମା ନେବାକୁ ବାରଣ କରିଛି। ଏଥି ସହିତ, ଜମାକାରୀଙ୍କ ଅର୍ଥକୁ…

୨୯ ଟଙ୍କାରେ ଚାଉଳ ବିକିବେ ସରକାର, ଜାଣନ୍ତୁ କିପରି ଓ କେଉଁଠି ପାଇବେ ଏହି ‘ଭାରତ ରାଇସ’

ନୂଆଦିଲ୍ଲୀ: ଦରବୃଦ୍ଧି ନିୟନ୍ତ୍ରଣ ପାଇଁ ମୋଦୀ ସରକାର ଶୁକ୍ରବାର ଦିନ ଠାରୁ ଭାରତ ରାଇସ ଆରମ୍ଭ କରିଛନ୍ତି। ସରକାର କହିଛନ୍ତି ଯେ ଏହା ସାମଗ୍ରିକ ଖାଦ୍ୟ ଦରବୃଦ୍ଧି ପରିଚାଳନା କରିବାରେ ସାହାଯ୍ୟ କରିବ ଏବଂ ମୂଲ୍ୟ ବୃଦ୍ଧିକୁ ରୋକିବାରେ ସାହାଯ୍ୟ କରିବ। ଖାଦ୍ୟ ଏବଂ ଜନସାଧାରଣ ବଣ୍ଟନ ବିଭାଗ…

ସଂସଦରେ ଖଡ଼ଗେଙ୍କ ଭାଷଣ ଶୁଣି ହସି ପକାଇଲେ ମୋଦି, ପଢନ୍ତୁ ପୂରା ରିପୋର୍ଟ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ତଥା ସାଂସଦ ମଲ୍ଲିକାର୍ଜୁନ ଖଡ଼ଗେ ସଂସଦରେ ଭାଷଣ ଦେଉଥିବା ବେଳେ କିଛି ଏମିତି କଥା କହିଥିଲେ, ଯାହା ଶୁଣିବା ପରେ ବିଜେପି ନେତାମାନେ ଖୁସି ହୋଇଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ହସିବାକୁ ଲାଗିଥିଲେ। ଯାହାର ଭିଡ଼ିଓ ବିଜେପି ନେତାମାନେ ସେୟାର କରୁଛନ୍ତି ଏବଂ…

୨୦୦୦ ଟଙ୍କିଆ ନୋଟକୁ ନେଇ ବଡ଼ ଅପଡେଟ ଦେଲା RBI

ନୂଆଦିଲ୍ଲୀ: ବିମୁଦ୍ରୀକରଣ ସମୟରେ ୨୦୦୦ ଟଙ୍କିଆ ନୋଟର ପ୍ରଚଳନ ଆରମ୍ଭ ହୋଇଥିଲା। ପରେ ସରକାର ମଧ୍ୟ ଏହାକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହି କ୍ରମରେ RBI ଗତ ବର୍ଷ ମଇ ମାସରେ ଘୋଷଣା କରିଥିଲେ। ଏ ସମ୍ପର୍କରେ ବର୍ତ୍ତମାନ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗୁରୁବାର ଦିନ କହିଛି ଯେ…

ଝାଡ଼ଖଣ୍ଡରେ କାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ପାରନ୍ତି ଚମ୍ପାଇ ସୋରେନ

ନୂଆଦିଲ୍ଲୀ: ଝାଡ଼ଖଣ୍ଡରେ ଲାଗି ରହିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ସରକାର ଗଠନକୁ ନେଇ ଆସିଛି ନୂଆ ଅପଡେଟ। ସଦ୍ୟ ସୂଚନା ଅନୁଯାୟୀ ନୂତନ ସରକାର ଗଠନ ପାଇଁ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ଚମ୍ପାଇ ସୋରେନଙ୍କୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଛନ୍ତି। ତେବେ ଚମ୍ପାଇ ସୋରେନଙ୍କ ଶପଥ ଗ୍ରହଣ…

ଢେଙ୍କାନାଳ ଲୋକସଭା ଆସନ: ପୁଣିଥରେ ମହେଶ-ରୁଦ୍ର ଲଢେଇ !

ଢେଙ୍କାନାଳ: ଢେଙ୍କାନାଳ ସାଂସଦ ତଥା ବିଜେଡ଼ି ନେତା ମହେଶ ସାହୁ ଓ ବିଜେପିର ରୁଦ୍ରନାରାୟଣ ପାଣିଙ୍କ ପ୍ରାର୍ଥୀତ୍ୱକୁ ନେଇ ଢେଙ୍କାନାଳରେ ଚର୍ଚ୍ଚା ଜୋର ଧରିଛି। ଆଗାମୀ ଲୋକସବା ନିର୍ବାଚନରେ ଏହି ଦୁଇ ନେତାଙ୍କୁ ପୁନର୍ବାର ରିପିଟ କରାଯିବ ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଥିବା ଶୁଣିବାକୁ…

ବଜେଟ ପରେ ବଢିଲା ମହଙ୍ଗା ଭତ୍ତା !, ଦରମାର ଏତିକି ପ୍ରତିଶତ ମିଳିବ ଟଙ୍କା

ନୂଆଦିଲ୍ଲୀ: ମଧ୍ୟବର୍ତ୍ତିକାଳୀନ ବଜେଟ ପରେ କେନ୍ଦ୍ରୀୟ କର୍ମଚାରୀଙ୍କୁ ଏକ ବହୁତ ବଡ଼ ଖୁସି ଖବର ଦେଇଛନ୍ତି ସରକାର। କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବଢିବା ନେଇ ସୂଚନା ସାମ୍ନାକୁ ଆସିଛି। ଏହି ମହଙ୍ଗା ଭତ୍ତା ବଢିବା ପରେ କେନ୍ଦ୍ରୀୟ ସରକାରୀ କର୍ମଚାରୀମାନେ ୫୦…

ଚମ୍ପାଇ ସୋରେନଙ୍କ ମୁଖ୍ୟମନ୍ତ୍ରୀତ୍ୱକୁ ନେଇ କଣ କହୁଛି ସମୀକରଣ, ପଢନ୍ତୁ ପୂରା ରିପୋର୍ଟ

ନୂଆଦିଲ୍ଲୀ: ବିହାର ପରେ ଝାଡଖଣ୍ଡରେ ରାଜନୈତିକ ଅସ୍ଥିରତା ବୃଦ୍ଧି ପାଇଛି। ଜମି ଦୁର୍ନିତୀ ମାମଲାରେ ହେମନ୍ତ ସୋରେନଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡ଼ି। ଏହି ସମୟରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ନେତୃତ୍ୱରେ ଶାସକ ଇଣ୍ଡିଆ ମେଣ୍ଟ ସରକାର ଗଠନ ପାଇଁ ଦାବି…

ବଜେଟରେ ନିର୍ମଳା ପରିଧାନ କରୁଥିବା ପ୍ରତିଟି ଶାଢୀର ରଙ୍ଗ ପଛର ରହସ୍ୟ

ନୂଆଦିଲ୍ଲୀ: ଆଜି ଅର୍ଥାତ ଫେବୃଆରୀ ୧ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟବର୍ତ୍ତିକାଳୀନ ବଜେଟ ଅଧିବେଶନ ଉପସ୍ଥାପିତ କରିଛନ୍ତି। ନୂଆ ସରକାର ଆସିବା ପର୍ଯ୍ୟନ୍ତ ଏହି ବଜେଟକୁ ପ୍ରସ୍ତୁତ କରାଯାଇଛି। ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ଏହା ଶେଷ ବଜେଟ ଥିଲା। ସେପଟେ ନିର୍ମଳା…